କରୋନା ଭାଇରସ୍‌

ଚଢ଼ାଉ ପରେ ଦର କମାଇଲେ ଗ୍ରସେରି, ପରିବା ଦୋକାନୀ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ସଂକ୍ରମଣ ଏଡ଼ାଇବାକୁ ମଙ୍ଗଳବାର ମଧ୍ୟରାତିରୁ ସାରା ଦେଶ ୨୧ ଦିନିଆ ଲକ୍‌ଡାଉନ୍‌ ହେବା ପରେ ଏବେ ବଜାରରେ ଗ୍ରସେରି ଓ ପରିବା ଦର ବୃଦ୍ଧି ପାଇଛି। ଭୁବନେଶ୍ୱରର ପ୍ରମୁଖ ୧୭ଟି ହାଟ ସହ ବିଏମ୍‌ସି ଅଧୀନ ୬୭...

ଔଷଧ ବିତରକଙ୍କୁ ମିଳିବ ପ୍ରୋତ୍ସାହନ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ହସ୍ପିଟାଲଗୁଡିକୁ ଔଷଧ ଏବଂ ମେଡିକାଲ ସାମଗ୍ରୀ ଯୋଗାଣକୁ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ନିର୍ଦ୍ଧାରିତ ସମୟଠାରୁ ଶୀଘ୍ର ଔଷଧ ଯୋଗାଇଲେ ବିତରକ ସଂସ୍ଥାମାନଙ୍କୁ ପ୍ରୋତ୍ସାହନ ମିଳିବ ବୋଲି ସରକାର ଘୋଷଣା କରିଥିବା ବୁଧବାର କରୋନା...

୨ କରୋନା ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିିର

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ଓଡ଼ିଶାରେ ଏବେବି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ରେ ରହିଛି। ଆଉ କୌଣସି ନୂଆ ପଜିଟିଭ୍‌ ଚିହ୍ନଟ ହୋଇନାହିଁ। ବୁଧବାର ୧୨ଟା ସୁଦ୍ଧା ଓଡ଼ିଶାରେ ୧୩୩ଟି ନମୁନା କୋଭିଡ୍‌-୧୯ ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିମଧ୍ୟରୁ ୧୨୯ଟି ନମୁନାର ରିପୋର୍ଟ ହସ୍ତଗତ...

ଏମ୍‌ସରେ ଆରମ୍ଭ ହେଲା କରୋନା ପରୀକ୍ଷା: ଆର୍‌ଏମ୍‌ଆର୍‌ସି ପରେ ଓଡ଼ିଶାର ଦ୍ୱିତୀୟ ନମୁନା ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ଭୁବନେଶ୍ବର ଏମ୍‌ସରେ ରାଜ୍ୟର ଦ୍ୱିତୀୟ କରୋନା ଭୂତାଣୁ (କୋଭିଡ-୧୯) ପରୀକ୍ଷା କେନ୍ଦ୍ର ସ୍ଥାପନ କରାଯାଇଛି। କେନ୍ଦ୍ର ସରକାରଙ୍କ ଅନୁମତି ମିଳିବା ପରେ ବୁଧବାରଠାରୁ ଏଠାରେ ନମୁନା ପରୀକ୍ଷା ହୋଇଛି। ପ୍ରଥମ ଦିନରେ ୩ ନମୁନା ପରୀକ୍ଷା କରାଯାଇଥିଲା। ସମସ୍ତ...

ଲାଠି ସାନିଟାଇଜ କରୁଛି ପୋଲିସ

ନୂଆଦିଲ୍ଲୀ, ୨୫ା୩- ସାରା ବିଶ୍ୱକୁ କବଳିତ କରି ରଖିଥିବା କରୋନା ଭାଇରସ୍‌କୁ ନେଇ ଲୋକେ ଭୟଭୀତ ରହିଛନ୍ତି। ସଂକ୍ରମଣ ରୋକିବାକୁ ଭାରତ ସରକାର ୨୧ ଦିନିଆ ଲକଡାଉନ ନିର୍ଦ୍ଦେଶ ଜାରି କରିଛନ୍ତି। ଲୋକଙ୍କୁ ଘରୁ ନ ବାହାରିବାକୁ ମନା କରାଯାଇଥିବାବେଳେ...

ବନ୍ଦ ହେଲା ବାୟାଣି ଯାତ୍ରା

ଛେଣ୍ଡିପଦା, ୨୫।୩(ସ୍ବ.ପ୍ର)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡ଼ା ପଞ୍ଚାୟତର ଅଧିଷ୍ଠାତ୍ରୀ ଦେବୀ ମା’ ବାୟାଣି ଠାକୁରାଣୀଙ୍କ ଗୁରୁବାର ଆୟୋଜିତ ହେବାକୁ ଥିବା ବାର୍ଷିକ ଯାତ୍ରା ବନ୍ଦ କରାଯାଇଛି। କରୋନା ସଂକ୍ରମଣ ରୋକିବାକୁ ଜାରି ହୋଇଥିବା ସରକାରୀ ଗାଇଡ୍‌ଲାଇନ ଅନୁଯାୟୀ ଯାତ୍ରା...

କଟକଣାକୁ ବେଖାତିର, ୨୧ ଗିରଫ

ଢେଙ୍କାନାଳ ଅଫିସ, ୨୫।୩-ଲକ୍‌ଡାଉନ କଟକଣାକୁ ମାନୁନାହାନ୍ତି ଜନସାଧାରଣ। ସୁରକ୍ଷାକୁ ବିପନ୍ନ କରି ଖୋଲାମେଲାରେ ବୁଲୁଛନ୍ତି। ଏହାକୁ ନେଇ କଠୋର ହୋଇଛି ଢେଙ୍କାନାଳ ଜିଲା ପ୍ରଶାସନ। ଆଇନ ଅମାନ୍ୟ ଅଭିଯୋଗରେ ବୁଧବାର ୨୧ଜଣଙ୍କୁ ଗିରଫ କରାଯାଇଛି। ୨୧ ଗାଡ଼ି ଜବତ କରାଯିବା...

୧୪୭ ଫେରନ୍ତା ଶ୍ରମଜୀବୀ ପଞ୍ଜୀକୃତ

ବଇଣ୍ଡା,୨୫।୩(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ପ୍ରଶାସନ ଓ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ରାଜ୍ୟ ବାହାରୁ ଫେରିଥିବା ୧୪୭ ଶ୍ରମଜୀବୀ ବୁଧବାର ନାମ ପଞ୍ଜୀକରଣ କରିଛନ୍ତି। ସେମାନେ ସମସ୍ତେ ସ୍ବାସ୍ଥ୍ୟ ପରୀକ୍ଷା କରାଇବା ସହ ହୋମ କ୍ୱାରାଣ୍ଟାଇନରେ ରହିବାକୁ ପ୍ରଶାସନ ପକ୍ଷରୁ...

ବ୍ରହ୍ମପୁର ମହାନଗର : ପ୍ରତି ୱାର୍ଡରେ ଆଳୁ, ପିଆଜ ବିକିବେ ଏସ୍‌ଏଚଜି ମହିଳା

ବ୍ରହ୍ମପୁର ଅଫିସ,୨୫ା୩-ବ୍ରହ୍ମପୁର ମହାନଗରର ପ୍ରତି ୱାର୍ଡରେ ଠେଲା ଗାଡ଼ି ନେଇ ଏସ୍‌ଏଚଜି ମହିଳାମାନେ ଗୁରୁବାରୁ ଆଳୁ, ପିଆଜ ବିକିବେ ବିକ୍ରି କରିବେ। ଏହି ବ୍ୟବସ୍ଥା ବିଏମ୍‌ସି ପକ୍ଷରୁ ଆରମ୍ଭ ହୋଇଛି। କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ ଡାଉନ...

ପେନସନ ଦାନ କଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୨୫।୩(ସ୍ବ.ପ୍ର.)- କରୋନା ଭାଇରସ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମାସକର ପେନସନ ଦାନ କରିଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦାର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା। ସେ ପେନସନ ବାବଦ ୩୦ ହଜାର ଟଙ୍କାର ଚେକ୍‌ ବୁଧବାର ଜିଲାପାଳଙ୍କ ଉଦ୍ଦେଶ୍ୟରେ...

ବାହାନା କରି ବୁଲୁଛନ୍ତି: ୨୫ ଜଣଙ୍କ ନାମରେ ମାମଲା

ଅନୁଗୋଳ ଅଫିସ୍‌, ୨୫ା୩- କରୋନା ସଂକ୍ରମଣକୁ ରୋକିବା ପାଇଁ ପୂରା ଦେଶକୁ ଲକ୍‌ଡାଉନ ଘୋଷଣା କରାଯାଇଥିଲେ ହେଁ ଅନୁଗୋଳ ଜିଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ଏହି କଟକଣା ଉଲ୍ଲଂଘନ କରାଯାଉଥିବା ଦେଖାଯାଉଛି। ଜରୁରୀ କାମ ନ ଥିଲେ ବି ଅନେକ...

ପ୍ରଶାସନ ଟାଣିଲା ଲକ୍ଷ୍ମଣ ରେଖା

ଅନୁଗୋଳ ଅଫିସ, ୨୫।୩- ଲକ୍‌ଡାଉନ ଘୋଷଣା ପରଠାରୁ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ କିଣିବାକୁ ଅନୁଗୋଳ ସହରର ବିଭିନ୍ନ ଦୋକାନରେ ଭିଡ଼ ବଢ଼ୁଛି। ବୁଧବାର ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସହର ପରିଦର୍ଶନ କରି ଏପରି ଭିଡ଼ ନ ଲଗାଇବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri