କରୋନା ଭାଇରସ୍‌

ସରକାରଙ୍କ ଆଶ୍ୱାସନା: ୮୦% କରୋନା ସଂକ୍ରମିତ ଆପଣାଛାଏଁ ହେବେ ସୁସ୍ଥ; ୫%ଙ୍କୁ କରାଯିବ ହସ୍ପିଟାଲରେ ଭର୍ତ୍ତି; ଆଖିବୁଜା ହେବନି ନମୁନା ଯାଞ୍ଚ୍‌

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣର ମୁକାବିଲା ନେଇ ଭାରତ ସରକାର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି। ଏହି ମର୍ମରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ, ବହିର୍ବ୍ୟାପାର ମନ୍ତ୍ରଣାଳୟ ଏବଂ ଇଣ୍ଡିଆନ୍‌ କାଉନସିଲ୍‌ ଅଫ୍‌ ମେଡ଼ିକାଲ ରିସର୍ଚ୍ଚ(ଆଇସିଏମ୍‌ ଆର୍‌) ପକ୍ଷରୁ ଆୟୋଜିତ ଏକ ମିଳିତ ଗଣମାଧ୍ୟମ...

ପଞ୍ଜାବରେ ଫେଲ୍‌ ମାରିଲା ଲକ୍‌ଡାଉନ୍‌: ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ

ଚଣ୍ଡିଗଡ଼,୨୩।୩: କରୋନା ଭାଇରସ ସହ ଲଢିବା ପାଇଁ ଦେଶର କିଛି ରାଜ୍ୟକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଲକ୍‌ ଡାଉନ୍‌ ଘୋଷଣା କରାଯାଇଥିଲା। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଧ୍ୟ ସାରା ରାଜ୍ୟକୁ ସୋମବାରଠାରୁ ଲକ୍‌ଡାଉନ୍‌ ଘୋଷଣା କରିଥିଲେ।...

କରୋନା ପ୍ରକୋପ: ଆମାଜନରେ ଅଧା କିଲୋ ଭେଣ୍ଡିର ଦାମ୍‌ ୪୦୦ଟଙ୍କା

ନୂଆଦିଲ୍ଲୀ,୨୩।୩: କରୋନା ଭାଇରସ୍‌ର ସଂକ୍ରମଣକୁ ରୋକିବା ପାଇଁ ସମସ୍ତେ ନିଜ ଘରେ ଏକପ୍ରକାର ବନ୍ଦୀ ହୋଇରହିଛନ୍ତି। ଏଭଳି ସ୍ଥିତିରେ ଘରେ ରହୁଥିବା ଲୋକ ଶପିଂ ପାଇଁ ଇ-କମର୍ସକୁ ବାଛିଛନ୍ତି। ପ୍ରତିଦିନ ଆବଶ୍ୟକ ହେଉଥିବା ସାମଗ୍ରୀକୁ ଲୋକମାନେ ଫ୍ଲିପ୍‌କାର୍ଟ ଓ ଆମାଜନରେ...

ଲୋକସେବା ଭବନରେ କରୋନା କଟକଣା: କମିଲା କର୍ମଚାରୀଙ୍କ ସଂଖ୍ୟା

ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଥିବା ବେଳେ ଭାରତରେ ମଧ୍ୟ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି ଘାତକ ଭୂତାଣୁର ଦମନ ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରିନାହିଁ। ତେଣୁ ସଚେତନତା ଏବଂ ସତର୍କତା...

ଚାଇନାରେ ସୁସ୍ଥ ହୋଇଛନ୍ତି ୮୯ ପ୍ରତିଶତ କରୋନା ସଂକ୍ରମିତ ରୋଗୀ

ବେଜିଂ,୨୩।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ପ୍ରାୟ ୧୮୮ ଦେଶକୁ ବ୍ୟାପି ସାରିଲାଣି। ଚାଇନାରେ ଏହା ପ୍ରାୟ ୩ ହଜାର ୫ଶହ ମୁଣ୍ଡ ନେଇଥିବା ବେଳେ ଏବେ ଏହା ୟୁରୋପୀୟ ଦେଶରେ ତାଣ୍ଡବ ରଚିଛି। ଏବେ ଚାଇନାରେ...

ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ: ନିର୍ଦ୍ଦେଶ ଉଲ୍ଲଙ୍ଘନକାରୀଙ୍କଠାରୁ ଜରିମାନା ଆଦାୟ କଲା ପ୍ରଶାସନ

ପାଟପୁର,୨୩।୩(ଡି.ଏନ୍‌.ଏ.): ବିଶ୍ୱରେ ଦେଖାଦେଇଥିବା ମହାମାରୀ କରୋନା ରୋଗର ମୁକାବିଲା ପାଇଁ ଚାରିଆଡ଼େ ସଚେତନତା ସୃଷ୍ଟି କରାଯାଉଛି। ଏହି ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ମଧ୍ୟ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନରେ ସାନଖେମୁଣ୍ଡି ଅଞ୍ଚଳରେ...

କରୋନା ପାଇଁ ହାଇକୋର୍ଟଙ୍କ କଟକଣା: ୩୧ ପର୍ଯ୍ୟନ୍ତ କୌଣସି ମାମଲା ତାଲିକାଭୁକ୍ତ ହେବ ନାହିଁ, କୋର୍ଟରେ ନିୟୋଜିତ ରହିବେ ଡାକ୍ତର

କଟକ ଅଫିସ, ୨୩।୩: କରୋନା ମୁକାବିଲା ନେଇ ହାଇକୋର୍ଟରେ ବିଚାର ସମ୍ପର୍କିତ ନିର୍ଦ୍ଦେଶନାମା ଜାରି କରାଯାଇଛି। ୨୩ ତାରିଖ ପାଇଁ ତାଲିକାଭୁକ୍ତ ମାମଲାର ଶୁଣାଣି ସ୍ଥଗିତ ରହିବ। ଆସନ୍ତ ୩୧ ତାରିଖ ପର୍ଯ୍ୟନ୍ତ ଆଉ କୌଣସି ମାମଲା ତାଲିକାଭୁକ୍ତ ହେବ...

ଓକିଲଙ୍କ ଚ୍ୟାମ୍ବରକୁ ସିଲ୍‌ କଲେ ସୁପ୍ରିମକୋର୍ଟ: ଭିଡିଓ କନଫରେନ୍ସିଂ ଜରିଆରେ ହେବ ଶୁଣାଣି

ନୂଆଦିଲ୍ଲୀ ୨୩।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପକୁ ଦେଖି ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ନେଇଛନ୍ତି। ସୋମବାର ଓକିଲଙ୍କ ଚ୍ୟାମ୍ବରକୁ ସିଲ୍‌ କରାଯିବାକୁ ନିର୍ଦ୍ଦେଶ ଦେବା ସହ ଏବେଠାରୁ ଘରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଶୁଣାଣି କରାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି।...

ଗଞ୍ଜାମ ଫେରିଲେ ୩୯୫୦ ଦାଦନ: ସ୍କ୍ରିନିଂ ପରେ ପଞ୍ଜୀକରଣ, ସ୍ବତନ୍ତ୍ର ବସ୍‌ରେ ଘରକୁ ପଠାଇଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୨୩।୩: ବିଶ୍ୱବ୍ୟାପୀ ଆତଙ୍କ ସୃଷ୍ଟି କରିଥିବା ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଏବେ ଭାରତରେ ବଢ଼ିବାରେ ଲାଗିଛି। ଏହି ଭାଇରସ୍‌କୁ ନେଇ ସମସ୍ତେ ଏବେ ଭୟଭୀତ ହୋଇ ପଡ଼ିଛନ୍ତି। ଫଳରେ ସମସ୍ତ ରୁଟ୍‌ରେ ଟ୍ରେନ ଚଳାଚଳ ସୋମବାରଠାରୁ ବନ୍ଦ...

କରୋନା ସଂକ୍ରମିତଙ୍କ ଆଣ୍ଟିବଡିରୁ ଜାପାନ ପ୍ରସ୍ତୁତ କଲା ଟିଏକେ-୮୮୮ ଔଷଧ

ଟୋକିଓ,୨୩।୩: କରୋନା ସଂକ୍ରମଣ ଯୋଗୁ ସାରା ଦୁନିଆରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାକୁ କିପରି ରୋକା ଯିବ ସେ ନେଇ ଆମେରିକା ଏବଂ ଚାଇନା ଗବେଷଣା ଜାରି ରଖିଛନ୍ତି। ଆମେରିକା ପ୍ରତିଷେଧକ ଟୀକା ପ୍ରସ୍ତୁତି ନେଇ ଉଦ୍ୟମ ଅବ୍ୟାହତ...

ହୋମ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

କଟକ ଅଫିସ, ୨୩।୩: ବିଦେଶରୁ ଫେରିବା ପରେ ଯେଉଁମାନେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି, ସେମାନେ ନିର୍ଦ୍ଦେଶନାମାକୁ ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ ନେଇ ସୋମବାର ଚେତାବନୀ ଦେଇଛି କଟକ ମହାନଗର ନିଗମ(ସିଏମ୍‌ସି)। ସମସ୍ତ ବିଦେଶ ଫେରନ୍ତାଙ୍କ...

କରୋନା ମୃତକଙ୍କ ଶେଷ ଦର୍ଶନ ପାଇଁ ଡରୁଛନ୍ତି ପରିବାର ଲୋକେ!

ରୋମ,୨୩।୩: କରୋନା ଭାଇରସ। ଏତିକି ଶୁଣିଲେ ସମସ୍ତଙ୍କ ମନରେ ଉଙ୍କି ମାରୁଛି ଭୟ। କାରଣ ଏବେ କରୋନା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଏବେ ସାରା ବିଶ୍ୱରେ ୧୪ ହଜାରରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri