କରୋନା ଭାଇରସ୍‌

କରୋନା ବିରୋଧୀ ଲଢେଇ: ଜୁନ ୩୦ ଯାଏ ବଢିଲା ଆଇଟି ରିଟର୍ନ ଅବଧି, ବିନା ଚାର୍ଜରେ ବ୍ୟବହାର କରିହେବ ବିଭିନ୍ନ ଏଟିଏମ୍‌

ନୂଆଦିଲ୍ଲୀ,୨୪-୩: କରୋନା ପ୍ରତିରୋଧ ଲାଗି ଏବେ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏଥିଲାଗି ଦେଶର ଅର୍ଥ ବ୍ୟବସ୍ଥା ଗଭୀର ଭାବେ ପ୍ରଭାବିତ ହେଉଛି। କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସୁଧାରିବା ଲାଗି କେନ୍ଦ୍ର ସରକାର ଶୀଘ୍ର ଏକ ଆର୍ଥତ୍କ ପ୍ୟାକେଜ ଆଣିବେ…

ଆଇସୋଲେଶନରେ ମ୍ୟାକ୍‌କ୍ୟାର୍ଥି

ଲଣ୍ଡନ,୨୪ା୩(ଏଏଫ୍‌ପି)-ଆୟର୍ଲାଣ୍ଡ ଫୁଟ୍‌ବଲ ମ୍ୟାନେଜର ମିକ୍‌ ମ୍ୟାକ୍‌କ୍ୟାର୍ଥି ଓ ତାଙ୍କ ସ୍ତ୍ରୀ ଫିଓନା ବ୍ରୋମ୍‌ଲିସ୍ଥିତ ନିଜ ବାସଭବନରେ ସେଲ୍‌ଫ ଆଇସୋଲେଶନରେ ଅଛନ୍ତି। ୬୧ବର୍ଷୀୟ ମ୍ୟାକ୍‌କ୍ୟାର୍ଥି କହିଛନ୍ତି ତାଙ୍କର ଦୁଇ ପଡୋଶୀ ପୀଡ଼ିତ ଥିବା କଣାପଡ଼ିବା ପରେ ସେ ଓ ତାଙ୍କ ସ୍ତ୍ରୀ ସେଲ୍‌ଫ…

ତୁର୍କୀ ଫୁଟ୍‌ବଲ ଆଇକନ୍‌ ଟରିମ୍‌ କରୋନା ଭାଇରସ୍‌ରେ ସଂକ୍ରମିତ

ଇସ୍ତାନବୁଲ୍‌, ୨୪ା୩ (ଏଏଫ୍‌ପି)-ତୁର୍କୀ ଫୁଟ୍‌ବଲ ଆଇକନ୍‌ ଟରିମ୍‌ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ବର୍ତ୍ତମାନ ସେ ଇସ୍ତାନବୁଲ୍‌ର ବଡ଼ ଫୁଟ୍‌ବଲ କ୍ଲବ ଗାଲାଟାସାରେର ମ୍ୟାନେଜର ଅଛନ୍ତି। ମଙ୍ଗଳବାର କୋଭିଡ୍‌-୧୯ ପାଇଁ ହୋଇଥିବା ଟେଷ୍ଟରେ ଟରିମ୍‌ଙ୍କର ପଜିଟିଭ ଆସିଥିଲା। ତାଙ୍କୁ ହ୍ପିଟାଲରେ ଭର୍ତ୍ତି…

କରୋନା ଭୟ: ବିଦେଶୀ ପର୍ଯ୍ୟଟକ ଦେଖି ପାଟିତୁଣ୍ଡ କଲେ ଲୋକେ, ଜଙ୍ଗଲରୁ ଉଦ୍ଧାର

ଠାକୁରମୁଣ୍ଡା,୨୪ା୩(ଡ଼ି.ଏନ୍‌.ଏ.)- ଇସ୍ରାଏଲରୁ ଭ୍ରମଣ ଉଦ୍ଦେଶ୍ୟରେ ଆସିଥିବା ଜଣେ ପର୍ଯ୍ୟଟକଙ୍କୁ ମଙ୍ଗଳବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରୁ ପୋଲିସ ଉଦ୍ଧାର କରିଛି। ସେ ଏକ ବାଇକ୍‌ରେ କେତେକ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ବାନ୍ଧି ଠାକୁରମୁଣ୍ଡା-ଉଦଳା ରାସ୍ତା ଦେଇ ଯାଉଥିବା ବେଳେ ପତ୍ରପଡା ନିକଟରେ…

ବର୍ଷେ ଘୁଞ୍ଚିଲା ଟୋକିଓ ଅଲିମ୍ପିକ୍ସ

ଲାଉସାନେ,୨୪।୩(ଏଏଫ୍‌ପି)- କୋଭିଡ -୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଶ୍ୱର ସର୍ବଶ୍ରେଷ୍ଠ କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। କରୋନା ଭାଇରସ୍‌ ସାରା ବିଶ୍ୱରେ ମହାମାରୀରେ ପରିଣତ ହୋଇଥିବାରୁ ଅଲିମ୍ପିକ୍ସକୁ ବର୍ଷେ ଘୁଞ୍ଚାଇ ଦିଆଯାଇଛି ବୋଲି ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି…

ସବୁ ଥଣ୍ଡାଜ୍ୱର କୋଭିଡ-୧୯ ନୁହେଁ, ଡାକ୍ତରଖାନା ନିଜେ ନ ଆସି ୧୦୪କୁ ଫୋନ୍‌ କରନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ସବୁ ଥଣ୍ଡାଜ୍ୱର କୋଭିଡ-୧୯ ନୁହେଁ। ଯଦି ଥଣ୍ଡା ଜ୍ୱର ସହ ନିଃଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ହେଉଥାଏ ତେବେ ଯାଇ ୧୦୪କୁ କଲ୍‌ କରନ୍ତୁ। ସେଠାରେ ଉପସ୍ଥିତ କର୍ମଚାରୀଙ୍କୁ ନିଜ ବିଷୟରେ ସମସ୍ତ ତଥ୍ୟ ଦିଅନ୍ତୁ। କଥା ହେବା ମଧ୍ୟରେ ସ୍ବାସ୍ଥ୍ୟାବସ୍ଥା…

କରୋନାକୁ ମେ’ ୧୫ ସୁଦ୍ଧା ରୋକାଯିବା ଆବଶ୍ୟକ, ନଚେତ ପରିସ୍ଥିତିକୁ ସମ୍ଭାଳିପାରିବେ ନାହିଁ ସରକାର

ଭୁବନେଶ୍ୱର,୨୪।୩(ବ୍ୟୁରୋ): ବୟସ୍କ ବ୍ୟକ୍ତିଙ୍କ କ୍ଷେତ୍ରରେ କରୋନା ସଂକ୍ରମଣର ସବୁଠାରୁ ବଡ଼ ବିପଦ ରହିଛି। ଏହା ବ୍ୟତୀତ ଅନ୍ୟ ରୋଗ ଯଥା ଡାଇବେଟିସ, ହୃଦରୋଗ, କ୍ୟାନ୍‌ସର, ଶ୍ୱାସଜନିତ ରୋଗ, ରକ୍ତ ଚାପରେ ପୀଡ଼ିତ ବ୍ୟକ୍ତିଙ୍କୁ କରୋନା ସଂକ୍ରମଣର ଆଶଙ୍କା ରହିଛି। ବର୍ତ୍ତମାନ ଦେଶରେ…

ରାସ୍ତାରେ କରୋନା ଆପଣଙ୍କୁ ଖୋଜୁଛି, ଘରେ ରୁହନ୍ତୁ; ଜୀବନଶୈଳୀ ପରିବର୍ତ୍ତନ ପାଇଁ ପ୍ରସ୍ତୁତ ହୁଅନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଗତ ୩ ଦିନ ଜନତା କର୍ଫ୍ୟୁ ଏବଂ ଲକ୍‌ଡାଉନ୍‌କୁ ନେଇ ଜନଜୀବନ ଅସ୍ଥିର ହୋଇପଡ଼ିଛି। ମଙ୍ଗଳବାର ଲକ୍‌ଡାଉନ୍‌ର ୨ୟ ଦିନ। ଆସନ୍ତା ୨୯ ତାରିଖ ଯାଏ ଏହା ଚାଲିବ। ତେବେ ଏହାଦ୍ୱାରା ଅର୍ଥନୈତିକ ପ୍ରଭାବ ବିରାଟ ଆକାରରେ ପ୍ରଭାବ। ହେଲେ…

ଆଗକୁ ବିସ୍ଫୋରକ ସ୍ଥିତି ଆସୁଛି, ସଚେତନ ନ ହେଲେ ମେ’ ଶେଷ ସୁଦ୍ଧା ୧୦ ଲକ୍ଷ ଛୁଇଁପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ବାଗ୍‌ଚୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆଜିଠାରୁ ମାତ୍ର ୪ ମାସ ତଳେ ଚାଇନାର ଉହାନରେ ପ୍ରଥମେ କରୋନା ଭୂତାଣୁ ଚିହ୍ନଟ କରାଯାଇଥିଲା। ଏବେ ଏହା ସାରା ବିଶ୍ୱରେ ଏହି ମହାମାରୀ କାୟା ବିସ୍ତାର କରିବାରେ ଲାଗିଛି। ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୩,୮୧,୭୬୧ ଛୁଇଁଛି। ଭାରତରେ…

ଓଡ଼ିଶାରୁ ୧୧୦ ନମୂନା, ୨ ପଜିଟିଭ୍‌; ୩୮୬୧ଜଣ ବିଦେଶ ଫେରନ୍ତା ପଞ୍ଜିକୃତ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ସ୍ବାସ୍ଥ୍ୟବିଭାଗର ସୂଚନା ମୁତାବକ ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟରୁ ମୋଟ ୧୧୦ଟି ନମୂନା ପରୀକ୍ଷଣ ପାଇଁ ପଠାଯାଇଛି। ସେଥିରୁ ପୂର୍ବବତ ୨ଟି ନମୂନା ପଜିଟିଭ ଚିହ୍ନଟ ହୋଇଛି। ଉଭୟ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେହିଭଳି ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା…

ଲକ୍‌ଡାଉନ୍‌ ନିୟମ ନମାନିବାରୁ ଦଣ୍ଡ: ଖୋର୍ଦ୍ଧାରେ ୩୬ ଗାଡ଼ି ଜବତ

ଖୋର୍ଦ୍ଧା ଅଫିସ,୨୪।୩: କୋଭିଡ-୧୯ ସହ ମୁକାବିଲା ନିମନ୍ତେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ଜିଲାକୁ ସମ୍ପୂର୍ଣ୍ଣ ତାଲା ବନ୍ଦ ବା ଲକ୍‌ଡାଉନ୍‌ କରିବାକୁ ଘୋଷଣା କରାଯାଇଛି। ତେବେ ଏହି ଲକ୍‌ଡାଉନ୍‌ ନିୟମ ଭାଙ୍ଗି ଖୋର୍ଦ୍ଧାରେ ୩୬…

ସ୍ବାସ୍ଥ୍ୟକର୍ମୀଙ୍କୁ ପାସ୍‌ ଅନାବଶ୍ୟକ: ପରିଚୟପତ୍ର ଦେଖାଇ ହସ୍ପିଟାଲ ଯାଇପାରିବେ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ଲାଗି କରାଯାଇଥିବା ଲକ୍‌ଡାଉନ୍‌ ସମୟରେ ଗାଡ଼ିମୋଟର ଯାତାୟାତ ଉପରେ କଟକଣା ଲଗାଯାଇଛି। ନିହାତି ଯିବାର ଆବଶ୍ୟକତା ଥିବା ବ୍ୟକ୍ତିଙ୍କୁ ପାସ୍‌ ଦିଆଯିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଥିଲେ। ହେଲେ ଏହି ପାସ୍‌ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri