ଦଶମ-ଦ୍ୱାଦଶ ଅଫ୍ଲାଇନ ପରୀକ୍ଷା ରଦ୍ଦ ଆବେଦନର ବିଚାର କରିବେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୨୧।୨ : ସିବିଏସଇ, ଆଇସିଏସଇ ଏବଂ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ଅଫଲାଇନ ପରୀକ୍ଷା ବିରୋଧରେ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଗତ ବର୍ଷ ଏହି ମାମଲାର ଶୁଣାଣି କରିଥିବା ଜଷ୍ଟିସ ଏମ ଖାନୱିଲକରଙ୍କ ବେଞ୍ଚରେ...
ଖସିଲା କରୋନା ଗ୍ରାଫ୍: ଆଜି ରାଜ୍ୟରୁ ୩୮୮ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୨ା୨(ବ୍ୟୁରୋ): ସୋମବାର ରାଜ୍ୟରୁ ୩୮୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୨,୮୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୨୬ ଜଣ ଚିହ୍ନଟ...
ଦୈନିକ ମୃତ୍ୟୁ ସଂଖ୍ୟା ୩ ଶହ ତଳେ, ଦୈନିକ ସଂକ୍ରମଣରେ ବ୍ରେକ୍…
ନୂଆଦିଲ୍ଲୀ, ୨୧।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂକ୍ୟା କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୨୦ ହଜାର ତଳେ ରହିଛି। ଏହି ସମୟ ମଧ୍ୟରେ...
ପୁଣି ବଢ଼ିଲା ଦୈନିକ ମୃତ୍ୟୁ ସଂଖ୍ୟା, ଦୈନିକ ସଂକ୍ରମଣ ୨୦ ହଜାର ତଳେ…
ନୂଆଦିଲ୍ଲୀ, ୨୦।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ତେବେ ମୃତ୍ୟୁ ସଂଖ୍ୟା ପୁଣି ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୨୦ ହଜାର ତଳେ ରହିଛି।...
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୬୬ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୯ା୨(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୧୨୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୬୭,୧୦୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...
ଚିନ୍ତା ବଢ଼ାଉଛି କେରଳ…
ନୂଆଦିଲ୍ଲୀ, ୧୯।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୨୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୨୨...
ଲଗାତର ୩ ଦିନ ପରେ ମୁମ୍ବାଇରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ
ମୁମ୍ବାଇ,୧୯।୨: ମହାରାଷ୍ଟ୍ରରେ କିଛି ଦିନ ହେବ କରୋନା ମାମଲା ହ୍ରାସ ପାଇବାରେ ଲାଗିଛି। ଲଗାତର ଭାବେ ରାଜ୍ୟରେ କରୋନା ଗ୍ରାଫ୍ ତଳକୁ ଖସୁଥିବାର ଦେଖିବାକୁ ମିଳିଛି। ଶୁକ୍ରବାର ମହାରାଷ୍ଟ୍ରରେ ମୋଟ ୨ହଜାର ୬୮ଟି ନୂଆ କରୋନା ମାମଲା ସାମ୍ନାକୁ ଆସିଥିବା...
୮୦ପ୍ରତିଶତ ବୟସ୍କଙ୍କୁ ଦିଆଯାଇଛି କରୋନା ଟିକା
ନୂଆଦିଲ୍ଲୀ,୧୯।୨: ଦେଶରେ ୨୦୨୦ରୁ କରୋନା ପ୍ରକୋପ ଜାରି ରହିଛି। କରୋନା ଭାଇରସ୍କୁ ହରାଇବା ପାଇଁ ସରକାରଙ୍କ ପକ୍ଷରୁ ଗତ ବର୍ଷ ଜାନୁୟାରୀ ୧୬ରୁ ଟିକାକରଣ ଅଭିଯାନ ଦ୍ରୁତ ଗତିରେ ଚାଲିଛି। ଏଥିସହ ଦେଶ ଟିକାକରଣ ମାମଲାରେ ଆଉ ଏକ ଉପଲବ୍ଧି...
ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୩୪ ପଜିଟିଭ୍
ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪୭ ଜଣ ପିଲା ଅଛନ୍ତି। ସେହିପରି ୩୧୦ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୨୨୪ ଲୋକାଲ କେସ ରହିଛି। ଏନେଇ ରାଜ୍ୟ...
ରାଜ୍ୟରେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗୁନି। ଆଜି ଆଉ ୧୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁସଂଖ୍ୟା ୮,୯୯୪କୁ ବୃଦ୍ଧି ପାଇଛି।...
କରୋନା ମହାମାରୀ: ଜୁଲାଇ ପରେ ଫେବୃୟାରୀରେ ସବୁଠାରୁ ଅଧିକ ୧୫ ହଜାରରୁ ଅଧିକ ମୃତ୍ୟୁ!
ନୂଆଦିଲ୍ଲୀ,୧୯ ।୨: କରୋନା ମହାମାରୀ ଯୋଗୁ ହେଉଥିବା ମୃତ୍ୟୁ ସଂଖ୍ୟା ଏବେ ଏକ ଖେଳ ବୋଲି ମନେ ହେଉଛି । ଇତି ମଧ୍ୟରେ ଫେବୃୟାରୀରେ ୧୫ ହଜାରରୁ ଉର୍ଦ୍ଧ୍ୱ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି ସଂଖ୍ୟା ଗତ ବର୍ଷ...
ଓମିକ୍ରନଠାରୁ ଘାତକ ଏହାର ଛୋଟ ଭାଇ ବିଏ.୨: ଡବ୍ଲୁଏଚଓ
ଜେନେଭା,୧୯ ।୨: ଦେଶରେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନର ସଂକ୍ରମଣ ଧିରେ ଧିରେ କମ୍ ହୋଇ ଆସୁଥିବା ବେଳେ ଏବେ ପୁଣିଥରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଚେତାବନି ଦେଇଛି । ଡବ୍ଲୁଏଚଓ କହିଛି ଓମିକ୍ରନର ଏକ ବିଶେଷ ଭାରିଏଣ୍ଟ...
Archives


