ଦିଲ୍ଲୀରୁ ଆସିଲା ଭଲ ଖବର: ୨୪ ଘଣ୍ଟାରେ ମିଳି ନାହାନ୍ତି ଗୋଟିଏ ବି କରୋନା ପଜିଟିଭ
ନୂଆଦିଲ୍ଲୀ,୨୪।୩: କରୋନା ଭାଇରସ ସଂକ୍ରମଣକୁ ନେଇ ସବୁଆଡେ କୋକୁଆ ଭୟ ସୃଷ୍ଟି ହୋଇଥିବା ବେଳେ ରାଜଧାନୀ ଦିଲ୍ଲୀରେ ବି ସୋମବାର ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦ ଛୁଇଁଥିଲା। ହେଲେ ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ଗୋଟିଏ ବି...
ଆମେରିକାରେ ଭାରତୀୟଙ୍କ ଦେବଦୂତ ସାଜିଛନ୍ତି ପ୍ରମିତ
ଓ୍ବାଶିଂଟନ,୨୪।୩: ଆମେରିକାର ଇଣ୍ଡୋୟୁଏସ୍ ହେଲ୍ଥ ଇନିସିଏଟିଭର କୋ-ଫାଉଣ୍ଡର ଭାରତୀୟ ମୂଳ ବାସିନ୍ଦା ପ୍ରମିତ ମାକୋଡେ ଆମେରିକାର କରୋନା ସହ ଲଢୁଥିବା ଭାରତୀୟଙ୍କ ପାଇଁ ଦେବଦୂତ ସାଜିଛନ୍ତି। ଇନ୍ଦୋରର ଏହି ମୂଳ ବାସିନ୍ଦା ଆମେରିକାର ବୋଷ୍ଟନରେ କିଛି ବର୍ଷ ହେବ ରହି...
କରୋନା ଭୟ: ଘରେ ବାସନ ଧୋଉଛନ୍ତି ଏହି ଷ୍ଟାର
ମୁମ୍ବାଇ: ସାରା ଦେଶରେ କରୋନା ଭାଇରସ୍ ପ୍ରକୋପ ଜାରି ରହିଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। କରୋନା ଭାଇରସ୍ରେ ସଂକ୍ରମିତଙ୍କ ସଂଖ୍ୟା ଏପର୍ଯ୍ୟନ୍ତ ୫୦୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଏଥିରେ ମୃତ୍ୟୁ ସଂଖ୍ୟା ୧୦ରେ ପହଞ୍ଚିଛି।...
କରୋନା ଭାଇରସ: ପୁଣିଥରେ ଦେଶକୁ ସମ୍ବୋଧିତ କରିବେ ମୋଦି
ନୂଆଦିଲ୍ଲୀ,୨୪।୩: କରୋନା ଭାଇରସ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ଏହା ଭୟଙ୍କର ରୂପ ନେବାକୁ ଯାଉଛି ବୋଲି ଆଲୋଚନା ହେଉଛି। ସୋମବାର ଦେଶରେ ଏକାଥରେ ୯୯ କରୋନା ପଜିଟିଭ ରୋଗୀ ଚିହ୍ନଟ ହେବା ପରେ ଏବେ...
ଖବରକାଗଜ ସୁରକ୍ଷିତ: କେରଳ ଡାକ୍ତର
କୋଜିକୋଡ଼େ,୨୪।୩: ଖବରକାଗଜ ଯୋଗୁ ମଧ୍ୟ କରୋନା ସଂକ୍ରମଣ ହେବାର ଆଶଙ୍କା ରହିଥିବା ନେଇ ଗୁଜବ ସୃଷ୍ଟି ହେବାପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଥିଲା। ସେହିପରି ଏବେ କେରଳ କୋଜିକୋଡ଼େର ଜଣେ ଡାକ୍ତର ଖବରକାଗଜ ଦ୍ୱାରା କରୋନା...
୬୪୫ ସ୍କୁଲରେ ହେବ ଅସ୍ଥାୟୀ ହସ୍ପିଟାଲ
ନୂଆଦିଲ୍ଲୀ,୨୪।୩: କେନ୍ଦ୍ର ସରକାର କରୋନା ଭାଇରସର ସଂକ୍ରମଣକୁ ଦେଖି ବିଭିନ୍ନ ପ୍ରକାର ପଦକ୍ଷେପ ନେଇଛନ୍ତି। ଏବେ ପ୍ରାୟ ୬୪୫ ନବୋଦୟ ବିଦ୍ୟାଳୟ ହଷ୍ଟେଲକୁ ସରକାର ଅସ୍ଥାୟୀ ହସ୍ପିଟାଲରେ ପରିଣତ କରିବେ ବୋଲି କହିଛନ୍ତି। କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ...
ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତ: କର୍ନାଟକରେ ୪ ନୂଆ ଘଟଣା
ନୂଆଦିଲ୍ଲୀ,୨୪।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ସାଧାରଣ ଜୀବନଯାତ୍ରା ଥମି ଯାଇଛି। କରୋନା ସଂକ୍ରମଣ ଘଟଣା ମହାରାଷ୍ଟ୍ରରେ ସର୍ବାଧିକ ରହିଛି। ଏଠାରେ ୧୦୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କର୍ନାଟକରେ ୪ ନୂଆ ଘଟଣାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା...
ଆଇସୋଲେଶନ୍ ରହି କିଭଳି ସମୟ କାଟୁଛନ୍ତି ନୁସରତ
ମୁମ୍ବାଇ: କୋଲକାତା ତୃଣମୂଳ କଂଗ୍ରେସର ଏମ୍ପି ତଥା ଅଭିନେତ୍ରୀ ନୁସରତ ଜହାଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ନୁସରତଙ୍କ ପ୍ରାୟ ସମୟରେ ଭିଡିଓ ଭାଇରାଲ ହୋଇଥାଏ। ତେବେ ଦେଶରେ କରୋନା ପ୍ରକୋପ ଜାରି ରହିଥିବାରୁ...
ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୨ ଛୁଇଁଲା: ମୃତ୍ୟୁ ସଂଖ୍ୟା ୧୦; ୪୪ ହେଲେଣି ସୁସ୍ଥ
ନୂଆଦିଲ୍ଲୀ,୨୪।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଭାରତରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୨ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା ୧୦ ଛୁଇଁଛି। ଚିକିତ୍ସା ପରେ ୪୪ ଜଣ...
୨୫ରୁ ଘରୋଇ ବିମାନ ସେବା ବାତିଲ
ନୂଆଦିଲ୍ଲୀ, ୨୪ା୩: କରୋନା ଭାଇରସ୍ ଯୋଗୁ ଆସନ୍ତା ୨୫ରୁ ସମସ୍ତ ଘରୋଇ ବିମାନ ବନ୍ଦରହିବ। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। କରୋନା ଭୂତାଣୁ ଯେପରି ନ ବ୍ୟାପିବ, ସେଥିଲାଗି ବିମାନ ଯାତ୍ରା ଉପରେ...
୧୨ ଘରୋଇ ଲାବ୍ ଚେନ୍ରେ ହେବ କରୋନା ପରୀକ୍ଷା
ନୂଆଦିଲ୍ଲୀ,୨୪ା୩(ଆଇଏଏନ୍ଏସ୍): କରୋନା ପରୀକ୍ଷା ଲାଗି ସରକାର ୧୨ଟି ଘରୋଇ ଲାବ୍ ଚେନ୍କୁ ଦାୟିତ୍ୱ ଦେଇଛନ୍ତି। ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍ଆର୍) ନିର୍ଦ୍ଦେଶକ ଡ. ବଳରାମ ଭାର୍ଗବ ଏହି ସୂଚନା ଦେଇଛନ୍ତି। ଏହି ୧୨ଟି ଲାବ୍ ଚେନ୍ ଅଧୀନରେ ୧୫,୦୦୦...
ସୁପ୍ରିମକୋର୍ଟରେ କରୋନା କଟକଣା
ନୂଆଦିଲ୍ଲୀ,୨୪ା୩(ପି.ଟି.): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିରାପତ୍ତା ପଦକ୍ଷେପ ସ୍ବରୂପ ସର୍ବୋଚ୍ଚ ଅଦାଲତ ଓକିଲାମାନଙ୍କ ଚାମ୍ବରଗୁଡ଼ିକୁ ବନ୍ଦ କରିବା ଲାଗି ସୋମବାର ନିଷ୍ପତ୍ତି ନେଇଛନ୍ତି। କେବଳ ଗୋଟିଏ କୋର୍ଟରେ ଅତି ଜରୁରୀ ମାମଲାଗୁଡ଼ିକର ଶୁଣାଣି ହେବ ବୋଲି କୁହାଯାଇଛି। ସୋମବାରଠାରୁ...
Archives


