କରୋନା ଭାଇରସ୍‌

ପୃଥିବୀର ୨୩୦ କୋଟିରୁ ଅଧିକ ଲୋକ ଘରେ ବନ୍ଦ: ୧୩୦ କୋଟି ଭାରତୀୟ ବି ସାମିଲ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୫।୩: କରୋନା ସଂକ୍ରମଣ ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏଥିରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ସୃଷ୍ଟି ଉପରେ ଲୋକଙ୍କୁ ପରାମର୍ଶ ଦିଆଯାଉଛି। ଏହାକୁ ଦୃଷ୍ଟିରେ ରଖି ୧୦ଟି ଦେଶରେ କର୍ଫ୍ୟୁ ଜାରି ହୋଇଥିବାବେଳେ ୩୫ ଦେଶରେ ଲକ୍‌...

ଗାଁକୁ କ୍ୱାରାଣ୍ଟାଇନ୍‌ କଲେ ଗ୍ରାମବାସୀ

ଲୁଧିଆନା,୨୫।୩: କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ପଞ୍ଜାବର ଏକ ଗାଁକୁ ଗ୍ରାମବାସୀ କ୍ୱାରାଣ୍ଟାଇନ୍‌ କରିଛନ୍ତି। ସ୍ଥାନୀୟ ନାଭା ଅଞ୍ଚଳରେ ଥିବା ଅଗେତା ଗାଁକୁ ଅନ୍ୟ ଗାଁଠାରୁ ଅଲଗା କରି ରଖିବାକୁ ଗ୍ରାମବାସୀମାନେ ଉଦ୍ୟମ ଆରମ୍ଭ କରିଛନ୍ତି। ଜନତା କର୍ଫ୍ୟୁ...

କେରଳରେ ସର୍ବାଧିକ କରୋନା ସଂକ୍ରମିତ: ଦ୍ୱିତୀୟ ସ୍ଥାନରେ ମହାରାଷ୍ଟ୍ର

ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ପୂର୍ବରୁ କରୋନା ସଂକ୍ରମଣ ଘଟଣାରେ ମହାରାଷ୍ଟ୍ର ଏକ ନମ୍ବର ସ୍ଥାନରେ ଥିବାବେଳେ ଏବେ ଏହା ଦ୍ୱିତୀୟ...

କରୋନାରୁ ଦୂରେଇ ରହିବା ଲାଗି ହାତ ଧୋଉଧୋଉ ହୋଇ ବି ପାରେ ଜଳସଙ୍କଟ !

ଓ୍ବାଶିଂଟନ,୨୫।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞ ବିଭିନ୍ନ ଉପାୟ ସମ୍ପର୍କରେ ପରାମର୍ଶ ଦେଉଛନ୍ତି। ସେଥିମଧ୍ୟରୁ ମାସ୍କ୍‌ର ବ୍ୟବହାର କରିବା, ନିୟମିତ ଭାବେ ନିର୍ଦ୍ଧିଷ୍ଟ ସମୟ ବ୍ୟବଧାନରେ ହାତ ଧୋଇବା ଏବଂ ଆଖି, ନାକ, ପାଟିକୁ ବାରମ୍ବାର...

ଭାରତରେ ୫୬୮ କରୋନା ସଂକ୍ରମିତ: ମୃତ୍ୟୁ ସଂଖ୍ୟା ୧୧; ଲକ୍‌ ଡାଉନ୍‌ର ଉଲ୍ଲଂଘନ କଲେ ଗୁଳି କରିବାକୁ ଦିଆଯିବ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣ ସାରା ପୃଥିବୀରେ କୋକୁଆ ଭୟ ସୃଷ୍ଟି କରିଛି। ଭାରତରେ ଅବସ୍ଥା ଧୀରେଧୀରେ ସଙ୍କଟଜନକ ହେବାରେ ଲାଗିଛି। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୬୮ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା ୧୧ ଛୁଇଁଛି। ବୁଧବାର ତାମିଲନାଡୁର ମଦୁରାଇରେ ଜଣେ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତାର ସୁଅ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଜନପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି(ସିଏମ୍‌ଆରଏଫ୍‌)କୁ ସହାୟତା କରିବା ଲାଗି ଅନୁରୋଧ କରିଥିଲେ। ସ୍ବୟଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜ ୩ ମାସର ଦରମା କରୋନା ମୁକାବିଲା ପାଇଁ ଦାନ କରିଥିଲେ।...

ପ୍ରସ୍ତୁତି ଲାଗି ଯଥେଷ୍ଟ ସମୟ ଥିଲା

ନୂଆଦିଲ୍ଲୀ,୨୫ା୩: ଭାରତରେ ଏବେ ଚାରିଆଡ଼େ ଭୟ ଓ ଆତଙ୍କର ପରିବେଶ। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ଭାଇରସ୍‌ରେ ୫୧୧ ଆକ୍ରାନ୍ତ ହେବା ପରେ ଯୁଦ୍ଧକାଳୀନ ଭିତ୍ତିରେ ସବୁ ଚାଲିଛି। ହେଲେ ବହୁ ଆଗରୁ ଏସବୁ ହୋଇପାରିଥାନ୍ତା। ପ୍ରସ୍ତୁତି...

ସିଲ୍‌ ହେଲା ହୋଟେଲ ଦେବଭୂମି

ପୁରୀ ଅଫିସ,୨୫ା୩: କରୋନା ଭାଇରସ୍‌ର ଭୟାବହତାକୁ ଦେଖି ରାଜ୍ୟ ସରକାର ସବୁ ଜିଲାକୁ ଲକ୍‌ଡାଉନ ଘୋଷଣା କରିଛନ୍ତି। ଲକ୍‌ଡାଉନ ବେଳେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି ହେଉଥିବା ଦୋକାନ ଖୋଲିବା ପାଇଁ ଅନୁମତି ରହିଛି। କିନ୍ତୁ ଏହି ନିୟମକୁ ନ...

‘ନକାରାତ୍ମକତାର ମୁକାବିଲା ଜରୁରୀ’

ନୂଆଦିଲ୍ଲୀ,୨୫ା୩(ପି.ଟି.): ଘାତକ କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶରେ ନୈରାଶ୍ୟବାଦ ଓ ନକାରାମତ୍କତାର ମୁକାବିଲା ଜରୁରୀ। ଗୁଜବ ପ୍ରସାର ନ ହେବା ଦିଗରେ ମଧ୍ୟ ଗଣମାଧ୍ୟମ ବିଶେଷ ଦୃଷ୍ଟି ଦେବା ଆବଶ୍ୟକ ବୋଲି ମଙ୍ଗଳବାର ବରିଷ୍ଠ ଖବରଦାତାମାନଙ୍କୁ ପରାମର୍ଶ ଦେଇଛନ୍ତି...

ବିଶ୍ୱରେ ୧୭,୨୫୦ କରୋନା ମୃତ୍ୟୁ

ନୂଆଦିଲ୍ଲୀ୨୫ା୩: ବିଶ୍ୱବ୍ୟାପୀ କରୋନା ମୃତ୍ୟୁସଂଖ୍ୟା ମଙ୍ଗଳବାର ୧୭, ୨୫୦ରେ ପହଞ୍ଚିଛି। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ୩୯୬,୨୩୬ ଛୁଇଁଛି। ଚାରିଆଡ଼େ ଲୋକଙ୍କ ମନରେ ଭୟର ବାତାବରଣ। ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ସତ୍ତ୍ୱେ ଏହି ଭୂତାଣୁ ମୁଣ୍ଡ ଗଡ଼ାଇଚାଲିଛି। ଚାଇନା ପରେ...

ପୁରା ଦେଶ ଲକ୍‌ଡାଉନ୍‌

ନୂଆଦିଲ୍ଲୀ,୨୪ା୩(ପି.ଟି.)- ଘାତକ କରୋନା ଭୂତାଣୁର ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଛି। ଏହାକୁ ରୋକିବା ପାଇଁ ଦେଶବ୍ୟାପୀ ୩ ସପ୍ତାହ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରାଯିବ। ମଙ୍ଗଳବାର ମଧ୍ୟରାତ୍ରିରୁ ଏହି କଟକଣା ଲାଗୁ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ନ ରହିବାରୁ ଥାନାରେ ମାମଲା

ହିଞ୍ଜିଳିକାଟୁ,୨୪ା୩(ଡି.ଏନ୍‌.ଏ.)- ରାଜ୍ୟ ସରକାର କରୋନାକୁ ନେଇ ଗାଇଡ୍‌ଲାଇନ ଜାରି କରିଛନ୍ତି। ଏହାକୁ ଅବମାନନା କରିବା ଅଭିଯୋଗରେ ଜଣେ ବିଦେଶ ଫେରନ୍ତା ଯୁବକଙ୍କ ବିରୋଧରେ ହିଞ୍ଜିଳିକାଟୁ ତହସିଲଦାର ମଙ୍ଗଳବାର ଥାନାରେ ଅଭିଯୋଗ କରିଛନ୍ତି। ନଂ.୯୮/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri