କରୋନା ଭାଇରସ୍‌

ଆସନ୍ତାକାଲି ରାଜ୍ୟରେ ଖୋଲିବ ଅଙ୍ଗନଓ୍ବାଡି-ପ୍ରାଥମିକ ସ୍କୁଲ

କୋଲକାତା,୧୫।୨: ଦେଶରେ କରୋନା ମାମଲା ହ୍ରାସ ପାଇବା ପରେ ଅନେକ ରାଜ୍ୟରେ ସ୍କୁଲ ଖୋଲିବା ଏବେ ଆରମ୍ଭ ହୋଇଛି। ପଶ୍ଚିମବଙ୍ଗରେ ମଧ୍ୟ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖୋଲିବାକୁ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ଫେବୃଆରୀ ୧୬ରୁ ରାଜ୍ୟରେ ପୁଣିଥରେ…

ଶେଷ ହେଲା କରୋନାର ତୃତୀୟ ଲହର!

ନୂଆଦିଲ୍ଲୀ,୧୫ ।୨: ଦେଶରେ କରୋନା ମହାମାରୀର ତୃତୀୟ ଲହର କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୭,୪୦୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଲଗାତାର ତୃତୀୟ ଦିନରେ ସଂକ୍ରମଣ ସଂଖ୍ୟା ୫୦ ହଜାର ତଳେ ରହିଛି ।…

୧୨-୧୮ ବର୍ଷର କିଶୋରଙ୍କ ପାଇଁ ଖୁବଶୀଘ୍ର ଆସିବ ସ୍ୱଦେଶୀ କରୋନା ଭ୍ୟାକ୍ସିନ

ନୂଆଦିଲ୍ଲୀ,୧୫ ।୨: ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ)ର ବିଷୟ ବିଶେଷଜ୍ଞ କମିଟି(ଏସ୍‌ଇସି) ୧୨ରୁ ୧୮ ବର୍ଷ ବୟସର ପିଲାମାନଙ୍କ ପାଇଁ ବାୟୋଲଜିକାଲ ଇର କୋଭିଡ ୧୯ ଟିକା କାର୍ବେଭ୍ୟାକ୍ସକୁ ଜରୁରୀକାଳିନ ପରିସ୍ଥିତିରେ ବ୍ୟବହାର ପାଇଁ ଅନୁମତି ପ୍ରଦାନ କରିଛନ୍ତି ।…

କାନାଡାରେ ୫୦ ବର୍ଷ ମଧ୍ୟରେ ପ୍ରଥମଥର ଲାଗୁ ହେଲା ଏମରଜେନ୍ସି

ଓଟାୱା,୧୫ ।୨: କାନାଡାରେ କରୋନା ମହାମାରୀକୁ ନେଇ ଲାଗିଥିବା ପ୍ରତିବନ୍ଧକକୁ ବିରୋଧ କରି କରାଯାଉଥିବା ପ୍ରଦର୍ଶନକୁ ରୋକିବା ପାଇଁ ସେଠାରେ ସୋମବାରଠାରୁ ଏମରଜେନ୍ସି ଲାଗୁ କରାଯାଇଛି । ଏଏନ୍‌ଆଇର ସୂଚନା ଅନୁଯାୟୀ, କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଦେଶରେ ଜରୁରୀକାଳୀନ ପରିସ୍ଥିତି…

୧୨୭ ଛାତ୍ରୀଛାତ୍ର ନେଲେ କୋଭିଡ ଟିକା

ହିଞ୍ଜିଳିକାଟୁ,୧୪।୨(ଡି.ଏନ୍‌.ଏ): କରୋନା ମହାମାରୀ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ର଼ଖି ଗତ ୨ବର୍ଷ ହେଲା ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିଥିଲା। ତେବେ କରୋନା ପ୍ରକୋପ ସାମାନ୍ୟ ହ୍ରାସ ହେବା ପରେ ପିଲାଙ୍କ ଭବିଷ୍ୟତକୁ ନଜରରେ ରଖି ରାଜ୍ୟ…

ତୃତୀୟ ଲହର ସହିତ କରୋନା ମହାମାରୀ ଶେଷ ମୁହାଁ …

ନୂଆଦିଲ୍ଲୀ,୧୪ା୨: ଦେଶରେ ବ୍ୟାପିଥିବା କରୋନା ମହାମାରୀର ତୃତୀୟ ଲହର ଏବେ ଶେଷ ମୁହାଁ ହେବାରେ ଲାଗିଛି। ଏହା ସହିତ ଦେଶ କରୋନା ମହାମାରୀ କବଳରୁ ମୁକୁଳିବାର ଆଶା ବଢ଼ି ଚାଲିଛି। ବର୍ତ୍ତମାନ ଦେଶରେ କେବଳ ୧୦୦ ଟି ଜିଲାରେ କରୋନା ପଜିଟିଭିଟି…

ଆଜି ରାଜ୍ୟରେ ୧୦୦୦ ତଳେ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୪ା୨(ବ୍ୟୁରୋ): ସୋମବାର ରାଜ୍ୟରୁ ୮୫୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୭୮,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୦୩ ଜଣ ଚିହ୍ନଟ ହୋଇଥିବା…

ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ, ୧୪।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି…

୪୪% କୋଭିଡ୍‌ ମୃତ୍ୟୁରେ ପ୍ରଭାବିତ ହୋଇଥିଲା ଫୁସ୍‌ଫୁସ୍‌

ମୁମ୍ବାଇ,୧୪।୨: କରୋନା ମହାମାରୀର ତୃତୀୟ ଲହର ବେଳେ ଜାନୁୟାରୀରେ ପ୍ରାଣ ହରାଇଥିବା ରୋଗୀଙ୍କ ମଧ୍ୟରୁ ପ୍ରାୟ ୪୪ ପ୍ରତିଶତଙ୍କ ଫୁସ୍‌ଫୁସ୍‌ କ୍ଷତିଗ୍ରସ୍ତ ହୋଇଥିଲା। ସେମାନଙ୍କଠାରେ ଗୁରୁତର ଶ୍ୱାସକ୍ରିୟା ସମସ୍ୟା ଓ ଅନ୍ୟାନ୍ୟ ଜଟିଳତା ଦେଖାଦେଇଥିଲା ବୋଲି ମହାରାଷ୍ଟ୍ର ସରକାରଙ୍କ କୋଭିଡ୍‌ ମୃତ୍ୟୁ…

‘ଶେଷ ପର୍ଯ୍ୟନ୍ତ ହଟିବୁ ନାହିଁ’

ଅଟାଓ୍ବା, ୧୪ା୨: କୋଭିଡ୍‌ ଟିକାକରଣ ବାଧ୍ୟତାମୂଳକ କରାଯିବା ଏବଂ କରୋନା କଟକଣା ବିରୋଧରେ କାନାଡାରେ ପ୍ରାୟ ୩ ସପ୍ତାହ ହେଲା ଆନ୍ଦୋଳନ ଜାରି ରହିଛି। ‘ଫ୍ରିଡମ୍‌ କନ୍‌ଭେ’ ନାମରେ ଏହି ଆନ୍ଦୋଳନରେ ବହୁ ସଂଖ୍ୟାରେ ଟ୍ରକର୍ସ ସେମାନଙ୍କ ଗାଡ଼ି ଧରି ସାମିଲ…

ଦୈନିକ ସଂକ୍ରମଣ ୫୦ ହଜାର ତଳେ…

ନୂଆଦିଲ୍ଲୀ, ୧୩।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି…

୧ ହଜାର ଉପରେ ଦୈନିକ ସଂକ୍ରମଣ: ଆଜି ୧୧୪୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜ୍ୟରେ ରବିବାର ୧୧୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୪ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୬୯ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୭୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?