ଘରେ ପହଞ୍ଚିବ ଔଷଧ
ନୂଆଦିଲ୍ଲୀ,୨୭ା୩: ଦେଶରେ କରୋନା ଭାଇରସ୍ ସଂକ୍ରମ ବଢ଼ିବାରେ ଲାଗିଥିବାରୁ ଔଷଧଗୁଡ଼ିକର ହୋମ୍ ଡେଲିଭରିକୁ କେନ୍ଦ୍ର ସରକାର ଗୁରୁବାର ଅନୁମତି ଦେଇଛନ୍ତି। ଫଳରେ ଲକ୍ଡାଉନ୍ ସମୟରେ ଲୋକଙ୍କୁ ମେଡିସିନ କିଣିବା ପାଇଁ ଆଉ ବାହାରକୁ ଯିବାକୁ ପଡ଼ିବ ନାହିଁ। କରୋନା ଭାଇରସ୍...
ଆଜିଠୁ ଇନ୍ଦିରା ମଇଦାନରେ ପିପିଲି ହାଟ
ପିପିଲି,୨୭ା୩(ସ୍ବ.ପ୍ର/ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ଏଡାଇବା ପାଇଁ ସରକାର ଲକ୍ଡାଉନ୍ ଘୋଷଣା କରିଥିବା ବେଳେ ପିପିଲି ହାଟକୁ ପ୍ରଶାସନ ପକ୍ଷରୁ ବନ୍ଦ ରଖାଯାଇଛି। ପିପିଲି ହାଟରେ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରହୁ ନ ଥିବାରୁ ପ୍ରଶାସନ ଏହି ପଦକ୍ଷେପ...
ସେନା ମୁତୟନ ପାଇଁ ବାଧ୍ୟ କରନି: ଅଜିତ୍
ମୁମ୍ବାଇ,୨୭ା୩: ମହାରାଷ୍ଟ୍ରରେ କରୋନା ଭୂତାଣୁ ସଂକ୍ରମଣ ବଢ଼ିବାରେ ଲାଗିଥିବାରୁ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କଟକଣା ଜାରି ହେବା ସତ୍ତ୍ୱେ ଲୋକେ ରାସ୍ତାଘାଟରେ ବୁଲୁଥିବାରୁ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର ଲୋକଙ୍କୁ ଚେତାବନୀ ଦେଇଛନ୍ତି। ଭିଡ଼କୁ ନିୟନ୍ତ୍ରଣ କରିବା...
ଆନ୍ଧ୍ର ସୀମାରେ ୧୦୦୦ ଲୋକ
ଅମରାବତୀ,୨୭ା୩ (ପି.ଟି.): ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରୁ ଫେରିଥିବା ୧୦୦୦ରୁ ଊର୍ଦ୍ଧ୍ୱ ଲୋକ ବୁଧବାର ଅପରାହ୍ନରୁ ଗରିକାପାଡୁ ଚେକ୍ପୋଷ୍ଟରେ ଅଟକି ରହିଛନ୍ତି। କରୋନା ସଂକ୍ରମଣ ଭୟରେ ଆନ୍ତଃରାଜ୍ୟ ସୀମାରେ ମୁତୟନ ଥିବା ପୋଲିସ ସେମାନଙ୍କୁ ଆନ୍ଧ୍ରପ୍ରଦେଶ ଭିତରେ ପୂରାଇ ଦେଉନି। ଲକ୍ଡାଉନ୍...
୨୨ ହଜାର ଟପିଲା କରୋନା ମୃତ୍ୟୁ
ନୂଆଦିଲ୍ଲୀ, ୨୭ା୩: ବିଶ୍ୱବ୍ୟାପୀ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ବିଭିନ୍ନ ପ୍ରଶାସନିକ କଟକଣା ସତ୍ତ୍ୱେ ଏହାକୁ ରୋକିବା କଷ୍ଟକର ହୋଇପଡ଼ିଛି। ଅଦ୍ୟାବଧି କରୋନାରେ ମୃତ୍ୟୁସଂଖ୍ୟା ୨୨,୦୬୭ରେ ପହଞ୍ଚିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୪,୮୮,୪୨୬କୁ ବୃଦ୍ଧିପାଇଛି। ୧ ଲକ୍ଷ...
ଗାଡ଼ିରେ ଦିନିକିଆ ପାସ୍ ଲଗାଇଲା ପୋଲିସ
ଭୁବନେଶ୍ୱର,୨୭ା୩(ବ୍ୟୁରୋ)ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ କୌଣସି ପାସ୍ ଆବଶ୍ୟକ ନାହିଁ। ସେମାନେ କେବଳ ଆଇକାର୍ଡ ଦେଖାଇ ଯାଇପାରିବେ ବୋଲି ପୋଲିସ ଡିଜି ଅଭୟ କହିଛନ୍ତି। ହେଲେ ବ୍ୟାଙ୍କ୍ ଓ ଅନ୍ୟ ଜରୁରୀ ସେବା ଯୋଗାଉଥିବା ସଂସ୍ଥା ପାଇଁ ପାସ୍ର ଆବଶ୍ୟକତା...
ଜି-୨୦ ଜରୁରୀ ସମ୍ମିଳନୀରେ ଅର୍ଥ ଚିନ୍ତା
ରିୟାଦ/ନୂଆଦିଲ୍ଲୀ,୨୭ା୩: ମହାମାରୀ କରୋନା ଭୂତାଣୁ ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଛି। ଏହି ପରିପ୍ରେକ୍ଷୀରେ ଜି-୨୦ ରାଷ୍ଟ୍ର ସମୂହର ଜରୁରୀ ସମ୍ମିଳନୀ ଗୁରୁବାର ସୌଦି ଆରବର ରିୟାଦରେ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ୍-୧୯ରୁ ମୁକ୍ତି ପାଇବା ପାଇଁ...
କରୋନା ଦୁଃଖ
ପ୍ରାଣଘାତୀ କରୋନାକୁ ମୁକାବିଲା କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଜନତା କର୍ଫ୍ୟୁଠାରୁ ଆରମ୍ଭ କରି ଲକ୍ଡାଉନ୍ ଘୋଷଣା କରାଯାଇଛି। ଜନସାଧାରଣ ବାହାରକୁ ନ ଆସି ଘରେ ରହିବାକୁ ପରାମର୍ଶ ଦିଆଯାଇଛି।...
ଭୁବନେଶ୍ୱରରେ ହୋମ୍ ଡେଲିଭରି କରିବେ ୨୮ ଷ୍ଟୋର୍
ଭୁବନେଶ୍ୱର,୨୭ା୩(ବ୍ୟୁରୋ)ଭୁବନେଶ୍ୱରର ଲୋକଙ୍କ ଘରେ ପହଞ୍ଚତ୍ବ ଅତ୍ୟାବଶ୍ୟକ ସାମଗ୍ରୀ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଏହି ବ୍ୟବସ୍ଥ ହୋଇଥିବାବେଳେ ରିଲାଏନ୍ସ ଫ୍ରେଶ, ବିଗ୍ ବଜାର, ବିଶାଲ ମେଗା ମାର୍ଟ ଏବଂ ଆଧାର ଫ୍ରେଶର ୨୮ ଷ୍ଟୋର ଓ ଆଉଟ୍ଲେଟ ଦ୍ୱାରା...
ଭୁବନେଶ୍ୱରର ୧୧ ହୋଟେଲରେ କ୍ୱାରାଣ୍ଟାଇନ୍ ବ୍ୟବସ୍ଥା
ଭୁବନେଶ୍ୱର,୨୭ା୩(ବ୍ୟୁରୋ): ମାରାତ୍ମକ କୋଭିଡ଼୍-୧୯ ସଂକ୍ରମଣ ରୋକିବା ପାଇଁ ସନ୍ଦିଗ୍ଧମାନେ କ୍ୱାରାଣ୍ଟାଇନ୍ରେ ରହିବାର ଆବଶ୍ୟକତା ରହିଛି। ଏପରି ସ୍ଥିତିରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଇତିମଧ୍ୟରେ ଭୁବନେଶ୍ୱରର ୧୧ ଘରୋଇ ହୋଟେଲରେ ବିଏମ୍ସି ଦ୍ୱାରା...
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା
ଭୁବନେଶ୍ୱର,୨୭ା୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଭିନ୍ନ ସୂତ୍ରରୁ ସହାୟତା ମିଳିବାରେ ଲାଗିଛି। ସେହିଭଳି ରିଲିଫ ପାଣ୍ଠିକୁ କେଉଁ ମାନେ କେତେ ଟଙ୍କା ପ୍ରଦାନ କରୁଛନ୍ତି ତାହା ମଧ୍ୟ ସାର୍ବଜନୀନ କରାଯାଇଛି। ଉଭୟ ଅନ୍ଲାଇନ୍ ଏବଂ ଅଫ୍...
ସୁଦର୍ଶନଙ୍କ କରୋନା ସଚେତନତାକୁ ଜାତିସଂଘର ପ୍ରଶଂସା
ପୁରୀ ଅଫିସ, ୨୭ା୩: ବିଶ୍ୱରେ ମହାମାରୀ କରୋନା ଏବେ ଆତଙ୍କ ଖେଳାଇଛି। ଏହି ପ୍ରାଣଘାତୀ ଭୂତାଣୁକୁ କିପରି ରୋକାଯାଇପାରିବ ସେ ନେଇ ସବୁସ୍ତରରେ ଚିନ୍ତାପ୍ରକଟ କରାଯାଉଛି। ସଚେତନତା ହିଁ ଏହାର ମୁକାବିଲା ପାଇଁ ଏକମାତ୍ର ମାର୍ଗ ବୋଲି କୁହାଯାଉଛି। ତେଣୁ...
Archives


