କରୋନା ଭାଇରସ୍‌

ପରିବାରର ନାମରେ ଶପଥ କରନ୍ତୁ,ଜରୁରୀ କାମ ନ ଥିଲେ ଘରୁ ବାହାରିବେ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୧୪ ଜିଲାକୁ ସମ୍ପୂର୍ଣ୍ଣ ତାଲାବନ୍ଦ ବା ଲକ୍‌ଡାଉନ୍‌ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହାସତ୍ତ୍ୱେ କିଛି ଲୋକେ ଏହାର ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳୁଛି। ଏପରିସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ…

ବେଲଗାମ ହେଉଛି କରୋନା: ପାକିସ୍ତାନରେ ସଂକ୍ରମିତଙ୍କ ସଂଖ୍ୟା ୯୦୦ରୁ ଊର୍ଦ୍ଧ୍ୱ, ପାସେଞ୍ଜର ଟ୍ରେନ୍‌ ବାତିଲ୍‌

ଇସ୍‌ଲାମାବାଦ,୨୪।୩: ସାରା ବିଶ୍ୱରେ ମହାମାରୀ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ଦିନକୁ ଦିନ ବେଲଗାମ ହେଉଥିବା କରୋନା ଭାଇରସ୍‌ ଭାରତର ପଡୋଶୀ ଦେଶ ପାକିସ୍ତାନରେ ନିଜର ପ୍ରକୋପ ଜାରି ରଖିଛି। ମଙ୍ଗଳବାର ସୁଦ୍ଧା ପାକିସ୍ତାନରେ କରୋନା ଭାଇରସ୍‌ରେ ସଂକ୍ରମିତଙ୍କ ସଂଖ୍ୟା…

ଲକଡାଉନକୁ ନ ମାନି ବିବାହ ପାର୍ଟିରେ ଏକତ୍ରିତ: ୩ ଗିରଫ

କଣ୍ଟାପଡା,୨୪।୩(ଡି.ଏନ୍‌.ଏ.)- କରୋନା ପାଇଁ ସାରା ଓଡ଼ିଶା ଲକଡାଉନ ହୋଇଥିବାବେଳେ ଏହାକୁ ନ ମାନି ଏକ ବିବାହ ଉତ୍ସବରେ ଯୋଗ ଦେଇଥିବା ଅଭିଯୋଗରେ କଟକସଦର ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଏହି ଥାନାସ୍ଥିତ କାଜିପାଟଣା ଗ୍ରାମର ଇମରାନ ଖାଁ(୨୦), ଇରଫାନ…

କରୋନାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା

ମୁମ୍ବାଇ,୨୪।୩: ଦେଶରେ କରୋନା ପ୍ରକୋପ ଥମିବାର ନାଁ ନେଉନି। ଦିନକୁ ଦିନ ମହାରାଷ୍ଟ୍ରରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ସେଠାରେ କରୋନା ଭାଇରସ୍‌ରେ ସଂକ୍ରମିତଙ୍କ ସଂଖ୍ୟା ଏପର୍ଯ୍ୟନ୍ତ ୧୦୬ ହୋଇଥିବା ବେଳେ ଏଥିରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି।…

ଖାଉଟି ବଣ୍ଟନକେନ୍ଦ୍ରକୁ ଆସିବେନି ହିତାଧିକାରୀ: ଘରେ ପହଞ୍ଚିବ ଭତ୍ତା, ଗହମ, ଚାଉଳ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ଭୂତାଣୁର ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସାମାଜିକ ନିରାପତ୍ତା ଯୋଜନାରେ ଥିବା ସମସ୍ତ ହିତାଧିକାରୀଙ୍କୁ ଭତ୍ତା, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ଖାଦ୍ୟଶଷ୍ୟ ସେମାନଙ୍କ ଘରେ ପହଞ୍ଚାଇ ଦିଆଯିବ।…

କରୋନା ଭୟ: ଗୃହପାଳିତ ପ୍ରାଣୀଙ୍କୁ ଘରୁ ବାହାର ନ କରିଦେବାକୁ ଅନୁରୋଧ କଲେ ଅନୁଷ୍କା

ମୁମ୍ବାଇ: କରୋନା ଭାଇରସର ସଂକ୍ରମଣ ଧୀରେ ଧୀରେ ବ୍ୟାପିବାରେ ଲାଗିଥିବା ବେଳେ ଏବେ ଦେଶରେ ଏହା ୫ଶହ ଅତିକ୍ରମ କରିଛି। ସେହିପରି କରୋନାରେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ଲୋକେ ଭୟଭୀତ ହୋଇଯାଇଥିବା ବେଳେ ସେମାନଙ୍କ…

ଅନିଶ୍ଚିତକାଳ ପାଇଁ ମଣିପୁରରେ କର୍ଫ୍ୟୁ

ଇମ୍ଫାଲ,୨୪।୩: ମଣିପୁରରେ ଜଣେ ମହିଳା କରୋନା ଭାଇରସ୍‌ରେ ସଂକ୍ରମିତ ହେବା ପରେ ମଙ୍ଗଳବାର ସେଠାରେ ଅନିଶ୍ଚିତକାଳ ପାଇଁ କର୍ଫ୍ୟୁ ଜାରି କରାଯାଇଛି। ରାଜ୍ୟ ସରକାର କରୋନା ସହ ମୁକାବିଲା ଏବଂ ସୁରକ୍ଷା ଦୃଷ୍ଟିରୁ ଆଗୁଆ ରାଜ୍ୟରେ କର୍ଫ୍ୟୁ ଜାରି କରିଥିବା ଜଣାପଡ଼ିଛି।…

ଓଡ଼ଗାଁରେ ଲକ୍‌ଡାଉନ

ଓଡଗାଁ, ୨୪।୩(ସ୍ବ. ପ୍ର.): ନୟାଗଡ ଜିଲା ଓଡଗାଁ ଆଦର୍ଶ ଥାନା ଅଞ୍ଚଳରେ ସୋମବାର ସନ୍ଧ୍ୟାରୁ ଲକ୍‌ଡାଉନ୍‌ ପ୍ରଭାବ ଦେଖିବାକୁ ମିଳିଛି। ସାଧାରଣ ଲୋକେ କରୋନାର ଭୟାବହତାକୁ ଗୁରୁତ୍ୱର ସହିତ ନେଉ ନ ଥିବାରୁ ସ୍ଥାନୀୟ ପ୍ରଶାସନ ଏନେଇ ଚିନ୍ତା ପ୍ରକଟ କରିଥିଲା।…

କରୋନା ପ୍ରଭାବ: ରାଜ୍ୟର ସମସ୍ତ ଆହାର କେନ୍ଦ୍ର, ପାର୍କ ବନ୍ଦ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ଆହାର କେନ୍ଦ୍ରକୁ ମାର୍ଚ୍ଚ ୨୯ ରାତି ୯ଟା ପର୍ଯ୍ୟନ୍ତ ବନ୍ଦ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। କେବଳ ହସ୍ପିଟାଲ ପରିସର କିମ୍ବା ଏହା ନିକଟରେ ଥିବା ଆହାର କେନ୍ଦ୍ରଗୁଡିକ ଖୋଲା ରହିବ।…

ପଞ୍ଜାବ ସରକାରଙ୍କ ଚିନ୍ତା ବଢ଼ାଇଲେ ୯୦ହଜାର ବିଦେଶ ଫେରନ୍ତା

ଚଣ୍ଡିଗଡ଼,୨୪।୩: କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବାକୁ ସାରା ଦେଶ ବିଭିନ୍ନ ଉପାୟରେ ଉଦ୍ୟମ ଚଳାଇଛନ୍ତି। ଏଥିରୁ ବର୍ତ୍ତିବା ପାଇଁ ସମସ୍ତ ରାଜ୍ୟଗୁଡ଼ିକରେ ଲକ୍‌ଡାଉନ୍‌ ବ୍ୟବସ୍ଥା କରାଯାଇଛି। ପୂର୍ବରୁ କରୋନା ଯୋଗୁ ପଞ୍ଜାବରେ ୨୨ଟି ଜିଲାରେ କର୍ଫ୍ୟୁ ଜାରି କରାଯାଇଥିବା ବେଳେ ଏବେ…

କନିକାଙ୍କ ସଂସ୍ପର୍ଶରେ ଆସିଛନ୍ତି ବାପି!

ମୁମ୍ବାଇ: ବଲିଉଡ୍‌ ଗାୟିକା କନିକା କପୁର କରୋନା ଭାଇରସରେ ପୀଡିତ ହେବା ପରେ ତାଙ୍କୁ ନେଇ ଆସୁଛି କିଛି ନା କିଛି ଖବର। ନିକଟରେ ସେ ଲଣ୍ଡନରୁ ଫେରି ଲକ୍ଷ୍ନୌରେ କିଛି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଓ ପରେ ତାଙ୍କ ନିକଟରେ…

କରୋନା ସଚେତନତା ଗୀତ ଗାଇ ପୁଣି ଚର୍ଚ୍ଚାରେ ଦୁଇ ଭାଇ ଶାନ୍ତି, ଜ୍ୟୋତି

ଜୟପୁର, ୨୪।୩(ନି.ପ୍ର.) ‘ମଦ ପିଇବି ନାଇଁ, ନାଇଁ ନାଇଁ ନାଇଁ ପିଇବି ନାଇଁ’ ଦୁରଦର୍ଶନରେ ପ୍ରସାରିତ ହେଉଥିବା ଏହି ଗୀତ ୯୦ ଦଶକରେ ବେଶ୍‌ ଲୋକପ୍ରିୟ ହୋଇଥିଲା। ମଦ ନ ପିଇବାକୁ ଗୀତ ମାଧ୍ୟମରେ କୋରାପୁଟ ଦାମନଯୋଡ଼ି ଅଞ୍ଚଳର ଯାଆଁଳା ଭାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?