ରାଜ୍ୟରେ ହଟିଲା ରାତ୍ରିକାଳୀନ କର୍ଫ୍ୟୁ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ରାଜ୍ୟରେ କରୋନା ପ୍ରକୋପ ଧିରେ ଧିରେ କମିବାରେ ଲାଗିଛି। ଦୀର୍ଘ ଦିନ ପରେ ଓଡ଼ିଶାରେ କରୋନା ଗ୍ରାଫ୍ ତଳକୁ ଖସିଛି। କରୋନା ପ୍ରକୋପ କମିବାରୁ ରାଜ୍ୟ ସରକାର ପୂର୍ବରୁ ଲାଗିଥିବା କେତେକ କଟକଣାକୁ କୋହଳ କରିଛନ୍ତି। ଇତିମଧ୍ୟରେ ଶୁକ୍ରବାର ରାଜ୍ୟର…
ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୯୭୬କୁ ବୃଦ୍ଧି
ଭୁବନେଶ୍ୱର,୧୮ା୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିଲେ ହେଁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି। ଶୁକ୍ରବାର ଆଉ ୧୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ…
ହିମାଚଳରେ ଖୋଲିଲା ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର
ଶିମଲା,୧୮।୨: ହିମାଚଳ ପ୍ରଦେଶରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଖୋଲିଛି। ପୂର୍ବରୁ ରାଜ୍ୟରେ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଖୋଲିଥିଲା। ଦୀର୍ଘ ଦିନ ପରେ ଗୁରୁବାର ସ୍କୁଲ ଖୋଲିବା ନେଇ ଛାତ୍ରୀଛାତ୍ରମାନେ ଖୁସି…
ଆଜି ରାଜ୍ୟରୁ ୬୭୧ ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୧୮ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୬୭୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୧,୪୫୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୯୩ ଜଣ ଚିହ୍ନଟ ହୋଇଥିବା…
ଦ୍ୱିତୀୟ ସ୍ଥାନକୁ ଖସିଲା ଖୋର୍ଦ୍ଧା
ଭୁବନେଶ୍ୱର, ୧୭।୨ (ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବା ସହ ନିୟନ୍ତ୍ରଣକୁ ଆସୁଛି। ଏଥିସହ ଦୈନିକ ସଂକ୍ରମଣରେ ସବୁବେଳେ ଶୀର୍ଷରେ ରହୁଥିବା ଖୋର୍ଦ୍ଧା ଜିଲା ଦୀର୍ଘଦିନ ପରେ ଏବେ ଦ୍ୱିତୀୟ ସ୍ଥାନକୁ ଆସିଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ…
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮୮୬ ପଜିଟିଭ୍
ଭୁବନେଶ୍ୱର,୧୭।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୮୬ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୬୯ ପିଲା ଅଛନ୍ତି। ସେହିପରି ୫୧୬ ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୩୭୦ ଲୋକାଲ କେସ ରହିଛି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ ୧,୦୯୦ଜଣ…
ଦିନେ କମିଲେ ପୁଣି ବଢୁଛି…
ନୂଆଦିଲ୍ଲୀ, ୧୭।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି…
କୋଭିଡ୍ କଟକଣା କୋହଳ କର: କେନ୍ଦ୍ର
ନୂଆଦିଲ୍ଳୀ, ୧୭।୨: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। କିଛି ରାଜ୍ୟରେ ସଂକ୍ରମଣ ନିୟନ୍ତ୍ରଣରେ ଥିଲାବେଳେ କେତେକ ରାଜ୍ୟରେ ମାମଲାରେ ସାମାନ୍ୟ ବୃଦ୍ଧି ପରିଲକ୍ଷିତ ହେଉଛି। ତେବେ ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି କରୋନା କଟକଣା କୋହଳ କରିବା ପାଇଁ ବୁଧବାର…
ଆସିଲାଣି ଡେଲ୍ଟାକ୍ରନ୍, ଡବ୍ଲ୍ୟୁଏଚ୍ଓର ଚେତାବନୀ…
ଜେନେଭା/ନୂଆଦିଲ୍ଲୀ, ୧୬।୨ : ଦେଶରେ କୋଭିଡ -୧୯ ମହାମାରୀ ସଂକ୍ରମଣ ହେବାର ଦୁଇ ବର୍ଷରୁ ଅଧିକ ସମୟ ବିତିଗଲାଣି। ଭାରତର ଦ୍ୱିତୀୟ ଲହରରେ ଡେଲ୍ଟା ମୁଖ୍ୟ ଷ୍ଟ୍ରେନ ଥିଲା। ତେଣୁ ବର୍ତ୍ତମାନ ଓମିକ୍ରନ ଏହାକୁ ପଛରେ ପକାଇ ସବୁଠାରୁ ସଂକ୍ରାମକ ଷ୍ଟ୍ରେନ…
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮୫୨ ପଜିଟିଭ୍
ଭୁବନେଶ୍ୱର,୧୬।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୫୨ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୮୧ ଜଣ ପିଲା ଅଛନ୍ତି। ୪୯୫ ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୩୫୭ ଲୋକାଲ କେସ ରହିଛି। ଏ ନେଇ ରାଜ୍ୟ ସୂଚନା…
ଥମୁଛି କରୋନା, ଭିଡ଼କୁ ଭୟ…
ନୂଆଦିଲ୍ଲୀ, ୧୬।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି…
ଆଜି ଆଉ ୧୯ ଜଣଙ୍କ ଜୀବନ ନେଇଛି କରୋନା
ଭୁବନେଶ୍ୱର,୧୬।୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି। ଆଜି ଆଉ ୧୯ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁସଂଖ୍ୟା ୮,୯୪୫କୁ…
Archives


