କରୋନା ଭାଇରସ୍‌

ବ୍ରିଟେନ ରାଜ ପରିବାରକୁ ବଡ଼ ଝଟ୍‌କା: କରୋନାରେ ସଂକ୍ରମିତ ପ୍ରିନ୍ସ ଚାଲର୍‌ସ

ଲଣ୍ଡନ,୨୫।୩: ସାରା ବିଶ୍ୱରେ କରୋନା ଭାଇରସ୍‌ ବେ-ଲଗାମ୍‌ ହୋଇପଡ଼ିଛି। ଏହାକୁ ରୋକିବା ପାଇଁ ସାରା ଦେଶ ନିଜ ପକ୍ଷରୁ ବିଭିନ୍ନ ସତର୍କତା ଅବଲମ୍ବନ କରିବା ସହ କେତେକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାରି ଭିତରେ ବ୍ରିଟେନ ରାଜ ପରିବାରରୁ ଏକ...

କରୋନା ପ୍ରତିରୋଧ ବ୍ୟବସ୍ଥା ଲାଗି ୩୦ ଜିଲାକୁ ୪୪.୫୦ କୋଟି: ଔଷଧ ଯୋଗାଣକାରୀ ସଂସ୍ଥାକୁ ଦିଆଯିବ ଇନ୍‌ସେନ୍‌ଟିଭ୍‌

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଘାତକ କରୋନା ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଥିବା ବେଳେ ରାଜ୍ୟ ସରକାର ଏହାକୁ ମୁକାବିଲା କରିବାକୁ ସମସ୍ତ ପ୍ରସ୍ତୁତି କରୁଛନ୍ତି। ଏଥିରେ ଡାକ୍ତର ତଥା ଅନ୍ୟ ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ଭୂମିକା ଗ୍ରହଣ କରୁଥିବାରୁ ସେମାନଙ୍କୁ ପ୍ରୋତ୍ସାହିତ ତଥା...

ଲକ୍‌ଡାଉନ୍‌ ପରେ ହଷ୍ଟେଲ୍‌ ଛାଡୁଛନ୍ତି ଛାତ୍ରୀଛାତ୍ର, ଗାଡ଼ିମୋଟର ନ ଥିବାରୁ ସମସ୍ୟା ଭୋଗୁଛନ୍ତି ଅଭିଭାବକ

ରାଇକିଆ,୨୫।୩(ଡି.ଏନ୍‌.ଏ.): ସାରା ଦେଶରେ ଲକ୍‌ଡାଉନ୍‌ ଲାଗୁ ହେବା ପରେ ଏହାର ପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ। ଦୋକାନ ବଜାର ବନ୍ଦ ରହିବା ସହ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏପରିକି ଦୁଇ ଚକିଆ ଯାନକୁ...

ଲକ୍‌ଡାଉନ୍‌ର ଫାଇଦା ଉଠାଉଛନ୍ତି ବ୍ୟବସାୟୀ: ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼

ବରଗଡ଼ ଅଫିସ,୨୫।୩: ମହାମାରୀ କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ମଙ୍ଗଳବାର ମଧ୍ୟରାତ୍ରିରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ କଟକଣା ଲାଗୁ କରାଯାଇଛି। ୨୧ଦିନ ପାଇଁ ହୋଇଥିବା ଏହି କଟକଣାରୁ ଫଳ, ତେଜରାତି, ଔଷଧ, ପନିପରିବା, ମାଛ, ମାଂସ, ଅଣ୍ଡା ଆଦି ଅତ୍ୟାବଶ୍ୟକ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ପାଟଣା ବିଧାୟକ ଜଗନ୍ନାଥ ନାୟକ

ପାଟଣା,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ଯୁବ ବିଧାୟକ ଜଗନ୍ନାଥ ନାଏକ ବୁଧବାର ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ପାଇଁ ଭୁବନେଶ୍ୱର ବିଧାନସଭା ସେକ୍ରେଟାରୀ ଦାଶରଥୀ ଶତପଥୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ ମାସର ଦରମା ଚେକ୍‌...

ଦେଶରେ ପ୍ରଥମ ଖବରଦାତା କରୋନାରେ ହେଲେ ସଂକ୍ରମିତ

ଭୋପାଳ,୨୫।୩: ମଧ୍ୟପ୍ରଦେଶ ଭୋପାଳରେ ବୁଧବାର କରୋନା ଭାଇରସ୍‌ ସଂକ୍ରମଣର ଦ୍ୱିତୀୟ ମାମଲା ସାମ୍ନାକୁ ଆସିଛି। ଉକ୍ତ ସଂକ୍ରମିତ ରୋଗୀ ହେଉଛନ୍ତି ଜଣେ ଖବରଦାତା। ତେବେ ଭାରତରେ କରୋନା ଭାଇରସ୍‌ରେ ଜଣେ ଖବରଦାତା ସଂକ୍ରମିତ ହୋଇଥିବା ଘଟଣା ହେଉଛି ପ୍ରଥମ। ଯେଉଁ...

କଳକାରଖାନା ଉପରେ କଟକଣା ନାହିଁ

ସମ୍ବଲପୁର, ୨୫।୩ (ବ୍ୟୁରୋ)- କେନ୍ଦ୍ର ସରକାର ଲକ୍‌ ଡାଉନ ୨୧ ଦିନ ବୃଦ୍ଧି କରିଥିବା ବେଳେ ରାଜ୍ୟ ସରକାର ମଧ୍ୟ ଏହାକୁ ସମର୍ଥନ କରିଛନ୍ତି । ଦୋକାନ, ବଜାର, ଅଫିସ ବନ୍ଦ ରହିବା ସହ ରାସ୍ତା ଘାଟ ଶୂନଶାନ ହୋଇପଡିଛି...

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ଲକ୍ଷ ଦେଲା ଓଟିଡିସି

ଭୁବନେଶ୍ୱର, ୨୫।୩(ବ୍ୟୁରୋ): କରୋନା(କୋଭିଡ୍‌-୧୯)ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ଓଟିଡିସି ସହଯୋଗ କରିଛି। ଓଟିଡିସି ସିଏମ୍‌ଆର୍‌ଏଫ୍‌ ପାଣ୍ଠିକୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛି। ଏହି ଟଙ୍କା ବୁଧବାର ମନି ଟ୍ରାନ୍ସଫର ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ...

କରୋନା ସ୍ଥିତିରେ ସୁଧାର ଆସିବା ପରେ ଚାଇନାରେ ପୁଣି ଖୋଲିଲା ଫିଲ୍ମ ହଲ୍‌, ରିଲିଜ୍‌ ହେବ ପୁରୁଣା ହିଟ୍‌ ଫିଲ୍ମ

ବେଜିଂ: କରୋନା ଭାଇରସ୍‌ ଚାଇନାର ମନୋରଞ୍ଜନ ଇଣ୍ଡଷ୍ଟ୍ରି ଉପରେ ପ୍ରଭାବ ପକାଇଥିଲା। ଫଳରେ ଫିଲ୍ମ ହଲ୍‌ଗୁଡ଼ିକ ବନ୍ଦ କରି ଦିଆଯାଇଥିଲା। ଏବେ ସ୍ଥିତିରେ ସୁଧାର ଆସିଥିବାରୁ ଚାଇନାର ପ୍ରାୟ ୬୦୦ରୁ ୭୦୦ ଫିଲ୍ମ ହଲ୍‌ ପୁଣି ଆରମ୍ଭ ହୋଇଛି। ଏମିତିରେ...

ଉତ୍ତରପ୍ରଦେଶ ପରେ ବିହାର ସରକାରଙ୍କ ଘୋଷଣା: ସମସ୍ତ ରାଶନକାର୍ଡଧାରୀଙ୍କୁ ମିଳିବ ହଜାରେ ଲେଖାଏଁ ସହାୟତା ରାଶି

ପାଟନା,୨୫।୩: ମହାମାରୀ କରୋନା ଭାଇରସ୍‌ ସାରା ଦେଶରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏବେ ବେଲଗାମ ହୋଇପଡ଼ିଛି। ଏହି ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ୨୧ଦିନ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ଅଧିକାଂଶ ଲୋକ...

ବଜାରରେ ପୋଲିସ ପହରା: ରାସ୍ତାରେ ବୁଲିଲେ ଉଠାଇ ନେବାକୁ ଲୋକଙ୍କୁ ତାଗିଦ

ସାକ୍ଷୀଗୋପାଳ, ୨୫।୩(ଡି.ଏନ୍‌.ଏ.): କରୋନା କଟକଣା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ପୁରୀ ଜିଲା ସାକ୍ଷୀଗୋପାଳ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନରେ ଭିଡ଼ ନ ଲଗାଇବାକୁ ପରାମର୍ଶ ଦିଆଯାଇଛି। ରାସ୍ତାରେ ବୁଲୁଥିବା ଓ...

କଟକର ୩ ଶିକ୍ଷାନୁଷ୍ଠାନ ହଷ୍ଟେଲରେ ହେବ କ୍ୱାରାଣ୍ଟାଇନ ସେଣ୍ଟର

କଟକ ଅଫିସ, ୨୫।୩: କରୋନା(କୋଭିଡ୍‌-୧୯)କୁ ଦୃଷ୍ଟିରେ ରଖି କଟକ ସହରର ବିଭିନ୍ନ ସ୍ଥାନରେ କ୍ୱାରାଣ୍ଟାଇନ ସେଣ୍ଟର ଖୋଲାଯାଉଛି। କଟକର ୩ ଶିକ୍ଷାନୁଷ୍ଠାନ ହଷ୍ଟେଲରେ କ୍ୱାରାଣ୍ଟାଇନ ସେଣ୍ଟର ଖୋଲିବାକୁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ସେଗୁଡ଼ିକ ହେଲା ଭୁବନାନନ୍ଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri