କରୋନା ଭାଇରସ୍‌

କରୋନା ମହାମାରୀ ଯୋଗୁ ଦେଶବ୍ୟାପୀ ଟୋଲ୍‌ ଆଦାୟ ବନ୍ଦ

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଭାରତ ସରକାର ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ସାମାଜିକ ଦୂରତା ବଢ଼ାଇବାକୁ ସରକାରଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଉଥିବାବେଳେ ଏବେ ଦେଶବ୍ୟାପୀ ଟୋଲ୍‌ ଆଦାୟ…

କରୋନା ଭାଇରସ: ଚିକିତ୍ସା କରୁଥିବା ଡାକ୍ତରଙ୍କ ପରିବାର ହେଲେ ସଂକ୍ରମିତ

ନୂଆଦିଲ୍ଲୀ,୨୬।୩: କରୋନା, କ୍ୱାରାଣ୍ଟାଇନ୍‌, ଆଇସୋଲେଶନ। ଏବେ ଏହି ଶବ୍ଦର ବହୁଳ ବ୍ୟବହାର କରାଯାଉଛି। ଆଉ ଏହି ଶବ୍ଦ ଗୁଡିକ ସାଧାରଣ ଜନତା ପାଇଁ ସୃଷ୍ଟି କରିଛି ଭୟ। କରୋନା ଭାଇରସ ଏବେ ବିଶ୍ୱର ମୁଣ୍ଡ ବିଗାଡି ଥିବା ବେଳେ ଭାରତୀୟ ମଧ୍ୟ…

ବ୍ୟାଡ୍‌ମିଣ୍ଟନ ର଼୍ୟାଙ୍କିଙ୍ଗ୍‌କୁ ସାମୟିକ ସ୍ଥିର ରଖାଯାଇପାରେ

ନୂଆଦିଲ୍ଲୀ, ୨୬ା୩ (ପି.ଟି.): କରୋନା ଭାଇରସ୍‌ ବ୍ୟାପିବା ଆଶଙ୍କା ଯୋଗୁ ଟୋକିଓ ଅଲିମ୍ପିକ୍ସକୁ ୨୦୨୧କୁ ଘୁଞ୍ଚାଇ ଦିଆଯାଇଛି। ଫଳ ସ୍ବରୂପ ବିଶ୍ୱ ର଼୍ୟାଙ୍କିଙ୍ଗ ବ୍ୟବସ୍ଥାକୁ ବର୍ତ୍ତମାନ ପାଇଁ ସ୍ଥିର ରଖିବା ଲାଗି ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ବିଚାର କରିପାରେ। ବିଡବ୍ଲ୍ୟୁଏଫ୍‌…

ଲକ୍‌ଡାଉନ୍‌ ନ ମାନି ୨ ଗିରଫ, ବୋଲେରୋ ସହ ୬ ବାଇକ୍‌ ଜବତ

ଠାକୁରମୁଣ୍ଡା,୨୬।୩(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଦିଗରେ ରାଜ୍ୟ ଓ କେନ୍ଦ୍ର ସରକାର ମିଳିତ ଭାବରେ ପଦକ୍ଷେପ ଆରମ୍ଭ କରିଥିବା ବେଳେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରେ ଲକ୍‌ଡାଉନ୍‌ର ପ୍ରଭାବ ଦେଖିବାକୁ ମିଳିଛି। ଅପରପକ୍ଷରେ କଟକଣା ନ ମାନିବାରୁ ଠାକୁରମୁଣ୍ଡା ପୋଲିସ…

୧୬ ଦିନରେ ଭାରତରେ ୧୬ କରୋନା ମୃତ୍ୟୁ: ସଂକ୍ରମିତଙ୍କ ସଂଖ୍ୟା ୬୫୦ ଟପିଲା

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ସାରା ପୃଥିବୀରେ କୋକୁଆ ଭୟ ସୃଷ୍ଟି କରିଛି। ଭାରତରେ ଅବସ୍ଥା ଧୀରେଧୀରେ ସଙ୍କଟଜନକ ହେବାରେ ଲାଗିଛି। ଗତ ୧୬ ଦିନ ମଧ୍ୟରେ ଦେଶରେ ୧୬ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୫୦…

ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୧ କୋଟି ଟଙ୍କା ଦାନ କଲେ ଜନ ସେନା ମୁଖ୍ୟ

ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ ଏବେ ବିଶ୍ୱ ପାଇଁ ଏକ ଚ୍ୟାଲେଞ୍ଜ ହୋଇ ଠିଆ ହୋଇଛି। ଭାରତ ମଧ୍ୟ ଏହାସହ ଲଢିବାକୁ ସବୁ ପ୍ରକାର ଉଦ୍ୟମ ଜାରି ରଖିଛି। ଏହା ପରେ ବି ଭାରତରେ ବେଳକୁ ବେଳ କରୋନା ସଂକ୍ରମିତ ଓ ମୃତକଙ୍କ…

ପୁଣେରେ ସଂକ୍ରମିତ ଦମ୍ପତି ହେଲେ ସୁସ୍ଥ

ମୁମ୍ବାଇ,୨୬ା୩: ବିଶ୍ୱବ୍ୟାପୀ କରୋନା ପ୍ରଭାବରେ ଲୋକେ ଆତଙ୍କିତ ଥିବାବେଳେ ଗୁଡ଼ି ପଡ଼ଓ୍ବାରେ ମହାରାଷ୍ଟ୍ରକୁ ଏକ ଖୁସି ଖବର ମିଳିଛି। ମହାରାଷ୍ଟ୍ରର ପୁଣେରେ ପ୍ରଥମ କରୋନା ସଂକ୍ରମିତ ଦମ୍ପତି ଠିକ ହୋଇଯାଇଛନ୍ତି। ଏଥିଲାଗି ଉଭୟଙ୍କୁ ହସ୍ପିଟାଲରୁ ଡିସ୍‌ଚାର୍ଜ କରିଦିଆଯାଇଛି। ଏହି ଦମ୍ପତି ନାଇଡ଼ୁ…

ଲକ୍‌ଡାଉନ: ମଜା କରିବାର ବେଳ

ନୂଆଦିଲ୍ଲୀ: ଲକ୍‌ଡାଉନରେ ରହିବା ଆଦୌ ବୋରିଂ ନୁହେଁ, ବରଂ ନିଜକୁ ଉପଭୋଗ କରିବାର ପ୍ରକୃଷ୍ଟ ସମୟ। ଏମିତି ଏକ ବାର୍ତ୍ତା ଦେଉଛି ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିଥିବା ମା-ଝିଅଙ୍କର ଏକ ଯୋଡ଼ି। ଲକ୍‌ଡାଉନରେ ଘର ଭିତରେ ରହିବା ହିଁ ନିଜକୁ…

କରୋନା ସାଜିଲା ବାଧକ: ବିବାହ ସ୍ଥଗିତ ରଖିଲେ ଉପ ଜିଲାପାଳ

ରାୟପୁର,୨୬।୩: କରାନା ଭାଇରସ ସଂକ୍ରମଣକୁ ରୋକିବାକୁ ସରକାର ସାରା ଦେଶକୁ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ସାରା ଦେଶ ଏକ ପ୍ରକାର ଠପ୍‌ ହୋଇଯାଇଛି କହିଲେ ଚଳେ। ନିକଟରେ ଛତିଶଗଡ଼ ରାୟପୁରର ଉପ ଜିଲାପାଳ ଶୀତଲ ବଂଶଲ…

ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆ ହୋଇ ପରିବା କିଣିବାକୁ ପରାମର୍ଶ

ପାଟପୁର,୨୬।୩(ଡି.ଏନ୍‌.ଏ.): ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି ରାଜ୍ୟର ସମସ୍ତ ଜିଲାକୁ ଲକ୍‌ଡାଉନ୍‌ କରାଯାଇଛି। ଗଞ୍ଜାମ ଜିଲାରେ ମଧ୍ୟ ଲକ୍‌ଡାଉନ୍‌ର ପ୍ରଭାବ ଦେଖିବାକୁ ମିଳିଛି। ଧାର୍ଯ୍ୟ ହୋଇଥିବା ସମୟରେ…

୧୯ ହଜାର ଟପିଲା କରୋନା ମୃତ୍ୟୁ

ପ୍ୟାରିସ୍‌/ମାଡ୍ରିଡ,୨୬ା୩: କରୋନା ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ବୁଧବାର ୧୯,୭୪୮ରେ ପହଞ୍ଚତ୍ଛି। ଡିସେମ୍ବରରେ ଚାଇନାରୁ ଆରମ୍ଭ ହୋଇଥିବା କୋଭିଡ୍‌-୧୯ ବର୍ତ୍ତମାନ ସୁଦ୍ଧା ୧୯୬ ଦେଶକୁ ବ୍ୟାପିଲାଣି ଓ ଏଥିରେ ୪ ଲକ୍ଷ ୪୦ ହଜାର ୧୪୫ ଜଣ ସଂକ୍ରମିତ ହୋଇଛନ୍ତି। ଏହି ଭୂତାଣୁ…

ଅସ୍ଥାୟୀ ଭାବେ ରାଜମହଲ ଛକକୁ ସ୍ଥାନାନ୍ତର ହେଲା ୧ ନଂ ପରିବା ହାଟ

ଭୁବନେଶ୍ୱର,୨୬।୩(ବ୍ୟୁରୋ): କରୋନା ଭୂତାଣୁକୁ ନେଇ ବର୍ତ୍ତମାନ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ତେଣୁ ସାମାଜିକ ଦୂରତା ବଜାୟ ରଖିବା ସହ କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଦେଶବାସୀଙ୍କୁ ନିବେଦନ କରିଛନ୍ତି। ଏହି ପରିପ୍ରେକ୍ଷୀରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri