କରୋନା ଭାଇରସ୍‌

ଏପ୍ରିଲ ସୁଦ୍ଧା ଭାରତରେ ହୋଇପାରେ ଇଟାଲି ସ୍ଥିତି

ମୁମ୍ବାଇ,୨୪ା୩(ଆଇଏନ୍‌ଏସ୍‌): କୋଭିଡ-୧୯ ଭୂତାଣୁ ଭାରତରେ ଯେଉଁଭଳି ବ୍ୟାପିବାରେ ଲାଗିଛି, ଏହା ମାସକ ମଧ୍ୟରେ ଦେଶରେ ବଡ଼ଧରଣର ମେଡିକାଲ ବିପର୍ଯ୍ୟୟ ସୃଷ୍ଟି ହୋଇପାରେ। ଏଥିପାଇଁ ଅନ୍ତତଃ ଦୁଇସପ୍ତାହ ଜନତା କର୍ଫ୍ୟୁ କାର୍ଯ୍ୟକାରୀ ହେବା ଜରୁରୀ ବୋଲି ଜଣେ ମାଇକ୍ରୋବାୟୋଲୋଜିଷ୍ଟ ସତର୍କ କରାଇଦେଇଛନ୍ତି। ସାମାଜିକ…

କରୋନା ବିରୋଧରେ ଦୀର୍ଘ ଲଢ଼େଇ କରିବାକୁ ହେବ: ମୋଦି

ନୂଆଦିଲ୍ଲୀ,୨୪ା୩(ପି.ଟି.): କୋଭିଡ୍‌-୧୯ ଏକ ଜୀବନକାଳ ସମସ୍ୟା। ଏହାର ମୁକାବିଲା ଲାଗି ଦୀର୍ଘ ଲଢ଼େଇ କରିବାକୁ ହେବ। ନୂତନ ତଥା ଇନୋଭେଟିଭ୍‌ ସମାଧାନ ମାଧ୍ୟମରେ ଏହାର ମୁକାବିଲା କରାଯାଇପାରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଗଣମାଧ୍ୟମକୁ…

କୋଲକାତାରେ ପ୍ରଥମ କରୋନା ମୃତ୍ୟୁ

ନୂଆଦିଲ୍ଲୀ, ୨୪ା୩: କରୋନା ବିଶ୍ୱବ୍ୟାପୀ ଆତଙ୍କ ଖେଳାଇ ଦେଇଛି। ବିଭିନ୍ନ ଦେଶରେ ଲୋକମାନେ ପୋକମାଛି ଭଳିି ମରୁଛନ୍ତି। ଭାରତ ବି ଏଥିରୁ ବାଦ୍‌ପଡ଼ିନି। ସୋମବାର ଆଉ ୨ ଜଣଙ୍କ ମୃତ୍ୟୁ ହେବା ପରେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯ରେ ପହଞ୍ଚତ୍ଛ…

୧୧ ହଜାର ଲୋକଙ୍କ ପାଇଁ ଜଣେ ଡାକ୍ତର

ନୂଆଦିଲ୍ଲୀ,୨୪ା୩: ଭାରତରେ କରୋନା(କୋଭିଡ୍‌-୧୯) ସଂକ୍ରମଣ ସମ୍ପ୍ରତି ବଢ଼ିବାରେ ଲାଗିଛି। ଏଭଳି ସ୍ଥଳେ ଏକ ବିରାଟ ପ୍ରଶ୍ନ ଉଠିଛି ଯେ, ଭାରତର ସ୍ବାସ୍ଥ୍ୟସେବା କ୍ଷେତ୍ର କରୋନାକୁ ମୁକାବିଲା କରିବାକୁ ପ୍ରସ୍ତୁତ କି? ଭାରତରେ ଲୋକସଂଖ୍ୟା ଅନୁପାତରେ ଡାକ୍ତରଙ୍କ ସଂଖ୍ୟା ଏବଂ ହସ୍ପିଟାଲଗୁଡ଼ିକରେ ଉପଲବ୍ଧ…

‘ଖବରକାଗଜ ଦ୍ୱାରା କରୋନା ବ୍ୟାପେନି’

ଜେନିଭା, ୨୪ା୩: ଖବରକାଗଜ ଦ୍ୱାରା ଜଣେ ବ୍ୟକ୍ତିଠାରୁ ଅନ୍ୟ ଜଣକୁ କରୋନା ଭାଇରସ୍‌ ବ୍ୟାପେ ନାହିଁ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି। ଡବ୍ଲ୍ୟୁଏଚ୍‌ଓ ଗାଇଡ୍‌ଲାଇନ୍‌ରେ ମଧ୍ୟ ଏହା ଉଲ୍ଲେଖ ରହିଛି। ଖବରକାଗଜ ପ୍ୟାକେଟ୍‌ ଗ୍ରହଣ କରିବା…

ପୁଣିଥରେ କନିକାଙ୍କ ରିପୋର୍ଟ ଆସିଲା ପଜିଟିଭ

ଲକ୍ଷ୍ନୌ,୨୩।୩: ବଲିଉଡ୍‌ ଗାୟିକା କନିକା କପୁରଙ୍କ କରୋନା ସଂକ୍ରମିତ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି। ପ୍ରଥମ ଥର ଆସିଥିବା ତାଙ୍କ ରିପୋର୍ଟକୁ ନେଇ କନିକାଙ୍କ ପରିବାର ଲୋକେ ଅଭିଯୋଗ ଆଣିବାରୁ ପୁଣିଥରେ ତାଙ୍କର କରୋନା ସଂକ୍ରମଣ ଟେଷ୍ଟ କରାଯାଇଥିଲା। ବର୍ତ୍ତମାନ କନିକା…

କରୋନା ଭାଇରସ୍‌ ଯୋଗୁ ଅସ୍ଥାୟୀ ଭାବେ ବନ୍ଦ ହେଲା ଏମ୍ସର ଓପିଡି ସେବା

ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପକୁ ଦେଖି ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ (ଏମ୍ସ) ସୋମବାରଠାରୁ ନିୟମିତ ରୋଗୀଙ୍କ ପାଇଁ ସମସ୍ତ ଓପିଡି ସେବାକୁ ଅସ୍ଥାୟୀ ଭାବେ ବନ୍ଦ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି। କାରଣ ଓପିଡିକୁ ନିୟମିତ ଭାବେ…

କରୋନା ଭାଇରସକୁ ତୃତୀୟ ବିଶ୍ୱଯୁଦ୍ଧ ବୋଲି କହିଲେ ଏହି ଅଭିନେତା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅଲି ଫଜଲ କରୋନା ଭାଇରସକୁ ତୃତୀୟ ବିଶ୍ୱଯୁଦ୍ଧ କହିବାକୁ କହିଛନ୍ତି। ତେବେ ବରିଷ୍ଠ ନାଗରିକଙ୍କୁ ସେ ଏହା କହିବାକୁ କହିଛନ୍ତି। ତାଙ୍କ ମାତାପିତାଙ୍କୁ ସେ ଆଇାସୋଲେଶନରେ ରଖିବାକୁ ଚାହୁଁଥିବା ବେଳେ ସେମାନେ ଏହା ବୁଝୁ ନ ଥିବାରୁ…

କରୋନା ଭାଇରସ ପାଇଁ ରିଲିଫ୍‌ ଫଣ୍ଡକୁ ଗୋଟିଏ ମାସର ଦରମା ଦାନ କଲେ ଦୁଷ୍ୟନ୍ତ

ଚଣ୍ଡିଗଡ଼,୨୩।୩: କରୋନା କବଳରେ ଭାରତ। ବେଳକୁ ବେଳ ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା। ଏହାକୁ ଦେଖି ଏବେ ହରିୟାଣାର ଉପ ମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌତାଲ ତାଙ୍କର ଗୋଟିଏ ମାସର ଦରମା ରିଲିଫ୍‌ ଫଣ୍ଡକୁ ଦାନ କରିବାକୁ ଘୋଷଣା କରିଛନ୍ତି। ଏହାସହ ସେ…

କରୋନା ଭାଇରସ୍‌: ଲୋକ ସଭା ଅନିଶ୍ଚିତକାଳ ପର୍ଯ୍ୟନ୍ତ ସ୍ଥଗିତ

ନୂଆଦିଲ୍ଲୀ,୨୩।୩: କରୋନା ଭାଇରସ୍‌ ସାରା ଦେଶରେ ପ୍ରକୋପ ଜାରି ରହିଛି। ଏହାକୁ ରୋକିବା ପାଇଁ ଭାରତ ସରକାର କେତେକ ଜରୁରୀ ପଦକ୍ଷେପ ଗ୍ରହଣ କରୁଛନ୍ତି। ଇତିମଧ୍ୟରେ ଲୋକ ସଭା କାର୍ଯ୍ୟକୁ ଅନିଶ୍ଚିତକାଳ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଦେଶରେ ଦିନକୁ ଦିନ ବୃଦ୍ଧି…

ଚାଇନା ସରକାର ନା ପ୍ରମାଣିକ ତଥ୍ୟ କିଏ ସତ: କରୋନା ମୃତ୍ୟୁ ସଂଖ୍ୟା କ’ଣ କୋଟିଏ ୫୦ ଲକ୍ଷ !

ବେଜିଂ,୨୩।୩: ଚାଇନାରେ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ସଂଖ୍ୟା ୩,୨୬୮ ବୋଲି ସରକାରୀ ରିପୋର୍ଟରେ ଦର୍ଶାଯାଇଛି। ତେବେ କେତେକ ପ୍ରାମାଣିକ ତଥ୍ୟ ଅନୁସାରେ ଚାଇନା ସରକାର ମିଛ କହୁଥିବା ଅନୁମାନ କରାଯାଉଛି । ଏନେଇ ଏବେ ଚର୍ଚ୍ଚା ଆରମ୍ଭ ହେଉଛି। ଚାଇନାରେ…

କରୋନା ସହ ଲଢ଼େଇ: ଭାରତ ପାଖରେ ରହିଛି ୪୪ ହଜାର ଭେଣ୍ଟିଲେଟର

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଦେଖାଦେଇଛି। ଦେଶର ଜନସଂଖ୍ୟା ୧୩୦ କୋଟି ରହିଛି। ଏପରିସ୍ଥଳେ ଯଦି ଭାରତ କରୋନା ସଂକ୍ରମଣର ତୃତୀୟ ଷ୍ଟେଜ୍‌କୁ ଯାଏ, ତେବେ ସଂକ୍ରମିତଙ୍କୁ ଚିକିତ୍ସା ସୁବିଧା ଯୋଗାଇଦେବା ଅସମ୍ଭବ ହୋଇ ପଡ଼ିବ। ଭାରତ ପାଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?