କରୋନା ଭାଇରସ୍‌

ଚେନ୍ନାଇରେ ଫସିଛନ୍ତି ସାନଖେମୁଣ୍ଡିର ବହୁ ଶ୍ରମିକ

ପାଟପୁର,୨୫ା୩-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ୬ ଗ୍ରାମାଞ୍ଚଳର ପ୍ରାୟ ୧ ହାଜରରୁ ଊର୍ଦ୍ଧ୍ୱ ଶ୍ରମିକ ଚେନ୍ନାଇର ଗିନ୍ଧି ଅଞ୍ଚଳରେ ଫସି ରହିଛନ୍ତି। ପ୍ରଶାସନସ୍ତରରେ ଉଦ୍ୟମ କରାଯାଇ ସେମାନଙ୍କୁ ଘରକୁ ଫେରାଇ ଆଣିବାକୁ ପରିବାର ପକ୍ଷରୁ ନିବେଦନ କରାଯାଇଛି। ପ୍ରାୟ ୬ ମାସ…

କରୋନା ମୁକାବିଲା: ଏମଏଲଏ ଲ୍ୟାଡ ଜିଲାପାଳଙ୍କୁ ଦେଲେ ବିଧାୟକ

ଦାରିଙ୍ଗବାଡି,୨୫ା୩(ଡି.ଏନ୍‌.ଏ.)-କରୋନା ମୁକାବିଲା ପାଇଁ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ବୁଧବାର ୨୦୨୦-୨୧ ଆର୍ଥିକ ବର୍ଷର ଏମଏଲଏ ଲ୍ୟାଡ ଜିଲା ପ୍ରଶାସନକୁ ଦେଇଛନ୍ତି। ଜିଲା ପ୍ରଶାସନ ନିଜ କ୍ଷମତାରେ ଏହାକୁ ଖର୍ଚ୍ଚ କରିବାକୁ ଜିଲାପାଳ ଡ.ବୃନ୍ଦା ଡି.ଙ୍କୁ ବିଧାୟକ ଚିଠି ମାଧ୍ୟମରେ…

ନିରାଶ୍ରୟଙ୍କୁ ୫ ଟଙ୍କାରେ ଖାଦ୍ୟ ପୁଡ଼ିଆ

ଛତ୍ରପୁର,୨୫ା୩(ଡି.ଏନ୍‌.ଏ.)-କରୋନା ପ୍ରତିହତ ନିମନ୍ତେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସମସ୍ତ ଆହାର କେନ୍ଦ୍ରକୁ ରାଜ୍ୟ ସରକାର ବନ୍ଦ କରିଛନ୍ତି। କେବଳ ମେଡିକାଲ ପରିସରରେ ଥିବା ଆହାର କେନ୍ଦ୍ର ଖୋଲାଯିବ ବୋଲି ନିର୍ଦ୍ଦେଶ ହୋଇଛି। ଏଭଳି ସ୍ଥିତିରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ…

ଲକ୍‌ଡାଉନ୍‌କୁ ସମସ୍ତେ ମାନିଲେ

ଫୁଲବାଣୀ ଅଫିସ, ୨୫ା୩: ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି ରାଜ୍ୟର ସମସ୍ତ ଜିଲାକୁ ଲକ୍‌ଡାଉନ୍‌ କରାଯାଇଛି। କନ୍ଧମାଳ ଜିଲାରେ ଲକ୍‌ଡାଉନ୍‌ର ପ୍ରଭାବ ଦେଖିବାକୁ ମିଳିଛି ଧାର୍ଯ୍ୟ ହୋଇଥିବା…

ଭିଡିଓ କଲ୍‌ରେ ବାହାଘର

ପାଟନା, ୨୫।୩: କୋଭିଡ୍‌-୧୯ ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ଦେଶରେ ୫ଶହ ଟପିଥିବା ବେଳେ ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତ୍ୱ ବା ସୋସିଆଲ ଡିଷ୍ଟାନ୍ସକୁ ଗୁରୁତ୍ୱ ଦିଆଯାଉଛି। ଏହି ସମୟରେ ବିହାରରେ ଏକ ମୁସଲମାନ ଦମ୍ପତିଙ୍କ ବାହାଘର (ନିକାହ) ବେଳର ଭିଡିଓ…

ପୁଅ ବିଦେଶରୁ ଫେରିଥିବା ସୂଚନା ଦେଇ ନ ଥିବାରୁ ଡିଏସ୍‌ପିଙ୍କ ନାଁରେ ଏତଲା

ହାଇଦ୍ରାବାଦ,୨୫।୩: ସାରା ବିଶ୍ୱରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଭାରତରେ ଏପର୍ଯ୍ୟନ୍ତ କରୋନାରେ ୧୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଛନ୍ତି। ଏଥିରୁ ବର୍ତ୍ତିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। କିନ୍ତୁ…

ମାନୁ ନାହାନ୍ତି କଟକଣା: ପେଟ୍ରୋଲ ଟାଙ୍କିରେ ଭତ୍ତା ବଣ୍ଟନ

ପୁରୀ ଅଫିସ,୨୫ା୩: ମହାମାରୀ କରୋନାକୁ ନେଇ ଏବେ ବିଶ୍ୱରେ ଆତଙ୍କ ଖେଳିଯାଇଛି। ଏହି ପ୍ରାଣଘାତୀ ଭୂତାଣୁ ବିଭିନ୍ନ ଦେଶକୁ ଡେଇଁ ଚାଲିଥିବାବେଳେ ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିଚାଲିିଛି। ଏହି ଭୂତାଣୁର କୌଣସି ଔଷଧ ବାହାରି ନ ଥିବାରୁ ଏହା କବଳରୁ…

ଜହ୍ନାପଙ୍କ ଛକରେ ବସିଲା ମଙ୍ଗଳବାର ବଜାର

ଜହ୍ନାପଙ୍କ, ୨୫।୩ (ଡି.ଏନ.ଏ): କରୋନା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ନାରାୟଣନଗରଠାରେ ମଙ୍ଗଳବାର ବସୁଥିବା ସାପ୍ତାହିକ ହାଟ ଜହ୍ନାପଙ୍କ ଛକଠାରେ ବସିଥିବା ଦେଖିବାକୁ ମିଳିଥିଲା । ଏ ନେଇ ପ୍ରଶାସନର ଥିବା ନିର୍ଦ୍ଦେଶକୁ ବ୍ୟବସାୟୀମାନେ ମାନିଥିଲେ…

କଣ୍ଟାମାଳ ଡାକ୍ତରଖାନାରେ ଡାକ୍ତର ଅଭାବ

କଣ୍ଟାମାଳ,୨୫ା୩(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ଡାକ୍ତରଖାନାରେ ଡାକ୍ତରଙ୍କ ଅଭାବ ଦେଖାଦେଇଛି । ୬ଟି ପଦବୀ ଥିବା ଏହି ଡାକ୍ତରଖାନାରେ ୨ ଜଣ ଡାକ୍ତର ସ୍ବାସ୍ଥ୍ୟସେବା ସମ୍ଭାଳୁଛନ୍ତି। ଜଣେ ଡାକ୍ତର ସ୍ବତନ୍ତ୍ର ଭାବରେ କରୋନା ନିରାକରଣ ପାଇଁ ନିୟୋଜିତ ଥିବା ବେଳେ କେତେଜଣ…

ଲକ୍‌ ଡାଉନକୁ ନେଇ ଦିନ ମଜୁରିଆ ଓ ବ୍ରାହ୍ମଣ ଚିନ୍ତାରେ

ମନମୁଣ୍ଡା,୨୫।୩ (ଡି.ଏନ.ଏ): କରୋନାକୁ ନେଇ ଲକ୍‌ ଡାଉନ ବୋଝ ଉପରେ ନଳିତା ବିଡା ସଦୃଶ ଦେଖାଦେଇଛି । ବିଶେଷ କରି ଦିନ ମଜୁରିଆ, ଶ୍ରମିକ, ମନ୍ଦିର ପୂଜକ ଓ କର୍ମକାଣ୍ଡ ପୂଜାର୍ଚ୍ଚନା କରୁଥିବା ବ୍ରାହ୍ମଣମାନଙ୍କ ପାଇଁ ନାହିଁ ନ ଥିବା ଅସୁବିଧା…

ଆଶାକର୍ମୀଙ୍କୁ ମିଳୁନାହିଁ ମାସ୍କ ଓ ସାନିଟାଇଜର

ବିନିକା,୨୫।୩(ଡି.ଏନ୍‌.ଏ.): ଦେଶର ବିଭିନ୍ନ ରାଜ୍ୟରେ କରୋନା ଭାଇରସ୍‌ ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି । ଏହାର ଭୟାବହତା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି । ଏଭଳି ପରିସ୍ଥିତିରେ ବିନିକା ଅଞ୍ଚଳରେ ଆଶାକର୍ମୀମାନଙ୍କୁ ସାନିଟାଇଜର…

ମଧ୍ୟପ୍ରଦେଶରେ ପ୍ରଥମ ମୁଣ୍ଡ ନେଲା କରୋନା

ଭୋପାଳ,୨୫।୩: କରୋନା ଭାଇରସ୍‌ରେ ସଂକ୍ରମିତ ହୋଇ ମଧ୍ୟପ୍ରଦେଶରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଉଜୈନରେ ରହୁଥିବା ଜଣେ ମହିଳାଙ୍କ ବୁଧବାର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିବଲା। ସୂଚନାଯୋଗ୍ୟ, ଉକ୍ତ ମହିଳାଙ୍କ ରିପୋର୍ଟ କରୋନା ପଜିଟିଭ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?