କରୋନା ମୁକାବିଲା: ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି
ଭୁବନେଶ୍ୱର,୨୭ା୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ସାରା ବିଶ୍ୱ ପାଇଁ ସବୁଠୁ ବ଼ଡ ଆହ୍ବାନ ଭାବେ ଉଭା ହୋଇଛି। ଓଡ଼ିଶାବାସୀ ଏବଂ ଅନ୍ୟ ରାଜ୍ୟରେ ରହିଥିବା ଓଡ଼ିଆମାନେ ମଧ୍ୟ ଏହାଦ୍ୱାରା ବହୁ ଭାବେ ପ୍ରଭାବିତ। ଜନସାଧାରଣଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ବଢାଇବା...
ଜିଲା ପ୍ରଶାସନ ବାଣ୍ଟିଲା ଭତ୍ତା
ଅନୁଗୋଳ ଅଫିସ, ୨୬।୩: ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ୮ ବ୍ଲକ, ୨ଟି ପୌରପାଳିକା ଓ ଗୋଟିଏ ପୌରପରିଷଦରେ ଭତ୍ତା ବଣ୍ଟନ କରାଯାଇଛି। ଏଥିସହ ରାଶନ ସାମଗ୍ରୀ ବଣ୍ଟନ କାର୍ଯ୍ୟ ମଧ୍ୟ ଜାରି ରହିଛି। ହିତାଧିକାରୀଙ୍କୁ ଅଗ୍ରୀମ ୩...
ଦୂରତା ଚିହ୍ନଟ କଲା ପୋଲିସ
ବଇଣ୍ଡା/ଆଠମଲ୍ଲିକ, ୨୬।୩ (ଡି.ଏନ.ଏ.): କରୋନା ଭାଇରସ୍ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି କିଶୋରନଗର ବ୍ଲକ ବଇଣ୍ଡା, ହଣ୍ଡପା ଅଞ୍ଚଳରେ ଗୁରୁବାର ପୋଲିସ ପକ୍ଷରୁ ବିଭିନ୍ନ ଦୋକାନ ସମ୍ମୁଖରେ ଦୂରତା ଚିହ୍ନଟ କରାଯାଇଛି। ହଣ୍ଡପା ଥାନା ଏଏସ୍ଆଇ କୁନା ବାରିକ ବଇଣ୍ଡା...
‘ଭୟଭୀତ ହୁଅ ନାହିଁ’
ଢେଙ୍କାନାଳ ଅଫିସ, ୨୬।୩: କରୋନା କଟକଣା ଉପରେ ଜିଲା ପ୍ରଶାସନ କଡ଼ା ନଜର ରଖିଛି। ଜିଲାର ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ଅଛି। ଏଥିରେ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ଜନତା ପୂର୍ଣ୍ଣ ସହଯୋଗ କଲେ ଅଳ୍ପ ଦିନରେ ସବୁକିଛି...
ଆଳୁ ବିକିଲା ଯୋଗାଣ ବିଭାଗ
ପାଲଲହଡା, ୨୬।୩ (ଡି.ଏନ.ଏ.): ପାଲଲହଡା ଉପଖଣ୍ଡରେ ଆଳୁ, ପିଆଜର ଦର କିଲୋ ପିଛା ହଠାତ୍ ୧୫ ଟଙ୍କା ବଢ଼ାଇ ଦିଆଯାଇଥିବା ଅଭିଯୋଗ ମିଳିବା ପରେ ଗୁରୁବାର ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଉପଜିଲାପାଳ ଅଜିତ କୁମାର ପ୍ରଧାନ, ଉପଖଣ୍ଡ ପୋଲିସ...
ମିଳିଲାନି ଆଳୁ, ପିଆଜ
ତାଳଚେର,୨୬।୩(ନି.ପ୍ର.)- ଲକ୍ଡାଉନ ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଅଭାବ ରହିବ ନାହିଁ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିଲେ ହେଁ ଗୁରୁବାର ଅନୁଗୋଳ ଜିଲା ତାଳଚେର ଥର୍ମାଲ ସାପ୍ତାହିକ ହାଟରେ ଆଳୁ, ପିଆଜ ମିଳିନାହିଁ। ଫଳରେ ଏହି ହାଟ ଉପରେ ନିର୍ଭରଶୀଳ ବହୁ...
ଦିନକରେ ୮୭ ଜଣଙ୍କ ନାଁରେ ମାମଲା
ଛତ୍ରପୁର,୨୬ା୩(ଡି.ଏନ୍.ଏ.)-କରୋନା ନେଇ ଜାରି ହୋଇଥିବା ଗାଇଡଲାଇନ ଓ ଲକ୍ଡାଉନ୍କୁ ଉଲ୍ଲଂଘନ କରି ଗଞ୍ଜାମ ପୋଲିସ ଜିଲାରେ ଗୁରୁବାର ୩୬ଟି ମାମଲା ରୁଜୁ କରାଯାଇଛି। ଏଥିରେ ୮୭ ଜଣଙ୍କ ନାଁ ରହିଛି। ଆଇନ ଅନୁଯାୟୀ ଏମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ...
ବୁଲୁଥିବା ଲୋକଙ୍କୁ ଇ-ଚାଲାଣ, ପୋଲିସର ମୃଦୁ ଲାଠି ଚାଳନା
ବ୍ରହ୍ମପୁର ଅଫିସ,୨୬ା୩-କରୋନାର ମୁକାବିଲା ତଥା ସଂକ୍ରମଣକୁ ରୋକିବା ନେଇ ଜାରି ହୋଇଥିବା ଲକ୍ଡାଉନ୍ର ପଞ୍ଚମ ଦିନରେ ବ୍ରହ୍ମପୁରରେ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଥିଲା। ବାରମ୍ବାର ସଚେତନତା ସତ୍ତ୍ୱେ ସହରବାସୀ ଘରୁ ବାହାରୁଥିବା ଦେଖିବାକୁ ମିଳୁଛି। ଗୁରୁବାର ପୋଲିସ...
ଲକ୍ଡାଉନ୍ ନ ମାନିଲେ କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଲେ ଜିଲାପାଳ
ଦିଗପହଣ୍ଡି,୨୬ା୩(ଡି.ଏନ.ଏ.)-ଲକ୍ଡାଉନ୍ ନିୟମ ନ ମାନିଲେ ଏଣିକି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଚେତାବନୀ ଦେଇଛନ୍ତି। ଗୁରୁବାର ପୂର୍ବାହ୍ନରେ ଜିଲାପାଳ ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ତହସିଲଦାର ଅଦୈତ କୁମାର...
ଟାଟା ହସ୍ପିଟାଲ ହେବ ଆଇସୋଲେଟେଡ୍ ଡାକ୍ତରଖାନା
ଛତ୍ରପୁର,୨୬ା୩(ଡି.ଏନ୍.ଏ.)- ଗଞ୍ଜାମ ଜିଲାକୁ ବାହାର ରାଜ୍ୟରୁ ଆସିଥିବା ୧୫,୩୭୭ ଏବଂ ବିଦେଶରୁ ଆସିଥିବା ୩୭୨ ଜଣଙ୍କର ପ୍ରତ୍ୟହ ସ୍ବାସ୍ଥ୍ୟାବସ୍ଥା ତଦାରଖ କରାଯିବ। ଶୀତଳାପଲ୍ଲୀସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲକୁ କରୋନା ଆଇସୋଲେଟେଡ ଡାକ୍ତରଖାନା ରୂପେ ବ୍ୟବହାର କରାଯିବ। ସେଠାରେ ଅନ୍ୟୁନ ୧୦୦...
ଗାଁ ପ୍ରବେଶ ପଥ ବନ୍ଦ କଲେ ଲୋକେ
ଭଞ୍ଜନଗର,୨୬।୩(ଡି.ଏନ.ଏ)-କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ଲାଗି ଗୁରୁବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ଓ କେତେକ ଗ୍ରାମବାସୀ ଆଲୋଚନା କରି ଗାଁ ପ୍ରବେଶ ପଥକୁ ସିଲ୍ କରିଛନ୍ତି। ନିହାତି ଆବଶ୍ୟକ ନ ଥିଲେ ଗାଁ ବାହାରକୁ କେହି ଯିବେ ନାହିଁ।...
ରାତିରେ ଖୋଲା ରହିବ ତେଜରାଜି ଦୋକାନ: ଗୋଲେଇ ମଧ୍ୟରେ ରହି ସାମଗ୍ରୀ ଆଣିବାକୁ ପରାମର୍ଶ
ଭୁବନେଶ୍ୱର,୨୬।୩(ବ୍ୟୁରୋ)-ସମଗ୍ର ଦେଶ ଲକ୍ଡାଉନ୍ ରହିଛି। ଅତ୍ୟାବଶ୍ୟକ ସାମଗ୍ରୀ ତେଜରାତି ଦୋକାନରେ ଅସମ୍ଭବ ଭିଡ ପରିଲକ୍ଷିତ ହେଉଛି। ସେହି ଦୋକାନଗୁଡିକ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ଖୋଲା ରହୁଛି। ଏହା ସତ୍ତ୍ୱେ ବଡ ବଡ ମାର୍କେଟରେ ଲୋକମାନେ ପ୍ରବଳ ଜନ...
Archives


