କରୋନା ଭାଇରସ୍‌

ବିନା ବାଧାରେ ଅତ୍ୟାବଶ୍ୟକ ମାଲ ପରିବହନ ଯାନ ଚଳପ୍ରଚଳକୁ ନିଶ୍ଚିତ କର: ଜିଲାପାଳ, ଏସ୍‌ପିଙ୍କୁ  ନିର୍ଦ୍ଦେଶ

ଭୁବନେଶ୍ୱର,୨୬ା୩(ବ୍ୟୁରୋ)- କରୋନା ଭୂତାଣୁ(କୋଭିଡ୍‌-୧୯)କୁ ନିୟନ୍ତ୍ରଣ କରିବା ଅତ୍ୟନ୍ତ ଜଟିଳ ହୋଇପଡ଼ିଛି। ସମଗ୍ର ଦେଶରେ ଲକ୍‌ଡାଉନ୍‌ ଚାଲିଛି। ଜନସାଧାରଣଙ୍କ ନିକଟରେ କିଭଳି ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚତ୍ବ ତାହା ସରକାରଙ୍କ ପ୍ରାଥମିକତା ହୋଇଛି। ଏହାକୁ ଦୃଷ୍ଟିରେ ରଖି ଅତ୍ୟାବଶ୍ୟକ ସାମଗ୍ରୀ ପରିବହନରେ ନିୟୋଜିତ...

ଘରୁ ନ ବାହାରିବାକୁ ହାତ ଯୋଡ଼ି ନିବେଦନ କଲା ପୋଲିସ

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ କରାଯାଇଛି। ଘରୁ ନ ବାହାରିବା ନିମନ୍ତେ ଲୋକଙ୍କୁ ଯେତେ ସଚେତନ କରାଯାଉଥିଲେ ମଧ୍ୟଧ୍‌ କେତେଜଣ ଏହାକୁ ମାନୁନାହାନ୍ତି। ଏଭଳି ସ୍ଥିତିରେ ଗୁରୁବାର ଛତ୍ରପୁରରେ ପୋଲିସ ଅଭିନବ ଉପାୟରେ ସଚେତନ କରୁଥିବା...

ରାୟଗଡ଼ାରେ ଫସିଛନ୍ତି ୧୮ ତୀର୍ଥଯାତ୍ରୀ

ରାୟଗଡ଼ା ଅଫିସ,୨୬।୩: ଛତିଶଗଡ଼ର ୧୮ ତୀର୍ଥଯାତ୍ରୀ ଗତ ୧୨ ତାରିଖରେ ଛତିଶଗଡ଼ର ମାହାସାମୁଦ୍ର ଜିଲାର ନାନ୍ଦଗାଓଁରୁ ତୀର୍ଥ ଯାତ୍ରା ଆରମ୍ଭ କରିଥିଲେ। ୨୨ ତାରିଖରେ ସେମାନଙ୍କ ଫେରିବା ପାଇଁ ଟିକେଟ ମଧ୍ୟ ହୋଇଥିଲା। ହେଲେ ବିଶ୍ୱବ୍ୟାପୀ କାୟା ବିସ୍ତାର କରିଥିବା...

ଗରମ, ଆର୍ଦ୍ର ଜଳବାୟୁରେ କୋଭିଡ-୧୯ ସଂକ୍ରମଣ ହେବ ଧୀର

ଓ୍ବାଶିଂଟନ,୨୬।୩: ଗରମ ଓ ଆର୍ଦ୍ର ଜଳବାୟୁରେ କରୋନା ଭାଇରସ ସଂକ୍ରମଣ ଧୀରେ ହେବ ବୋଲି ଏକ ଅଧ୍ୟୟନରୁ ଜଣାପଡିଛି। ଏସିଆରେ ଥିବା ଦେଶ ଗୁଡିକରେ କରୋନା ସଂକ୍ରମଣକୁ ନେଇ କରାଯାଇଥିବା ଏକ ଅଧ୍ୟୟନରୁ ଏହା ଜଣାପଡିଛି। ଆମେରିକାର ମାସାଚୁସେଟସ୍‌ ଇନଷ୍ଟିଚ୍ୟୁଟ...

ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନରେ ସାମାଜିକ ଦୂରତା ପାଇଁ ପଦକ୍ଷେପ

ସମ୍ବଲପୁର,୨୬।୩(ବ୍ୟୁରୋ): କରୋନା ମୁକାବିଲା ନେଇ ସମ୍ବଲପୁର ମହାନଗର ନିଗମ ପୋଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି । ଗୁରୁବାର ସକାଳେ ପନିପରିବା ବଜାର ଯେମିତି ଗୋଲବଜାର, ବୈଦ୍ୟନାଥ ଛକ, କମଳିବଜାର, ଅଇଁଠାପାଲି, ଧନୁପାଲି, ଗୋବିନ୍ଦତୋଲା, ଫାୟାରଷ୍ଟେଶନ ବିଭିନ୍ନ ସ୍ଥାନରେ...

କୋଭିଡ-୧୯ ପାଇଁ ପ୍ରଭାବଶାଳୀ ହୋଇପାରେ ପ୍ରାୟ ୭୦ଟି ଔଷଧ

ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏବେ ଏହାର ଚିକିତ୍ସାକୁ ନେଇ ଚାଲିଛି ଗବେଷଣା। ନିକଟରେ କେତେଜଣ ବିଦେଶୀ ଓ ଆଉ କେତେଜଣ ଭାରତୀୟ ଗବେଷକଙ୍କ ଏକ ଟିମ୍‌ କରୋନା ଚିକିତ୍ସା ପାଇଁ ପ୍ରାୟ...

ଚାଇନାରେ ଠିକ୍‌ ହୋଇଥିବା ୧୦ ପ୍ରତିଶତ ରୋଗୀ ପୁଣି କରୋନାରେ ସଂକ୍ରମିତ!

ବେଜିଂ,୨୬।୩: ପ୍ରଥମ କରି ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ଏକ ପ୍ରକାର ବ୍ୟାପି ସାରିଲାଣି। ନିକଟରେ ଚାଇନାରୁ ଗୋଟିଏ ଦିନରେ କୌଣସି ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ନ ଥିବା ଖରବ ଆସିଥିଲା। ହେଲେ ୩...

ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର: ବାହାର ରାଜ୍ୟରୁ ଫେରି ବେଧଡ଼କ ବୁଲୁଛନ୍ତି ଦାଦନ ଶ୍ରମିକ

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଛି। ହେଲେ ବିଭିନ୍ନ ଗାଁ ଦାୟିତ୍ୱରେ ରହିଥିବା କର୍ମଚାରୀଙ୍କ ତଦାରଖ ଅଭାବରୁ କିଛିଦିନ ହେଲା ବାହାର ରାଜ୍ୟ ତଥା କେରଳ, ତାମିଲନାଡୁ, କର୍ଣ୍ଣାଟକ ଆଦି...

ଲକ୍‌ଡାଉନ୍‌ ସମୟରେ ଅସହାୟଙ୍କ ସାହାରା ପାଲଟିଛନ୍ତି ଯୁବଗୋଷ୍ଠୀ

ଝାରସୁଗୁଡ଼ା ଅଫିସ,୨୬।୩: ସମଗ୍ର ଦେଶରେ କରୋନା କଟକଣା ଯୋଗୁ ଯାନବାହନ ସମେତ ହୋଟଲଗୁଡ଼ିକ ବନ୍ଦ ରହିଛି। ଏପରିସ୍ଥିତିରେ ବହୁ ସ୍ଥାନରେ ଲୋକେ ଫସି ରହିଛନ୍ତି। ଦୁଇ ଓଳି ଖାଇବାକୁ ମଧ୍ୟ ପାଉନାହାନ୍ତି। ସେହିପରି ରାସ୍ତା କଡ଼ରେ ଭିକ୍ଷାବୃତ୍ତି କରୁଥିବା ଲୋକେ...

ଜୋର୍‌ରେ ହସିଲେ ହୋଇପାରେ ସଂକ୍ରମଣ

ନୂଆଦିଲ୍ଲୀ: କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ଏବେ ସମସ୍ତେ ସତର୍କ। ସେଥିପାଇଁ ଏବେ ସମସ୍ତେ ସାନିଟାଇଜ୍‌ ସହ ସାମାଜିକ ଦୂରତା ଉପରେ ଜୋର ଦେଉଛନ୍ତି। କିନ୍ତୁ କରୋନା ସଂକ୍ରମଣ ବ୍ୟକ୍ତି ଜୋର୍‌ରେ ହସୁଥିବାବେଳେ ବି ରୋଗ ସଂକ୍ରମଣ ହେବାର ସମ୍ଭାବନା...

ଠିକଣା ଦେଖିଲେ ଲାଗୁଛି ଡର

କାନପୁର: ଏବେ କରୋନା ଭାଇରସ୍‌ ପାଇଁ ସବୁଆଡେ ଭୟର ବାତାବରଣ। ପାଖ ପଡ଼ିଶା ଠାରୁ ଆରମ୍ଭ କରି ବନ୍ଧୁବାନ୍ଧବମାନଙ୍କୁ ବି ଲୋକେ ଘରେ ପୁରାଇବାକୁ ରାଜି ହେଉନାହାନ୍ତି । ଏହି ଭାଇରସ୍‌ ସଂକ୍ରମଣରେ ଚାଇନା ପରେ ସବୁଠୁ ଅଧିକ ଲୋକ...

ଲକ୍‌ ଡାଉନ୍‌ରେ ଘରୁ ବାହାରୁଥିବା ଲୋକଙ୍କ ଗୋଡ଼କୁ ପୋଲିସ ଗୁଳି କରିବା ଆବଶ୍ୟକ: ଭାଜପା ବିଧାୟକ

ଗାଜିଆବାଦ୍‌,୨୬।୩: ଦେଶରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ ଭାଜପା ସଦସ୍ୟ ନନ୍ଦକିଶୋର ଗୁର୍ଜର ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଉତ୍ତରପ୍ରଦେଶର ଲୋନି ବିଧାନସଭା ଆସନର ବିଧାୟକ ନନ୍ଦକିଶୋର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri