କରୋନା ଭାଇରସ୍‌

ବିଦେଶରୁ ବାଲେଶ୍ୱରକୁ ଫେରିଲେ ୫: ପ୍ରଶାସନ ପକ୍ଷରୁ କରାଗଲା ସ୍ବାସ୍ଥ୍ୟ ପରୀକ୍ଷା

ବାଲେଶ୍ୱର ଅଫିସ,୨୩।୩: ବିଶ୍ୱବ୍ୟାପୀ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଥିବାବେଳେ ସବୁଦିଗରୁ ପ୍ରଶାସନ ପକ୍ଷରୁ ନଜର ରଖାଯାଇଛି। ଏହି ପରିସ୍ଥିତିରେ ସୋମବାର ବିଦେଶରୁ ବାଲେଶ୍ୱର ଜିଲାକୁ ପୁଣି ୫ ଜଣ ଫେରିଛନ୍ତି। ଏମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା।…

୧୯୨ ଦେଶରେ କରୋନା: ୨୪ ଘଣ୍ଟାରେ ଆମେରିକାରେ ୧୦୦ ମୃତ

ଓ୍ବାଶିଂଟନ,୨୩।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଇତିମଧ୍ୟରେ ଏହା ୧୯୨ ଦେଶରେ ପହଞ୍ଚିଛି। କରୋନା ଯୋଗୁ ପୃଥିବୀରେ ମୃତ୍ୟୁ ସଂଖ୍ୟା ୧୪,୬୧୬ ହୋଇଥିବାବେଳେ ଇଟାଲିରେ ୫୦୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଆମେରିକାରେ ଧୀରେଧୀରେ କରୋନା ସଂକ୍ରମିତଙ୍କ…

କରୋନା କଟକଣା: ୫ ଜିଲା ସହ ୮ ସହରରେ ଲକ୍‌ଡାଉନ୍‌

ଭୁବନେଶ୍ୱର,୨୩।୩(ବ୍ୟୁରୋ): ମହାମାରୀ କରୋନାକୁ ନେଇ ସାରା ବିଶ୍ୱ ଆତଙ୍କିତ। ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଥିବାବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି ଘାତକ ଭୂତାଣୁ ଦମନ ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରି ନ ଥିବା ବେଳେ ସତର୍କତା ଏବଂ…

‘ଲକ୍‌ଡାଉନ ଯଥେଷ୍ଟ ନୁହେଁ’

ନୂଆଦିଲ୍ଲୀ/ଲଣ୍ଡନ,୨୩ା୩: କରୋନା ମୁକାବିଲା ଲାଗି ଲକ୍‌ଡାଉନକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ବିରୋଧ କରିଛି। ଏକସଙ୍ଗେ ଯଥେଷ୍ଟ ଜନସ୍ବାସ୍ଥ୍ୟଜନିତ ପଦକ୍ଷେପ ନିଆ ନ ଗଲେ ଏହି ଭୂତାଣୁ ପରେ ପୁଣି ସକ୍ରିୟ ହୋଇପାରେ ବୋଲି ଡବ୍ଲ୍ୟୁଏଚ୍‌ଓ କହିଛି। ଏହି ସଂସ୍ଥାର ଜରୁରୀ…

କରୋନା କରିଛି ଅଚଳାବସ୍ଥା

ନୂଆଦିଲ୍ଲୀ,୨୩ା୩: କରୋନା ଭାଇରସ୍‌ ସଂକ୍ରମଣ ଭୟାବହ ରୂପ ଧାରଣ କରିଛି। ଏହାକୁ ରୋକିବା ଲାଗି ଅନ୍ୟ ରାଜ୍ୟଗୁଡ଼ିକ ଭଳି ଜାତୀୟ ରାଜଧାନୀ ଦିଲ୍ଲୀରେ ବ୍ୟାପକ ପ୍ରତିଷେଧମୂଳକ ପଦକ୍ଷେପ ନିଆଯାଉଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌…

ଯାତ୍ରୀସେବା ଅବ୍ୟାହତ ରଖିବାକୁ ୩ ଦଫା ଦାବି

ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ବର୍ତ୍ତମାନ ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ଅବ୍ୟାହତ ରଖିବା ଏକ ବଡ଼ ଆହ୍ବାନ ହୋଇଥିବା କହିଛି ରାଜ୍ୟ ବସ୍‌ ମାଲିକ ସଂଘ। ସାଧାରଣ ଲୋକେ ସତର୍କତା ଅବଲମ୍ବନ କରୁଥିବା ବେଳେ ଅତ୍ୟନ୍ତ ଜରୁରୀ…

ହସ୍ପିଟାଲ ଆଇସୋଲେଶନରେ ୨୮

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ଭାଇରସ୍‌ (କୋଭିଡ୍‌-୧୯) ସଂକ୍ରମଣ ଉପରେ ସରକାର କଡ଼ା ନଜର ରଖିଛନ୍ତି। ରବିବାର ସୁଦ୍ଧା ଓଡ଼ିଶାରେ ୭୬ ନମୁନା ପରୀକ୍ଷା ପାଇଁ ପଠାଯାଇଥିବାବେଳେ ସମସ୍ତ ରିପୋର୍ଟ ହସ୍ତଗତ ହୋଇଛି। ସେଥିରୁ ୨ଟି ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଆଉସବୁ…

ସଂକ୍ରମଣ ରୋକିବ ଲକ୍‌ଡାଉନ୍‌

ଭୁବନେଶ୍ୱର,୨୩।୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକ୍ରମେ ରବିବାର ସମଗ୍ର ଦେଶରେ ଜନତା କର୍ଫ୍ୟୁ ଉତ୍ସାହର ସହ ପାଳନ ହୋଇଛି। ଲୋକେ ସ୍ବତଃସ୍ଫୁର୍ତ୍ତ ଭାବେ କରୋନା ସଂକ୍ରମଣର ମୁକାବିଲା କରିବାକୁ ୧୪ ଘଣ୍ଟା ଘରେ ରହି କର୍ଫ୍ୟୁକୁ ସମର୍ଥନ କରିଥିଲେ। କୋଭିଡ୍‌-୧୯ ବା…

‘ସଚେତନ ହେବା, ସୁରକ୍ଷିତ ରହିବା’

ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ମୁକାବିଲା ଲାଗି ଜରୁରୀ ସେବାରେ ନିୟୋଜିତ ଥିବା ଡାକ୍ତର, ନର୍ସ, ସ୍ବାସ୍ଥ୍ୟ ଏବଂ ସଫେଇ କର୍ମଚାରୀ, ପରିବହନ କାର୍ଯ୍ୟରେ ନିୟୋଜିତ ଥିବା ବ୍ୟକ୍ତି, ପୋଲିସ, ଗଣମାଧ୍ୟମ ପ୍ରତିନିଧି ଏବଂ ଅତ୍ୟାବଶ୍ୟକ ଜିନିଷ ଯୋଗାଉଥିବା ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ…

ଲକ୍‌ଡାଉନ୍‌ରେ ଥିଲେ ଠାକୁର: ବାଗ୍‌ଚୀ

ଭୁବନେଶ୍ୱର,୨୩।୩(ବ୍ୟୁରୋ)କରୋନା ଭୂତାଣୁର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଆସନ୍ତା ୨୯ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର ୫ଟି ଜିଲା ସହିତ ୮ଟି ସହରରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ତେବେ ଏହି ଲକ୍‌ଡାଉନ କ’ଣ, ତାକୁ ଅତ୍ୟନ୍ତ ସରଳ ଭାଷାରେ ବୁଝାଇଛନ୍ତି କରୋନା ଭୂତାଣୁ…

ସେବାୟତଙ୍କର ଥର୍ମାଲ ସ୍କ୍ରିନିଂ

ପୁରୀ ଅଫିସ,୨୩।୩: କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ଧର୍ମପୀଠରେ କଟକଣା ଲଗାଇଛନ୍ତି। ଦେବଦେବୀଙ୍କ ସେବାପୂଜା ସ୍ବାଭାବିକ ରହିଥିବାବେଳେ ଭକ୍ତଙ୍କ ଦର୍ଶନ ବନ୍ଦ କରାଯାଇଛି। ଆସନ୍ତା ଏପ୍ରିଲ ପହିଲା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରଖାଯାଇଛି। କେବଳ ସେବାୟତ…

କରୋନା ମୁକାବିଲା ଚିନ୍ତା: ୩୬୫ ନୂଆ ଡାକ୍ତରଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଦିନକୁ ଦିନ ଭୟଙ୍କର ରୂପ ନେଉଥିବା କରୋନା ଭାଇରସ୍‌ ସଂକ୍ରମଣର ମୁକାବିଲା ଲାଗି ସଜାଗ ରହିବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଏ ନେଇ ତ୍ୱରିତ ପଦକ୍ଷେପ ସହ ଆବଶ୍ୟକ ସମସ୍ତ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ କୁହାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?