କରୋନା ଭାଇରସ୍‌

କରୋନା ସଚେତନତା: ସ୍ଥାନାନ୍ତର ହେଲା ଡେଲି ମାର୍କେଟ

ବିଜେପୁର, ୨୩।୩(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଦେଶରେ କାୟା ବିସ୍ତାର କରିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଏହାର ଔଷଧ ବାହାରି ନାହିଁ। ତେଣୁ ସତର୍କତା ହିଁ ଏକମାତ୍ର ବିକଳ୍ପ। ଫଳରେ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତାମୂଳକ ପଦକ୍ଷେପ ନିଆଯାଉଛି। ଏହି କ୍ରମରେ ବରଗଡ଼…

କାହିଁକି ଆତ୍ମହତ୍ୟା କରିବାକୁ ଚାହୁଁଥିଲେ କନିକା

ଲକ୍ଷ୍ନୌ,୨୩।୩: ବଲିଉଡ୍‌ ଗାୟିକା କନିକା କପୁର ଏବେ କରୋନା ଭାଇରସରେ ପୀଡ଼ିତ ଥିବା ବେଳେ ତାଙ୍କର କାର୍ଯ୍ୟକଳାପକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ। ନିକଟରେ ସେ ଲଣ୍ଡନରୁ ଫେରି ଯେଉଁଭଳି ବିଭିନ୍ନ ପାର୍ଟିରେ ଯୋଗ ଦେଲେ ଓ ପରେ କରୋନାରେ ସଂକ୍ରମିତ ହୋଇଥିବା…

ନବରଙ୍ଗପୁର, ଉମରକୋଟ ସହରରେ ଲକ୍‌ଡାଉନ୍‌: ୨୯ ପର୍ଯ୍ୟନ୍ତ ଏହା ଜାରି ରହିବ

ନବରଙ୍ଗପୁର,୨୩।୩(ବି.ପ୍ର.): ମହାମାରୀ କରୋନା ଭାଇରସ୍‌ରୁ କିଭଳି ମୁକ୍ତି ମିଳିବ ସେ ନେଇ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ରବିବାର ଜନତା କର୍ଫ୍ୟୁ ପରେ ସୋମବାରଠାରୁ ୨୯ ତାରିଖ ରାତି ୯ଟା ପର୍ଯ୍ୟନ୍ତ ନବରଙ୍ଗପୁର ଓ ଉମରକୋଟ ପୌରାଞ୍ଚଳରେ…

ସଂକ୍ରମିତଙ୍କୁ ଛୁଇଁଲେ ହେବ କି କରୋନା !

ଓ୍ବାଶିଂଟନ,୨୩।୩: କରୋନା ସଂକ୍ରମଣ କିଭଳି ହୋଇଥାଏ। ଏସମ୍ପର୍କିତ ବହୁ ପ୍ରଶ୍ନ ଏବେ ଲୋକଙ୍କ ମଧ୍ୟରେ ସୃଷ୍ଟି ହେଉଛି। କେହି କେହି ଏହା ସଂକ୍ରମିତଙ୍କୁ ଛୁଇଁଲେ ବ୍ୟାପିଥାଏ ବୋଲି କହିଥାନ୍ତି। ତେବେ ପ୍ରକୃତ ପକ୍ଷେ ଏହା ସମ୍ପୂର୍ଣ୍ଣ ସତ୍ୟ ନୁହେଁ ବୋଲି ବିଶ୍ୱ…

କରୋନା ସହ ଲଢ଼େଇ ପାଇଁ ସାମ୍ନାକୁ ଆସିଲେ ଉଦ୍ୟୋଗପତି

ନୂଆଦିଲ୍ଲୀ,୨୩।୩: ଦେଶରେ କରୋନାର ପ୍ରକୋପ ଜାରି ରହିଛି। କରୋନା ଭାଇରସ୍‌ ସଂକ୍ରମଣରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ୮କୁ ଟପିଛି। ତେବେ କରୋନା ସହ ମୁକାବିଲା ପାଇଁ ବ୍ୟବସାୟ ଓ ଉଦ୍ୟୋଗ ଜଗତ ସହାୟତାର…

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୪୧୫

ନୂଆଦିଲ୍ଲୀ,୨୩।୩: କରୋନା ଭାଇରସ ଥମିବାର ନାଁ ନେଉନି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଏବେ ୧୮୮ ଦେଶକୁ ତା’ କବଳକୁ ନେଇ ସାରିଥିବା ବେଳେ ଭାରତରେ ସୋମବାର ସକାଳ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪୧୫ରେ। ଇଣ୍ଡିଆନ୍‌ କାଉନସିଲ୍‌…

ଲକ୍‌ଡାଉନ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି। ତେବେ କରୋନାର ମୁକାବିଲା କରିବାକୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଥିବା ବେଳେ ଏହାକୁ କେତେଜଣ ସାଧାରଣ…

ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ: ନିର୍ଦ୍ଦେଶ ଉଲ୍ଲଙ୍ଘନକାରୀଙ୍କୁ ଦାଗିଦ୍‌ କଲା ପ୍ରଶାସନ

ପୁରୁଷୋତ୍ତମପୁର,୨୩।୩: ମହାମାରୀ କରୋନା ଭାଇରସ୍‌ ଆତଙ୍କକୁ ନେଇ ସରକାର ଲକ୍‌ଡାଉନ୍‌ ଘୋଷଣା କରି ବିଭିନ୍ନ ନିୟମ ଓ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ମାତ୍ର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ କିଛି ବ୍ୟକ୍ତି ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ ଅର୍ଥାତ୍‌ ସୋମବାର ଏହାକୁ ଉଲ୍ଲଙ୍ଘନ…

ଋତୁ ବଦଳିଲେ ବି ନଷ୍ଟ ହେବନି କରୋନା ଭୂତାଣୁ !

ଓ୍ବାଶିଂଟନ, ୨୩।୩: କରୋନା ମହାମାରୀ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ତେବେ ଏହା କିପରି ବ୍ୟାପୁଛି ସେ ନେଇ ବହୁ ଗୁଜବ ମଧ୍ୟ ଶୁଣାଯାଉଛି। କେହି କେହି କରୋନା ଭୂତାଣୁ ଖରାଦିନ ଆସିଲେ ବାୟୁମଣ୍ଡଳର ଉତ୍ତାପରେ ନଷ୍ଟ ହୋଇଯିବ…

କରୋନା ଭୟ: ବିମାନରେ ଯାତ୍ରୀ ଛିଙ୍କିବାରୁ ଝରକା ଦେଇ ଓହ୍ଲାଇଲେ ପାଇଲଟ

କରୋନା ଭାଇରସ୍‌ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ନେଇ ଲୋକଙ୍କ ମନରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଯଦି କେହି ଛିଙ୍କୁଛନ୍ତି ତେବେ ସମସ୍ତେ କରୋନା ଭାଇରସ୍‌ ସଂକ୍ରମଣ ନେଇ ଭୟଭୀତ ହୋଇପଡ଼ୁଛନ୍ତି। କିଛି ଏଭଳି ଦୃଶ୍ୟ ଦେଖିବାକୁ…

ହାତଦେଇ ଛିଙ୍କିବା ଜରୁରୀ: ବାୟୁମଣ୍ଡଳରେ ମିଶିଥାଏ ୩,୦୦୦ କ୍ଷୁଦ୍ର ଜଳକଣିକା

ଓ୍ବାଶିଂଟନ,୨୩।୩: କରୋନା ମହାମାରୀ ବେଲଗାମ୍‌ ହେବାରେ ଲାଗିଛି। ଇତି ମଧ୍ୟରେ ମୃତ୍ୟୁ ସଂଖ୍ୟା ୧୪ ହଜାର ଟପିଛି। କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବା ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ( ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଏହା ଅନୁସାରେ ଛିଙ୍କିବା…

କରୋନା ଭାଇରସ: ସଂସଦ ଯିବେନାହିଁ ଶିବସେନା ନେତା

ନୂଆଦିଲ୍ଲୀ,୨୩।୩: କରୋନା ଭାଇରସର ଭୟ ଯୋଗୁ ଶିବସେନା ନେତା ସୋମବାର ରାଜ୍ୟ ସଭା କି ଲୋକ ସଭାରେ ଯୋଗ ଦେବେ ନାହିଁ ବୋଲି କହିଛନ୍ତି। ପୂର୍ବରୁ ତ୍ରୁଣମୂଳ କଂଗ୍ରେସର ନେତାମାନେ ସୋମବାର ସଂସଦ ଆସିବେ ନାହିଁ ବୋଲି କହି ସାରିଥିଲେ। ଏପଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?