କରୋନା ଭାଇରସ୍‌

ଓକିଲଙ୍କ ଚ୍ୟାମ୍ବରକୁ ସିଲ୍‌ କଲେ ସୁପ୍ରିମକୋର୍ଟ: ଭିଡିଓ କନଫରେନ୍ସିଂ ଜରିଆରେ ହେବ ଶୁଣାଣି

ନୂଆଦିଲ୍ଲୀ ୨୩।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପକୁ ଦେଖି ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ନେଇଛନ୍ତି। ସୋମବାର ଓକିଲଙ୍କ ଚ୍ୟାମ୍ବରକୁ ସିଲ୍‌ କରାଯିବାକୁ ନିର୍ଦ୍ଦେଶ ଦେବା ସହ ଏବେଠାରୁ ଘରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଶୁଣାଣି କରାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଇତିମଧ୍ୟରେ…

ଗଞ୍ଜାମ ଫେରିଲେ ୩୯୫୦ ଦାଦନ: ସ୍କ୍ରିନିଂ ପରେ ପଞ୍ଜୀକରଣ, ସ୍ବତନ୍ତ୍ର ବସ୍‌ରେ ଘରକୁ ପଠାଇଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୨୩।୩: ବିଶ୍ୱବ୍ୟାପୀ ଆତଙ୍କ ସୃଷ୍ଟି କରିଥିବା ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଏବେ ଭାରତରେ ବଢ଼ିବାରେ ଲାଗିଛି। ଏହି ଭାଇରସ୍‌କୁ ନେଇ ସମସ୍ତେ ଏବେ ଭୟଭୀତ ହୋଇ ପଡ଼ିଛନ୍ତି। ଫଳରେ ସମସ୍ତ ରୁଟ୍‌ରେ ଟ୍ରେନ ଚଳାଚଳ ସୋମବାରଠାରୁ ବନ୍ଦ ପାଇଁ…

କରୋନା ସଂକ୍ରମିତଙ୍କ ଆଣ୍ଟିବଡିରୁ ଜାପାନ ପ୍ରସ୍ତୁତ କଲା ଟିଏକେ-୮୮୮ ଔଷଧ

ଟୋକିଓ,୨୩।୩: କରୋନା ସଂକ୍ରମଣ ଯୋଗୁ ସାରା ଦୁନିଆରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାକୁ କିପରି ରୋକା ଯିବ ସେ ନେଇ ଆମେରିକା ଏବଂ ଚାଇନା ଗବେଷଣା ଜାରି ରଖିଛନ୍ତି। ଆମେରିକା ପ୍ରତିଷେଧକ ଟୀକା ପ୍ରସ୍ତୁତି ନେଇ ଉଦ୍ୟମ ଅବ୍ୟାହତ ରଖିଛି।…

ହୋମ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

କଟକ ଅଫିସ, ୨୩।୩: ବିଦେଶରୁ ଫେରିବା ପରେ ଯେଉଁମାନେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି, ସେମାନେ ନିର୍ଦ୍ଦେଶନାମାକୁ ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ ନେଇ ସୋମବାର ଚେତାବନୀ ଦେଇଛି କଟକ ମହାନଗର ନିଗମ(ସିଏମ୍‌ସି)। ସମସ୍ତ ବିଦେଶ ଫେରନ୍ତାଙ୍କ ଗତିବିଧି…

କରୋନା ମୃତକଙ୍କ ଶେଷ ଦର୍ଶନ ପାଇଁ ଡରୁଛନ୍ତି ପରିବାର ଲୋକେ!

ରୋମ,୨୩।୩: କରୋନା ଭାଇରସ। ଏତିକି ଶୁଣିଲେ ସମସ୍ତଙ୍କ ମନରେ ଉଙ୍କି ମାରୁଛି ଭୟ। କାରଣ ଏବେ କରୋନା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଏବେ ସାରା ବିଶ୍ୱରେ ୧୪ ହଜାରରୁ ଅଧିକ…

କ୍ୱାରାଣ୍ଟାଇନ୍‌ ପାଇଁ ମୋ ଘରକୁ ବ୍ୟବହାର କରିପାରିବେ ସରକାର: ତେଜସ୍ବୀ

ପାଟନା,୨୩।୩: ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶ ନିଜ ନିଜ ପକ୍ଷରୁ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ସରକାରଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ବିହାରର ଉପମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନାତା ଦଳ (ଆରଜେଡି)ର ନେତା ତେଜସ୍ବୀ ଯାଦବ। ଦେଶରେ…

ରାଜ୍ୟ ବାହାରୁ ପାଟଣା ଫେରିଥିବା ୧୫୧ ଜଣ ଆଇସୋଲେଶନରେ

ପାଟଣା,୨୩।୩(ସ୍ବ.ପ୍ର.): ମହାମାରୀ କରୋନାକୁ ନେଇ ସାରା ବିଶ୍ୱ ଆତଙ୍କିତ ଅବସ୍ଥାରେ। ଏହି ପରିପ୍ରେକ୍ଷୀରେ ବାଙ୍ଗାଲୋରରେ ରହି କାମ କରୁଥିବା କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ନୂଆ ଖମଣ ଗ୍ରାମର ୨ ଯୁବକ ରବିବାର ଘରକୁ ଫେରିଛନ୍ତି। ଏ ନେଇ…

କରୋନା ସଂକ୍ରମିତଙ୍କ ଘରେ ପୋଷ୍ଟର ଲଗାଇଲେ ଦିଲ୍ଲୀ ସରକାର: ଦୂରେଇ ରହିବାକୁ ପରାମର୍ଶ

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣ ରୋକିବା ଲାଗି ଦିଲ୍ଲୀ ସରକାର ସଂକ୍ରମିତଙ୍କ ଘରେ ପୋଷ୍ଟର ଲଗାଯାଇଛି। ଅନ୍ୟ ଲୋକଙ୍କୁ ଏଭଳି ଘରଠାରୁ ଦୂରେଇ ରହିବା ପାଇଁ ପୋଷ୍ଟରରେ ପରାମର୍ଶ ଦିଆଯାଇଛି। ନିର୍ଦ୍ଦେଶ ଅନୁସାରେ ଜିଲା ପ୍ରଶାସନ ଏବଂ ଦିଲ୍ଲୀ ପୋଲିସ ପକ୍ଷରୁ ଏଭଳି…

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନକାରୀଙ୍କୁ କଠୋର ଦଣ୍ଡ: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୩।୩: ଲକ୍‌ଡାଉନ୍‌, କ୍ୱାରାଣ୍ଟାଇନ୍‌, ଆଇସୋଲେଶନ। ଏବେ ଏହି ୩ ଶବ୍ଦ ସବୁଠି ଶୁଣିବାକୁ ମିଳୁଛି। ଆଉ ଏହାକୁ ପାଳନ କରିବାକୁ ମଧ୍ୟ ସମସ୍ତଙ୍କୁ ଅନୁରୋଧ କରାଯାଇଛି। ଏହି ୩ ଶବ୍ଦ ହିଁ ଆମକୁ କରୋନାଠାରୁ ଦୂରେଇ ରଖିବ ବୋଲି କୁହାଯାଉଛି। କାରଣ…

ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ: ଶୋଇଯାଇଛି ବାଲେଶ୍ୱର ସହର

ବାଲେଶ୍ୱର ଅଫିସ,୨୩।୩: ବିଶ୍ୱରେ ଦେଖାଦେଇଥିବା ମହାମାରୀ କରୋନା ରୋଗର ମୁକାବିଲା ପାଇଁ ଚାରିଆଡ଼େ ସଚେତନତା ସୃଷ୍ଟି କରାଯାଉଛି। ଏହି ଭୂତାଣୁର ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ମଧ୍ୟ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନରେ ବାଲେଶ୍ୱର ଖାଁ…

ଅସଜଡା କେଶ, ଭୟଙ୍କର ଆଖି: କ୍ୱାରାଣ୍ଟାଇନ୍‌ରେ ରଣବୀର

ମୁମ୍ବାଇ: କରୋନା ଭାଇରସ୍‌ କବଳରେ ଏପର୍ଯ୍ୟନ୍ତ ୧୮୮ ଦେଶ ରହିଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। କରୋନା ଭାଇରସ୍‌ ବିରୋଧରେ ସାରା ବିଶ୍ୱର ସଂଘର୍ଷ ଜାରି ରହିଛି। ଏଭଳି ସ୍ଥିତିରେ କେତେକ ଲୋକ କରୋନା ସଂକ୍ରମଣରୁ ଭୟଭୀତ…

କରୋନା ଆଣ୍ଟିଜେନ୍‌ ଆଗରେ ହାର ମାନୁଛି ମନୁଷ୍ୟ ଶରୀରର ଆଣ୍ଟିବଡ଼ି !

ଓ୍ବାଶିଂଟନ,୨୩।୩: ମହାମାରୀ କରୋନା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହି ଭୂତାଣୁ ଶୀଘ୍ର ବ୍ୟାପୁଥିବାରୁ ଏହାକୁ ରୋକିବା ଅସମ୍ଭବ ହୋଇପଡ଼ିଛି। ଅନ୍ୟ ଭୂତାଣୁର ବ୍ୟାପିବା ବେଗ ଶୂନରୁ ୧ ପ୍ରତିଶତ ମଧ୍ୟରେ ଥିବାବେଳେ କରୋନା ୨.୮ ପ୍ରତିଶତ ବେଗରେ ବ୍ୟାପୁଥିବାରୁ ଆଧୁନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?