କରୋନା ମୁକାବିଲା: ଆଜି ଓଡ଼ିଶାବାସୀଙ୍କୁ ସ୍ବତନ୍ତ୍ର ଉଦ୍ବୋଧନ ଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନା (କୋଭିଡ-୧୯) ବିଶ୍ୱ ପାଇଁ ମହାମାରୀ ଭାବେ ଉଭା ହୋଇଛି। ୟୁରୋପୀୟ ଦେଶଗୁଡିକରେ କରୋନା ଭୂତାଣୁ ତାଣ୍ଡବ ରଚାଇଥିବାବେଳେ ଭାରତରେ ଏହା ଧୀରେ ଧୀରେ ପ୍ରବେଶ କରିବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର...
କରୋନା ପାଇଁ ସମର୍ପିତ ହେଲା ଭାରତର ପ୍ରଥମ ହସ୍ପିଟାଲ
ମୁମ୍ବାଇ,୨୪।୩: କରୋନା ଭାଇରସ ଏବେ ବିଶ୍ୱକୁ ତା’ କବଳକୁ ନେଇ ସାରିଥିବା ବେଳେ ଭାରତ ଏଥିରୁ ବାଦ୍ ପଡିନାହିଁ। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ଶହ ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ମଙ୍ଗଳବାର ସକାଳ...
କରୋନା ଚିକିତ୍ସାରେ ବ୍ୟବହୃତ ହେଉଥିବା ୮ ଔଷଧ
ଓ୍ବାଶିଂଟନ,୨୪।୩: କରୋନା ସଂକ୍ରମିତଙ୍କ ଚିକିତ୍ସା କୌଣସି ଏକ ନିର୍ଦ୍ଦିଷ୍ଟ ଔଷଧରେ ସମ୍ଭବ ହୋଇପାରୁ ନାହିଁ। ଜଣକ ପାଇଁ ସଫଳ ରହିଥିବା ଔଷଧ ଅନ୍ୟ ଜଣେ ସଂକ୍ରମିତଙ୍କଠାରେ ବିଫଳ ରହୁଛି। ସମ୍ପ୍ରତି କରୋନା ସଂକ୍ରମିତଙ୍କ ପାଇଁ ଆଣ୍ଟିଭାଇରାଲ, ଆଣ୍ଟିବଡ଼ିଜ୍ ଏବଂ ଆଣ୍ଟି-ଇନଫ୍ଲାମାଟୋରୀ...
କରୋନା ଭାଇରସ୍ ସଂକ୍ରମଣରୁ ବୃଦ୍ଧ, ଶିଶୁଙ୍କୁ କିଭଳି ରକ୍ଷା କରିବେ
ମହାମାରୀ କରୋନା ଭାଇରସ୍ ସାରା ଦେଶରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। କରୋନା ଭାଇରସ୍ରେ ସଂକ୍ରମିତଙ୍କ ସଂଖ୍ୟା ଏପର୍ଯ୍ୟନ୍ତ ୫୦୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଏଥିରେ ମୃତ୍ୟୁ ସଂଖ୍ୟା ୧୦କୁ ଛୁଇଁଛି।...
କରୋନା ଭାଇରସ: ସ୍ଥଗିତ ରହିଲା ରାଜ୍ୟ ସଭା ନିର୍ବାଚନ
ନୂଆଦିଲ୍ଲୀ,୨୪।୩: କରୋନା ଭାଇରସର ସଂକ୍ରମଣକୁ ଦେଖି ଆଗାମୀ ରାଜ୍ୟସଭା ନିର୍ବାଚନକୁ ସ୍ଥଗିତ କରି ଦିଆଯାଇଛି। ମଙ୍ଗଳବାର ନିର୍ବାଚନ କମିଶନ ଏହା ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ମାର୍ଚ୍ଚ ୨୬ରେ ରାଜ୍ୟସଭା ନିର୍ବାଚନ ହେବାକୁ ସ୍ଥିର କରାଯାଇଥିଲା। ୭ ରାଜ୍ୟର ୧୮ଟି ଆସନ...
ଆଜି ସନ୍ଧ୍ୟା ସୁଦ୍ଧା ଏସ୍ସି,ଏସ୍ଟି ହଷ୍ଟେଲ ଛାତ୍ରୀଛାତ୍ରଙ୍କୁ ଘରେ ପହଞ୍ଚାଯିବ: ସୁବ୍ରତୋ ବାଗ୍ଚୀ
ଭୁବନେଶ୍ୱର, ୨୪।୩(ବ୍ୟୁରୋ): ରାଜ୍ୟର ସମସ୍ତ ଜିଲା ମଙ୍ଗଳବାର ମଧ୍ୟରାତ୍ରରୁ ମାର୍ଚ୍ଚ ୨୯ ଯାଏ ଲକ୍ଡାଉନ୍ ରହିବ। ମଙ୍ଗଳବାର ଏହି ସୂଚନା ଦେଇଛନ୍ତି କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍ଚୀ। ସମଗ୍ର ରାଜ୍ୟ ଲକ୍ଡାଉନ୍ ହେଉଥିବାରୁ...
କରୋନା ପ୍ରଭାବ: ଚଢ଼ା ଦର ନେଉଛନ୍ତି ବ୍ୟବସାୟୀ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ, ଦର ନିୟନ୍ତ୍ରଣ କରିବାକୁ ଦାବି
ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନାର ମୁକାବିଲା ପାଇଁ ରାଜ୍ୟ ସରକାର ସମଗ୍ର ରାଜ୍ୟକୁ ମଙ୍ଗଳବାର ମଧ୍ୟରାତ୍ରରୁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହି ମହାମାରୀର କୌଣସି ପ୍ରତିକାର ନ ଥିବାରୁ ଲୋକମାନେ ନିଜର ତଥା ପରିବାର ବର୍ଗଙ୍କ ଜୀବନ ବଞ୍ଚାଇବା ପାଇଁ ପଦାକୁ...
ଗଣମାଧ୍ୟମ ନିରବଚ୍ଛିନ୍ନ ଖବର ପ୍ରକାଶ କରିବାକୁ ରାଜ୍ୟକୁ ପରାମର୍ଶ ଦେଲା କେନ୍ଦ୍ର
ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନା (କୋଭିଡ-୧୯)ର କରାଳ ପ୍ରକୋପ ସମଗ୍ର ବିଶ୍ୱକୁ ଗ୍ରାସ କରିସାରିଲାଣି। ଭାରତରେ ମଧ୍ୟ ଧୀରେ ଧୀରେ ଏହା ଭୟଙ୍କର ପରିସ୍ଥିତିକୁ ଗତି କରୁଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏହି ମହାମାରୀର ମୁକାବିଲା କରିବା ପାଇଁ...
ସହରରେ ଘୋଷଣା ପୂର୍ବରୁ ଲକ୍ଡାଉନ୍: ଭୟଭୀତ ଅବସ୍ଥାରେ ଲୋକେ
କେନ୍ଦୁଝର, ୨୪।୩ (ସ୍ବ.ପ୍ର.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ସହରରେ ସୋମବାରଠାରୁ ଅଘୋଷିତ ଲକ୍ଡାଉନ୍ ଲାଗୁ ହୋଇଛି। ଫଳରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡିଛି। ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ବ୍ୟତୀତ ସମସ୍ତ ଦୋକାନ ବନ୍ଦ କରିଦିଆଯାଇଛି। ଫଳରେ ଅପ୍ରସ୍ତୁତ...
ଲକ୍ଡାଉନ୍ ମାନୁନାହାନ୍ତି ଲୋକେ: ପରିବା ମାର୍କେଟରେ ଭିଡ଼ ଅସମ୍ଭାଳ
ରଣପୁର, ୨୪।୩(ଡି.ଏନ୍.ଏ.): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୟାଗଡ଼ ଜିଲାକୁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ମଙ୍ଗଳବାର ଲକ୍ଡାଉନ୍ର ପ୍ରଥମ ଦିନରେ ରାଜସୁନାଖଳାର ବିଭିନ୍ନ ସ୍ଥାନରେ ଲୋକେ ପ୍ରଶାସନିକ ନିର୍ଦ୍ଦେଶକୁ ଉଲ୍ଲଂଘନ କରୁଥିବା...
କରୋନା ପାଇଁ ଔଷଧ: ଲାଗିପାରେ ବର୍ଷେରୁ ଦେଢ଼ ବର୍ଷ; ଲକ୍ଡାଉନ୍ରେ ରହି ହେବ କି ଏତେ ଦିନ !
ଓ୍ବାଶିଂଟନ,୨୪।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କରୋନା ଭୂତାଣୁ ଭିନ୍ନ ଭିନ୍ନ ପରିବେଶରେ ଅଲଗା ଅଲଗା କ୍ରିୟାଶୀଳତା ଦେଖାଉଥିବାରୁ ଏହାକୁ ରୋକିବା ପାଇଁ ଔଷଧ ପ୍ରସ୍ତୁତିରେ ବର୍ତ୍ତମାନ ସୁଦ୍ଧା ସାରା ପୃଥିବୀର ବୈଜ୍ଞାନିକ ଅସଫଳ...
ନିୟମ ଉଲ୍ଲଂଘନକାରୀଙ୍କୁ ‘ମୁଁ ସମାଜର ଶତ୍ରୁ’ ଲେଖି ପୋଷ୍ଟର ଧରାଇଲା ପୋଲିସ
ଡେରାଡୁନ,୨୪।୩: ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଉତ୍ତରାଖଣ୍ଡରେ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ ‘ଜନତା କର୍ଫ୍ୟୁ’ ଘୋଷଣା କରିଥିବା ବେଳେ ଏହାକୁ ଅଧିକାଂଶ ଲୋକ ଅବମାନନା କରୁଥିବା ଦେଖାଯାଇଛି। ଗତ ୨୨ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ‘ଜନତା କର୍ଫ୍ୟୁ’ ଘୋଷଣା...
Archives


