କରୋନା ଭାଇରସ୍‌

ଗୋଟିଏ ସପ୍ତାହ ପୂର୍ବରୁ ଲାଗୁ କରିବାର ଥିଲା ‘ଜନତା କର୍ଫ୍ୟୁ’: ସଞ୍ଜୟ ରାଉତ

ମୁମ୍ବାଇ,୨୨।୩: କରୋନା ଭାଇରସର ସଂକ୍ରମଣକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁ ଆହ୍ବାନ ଦେଇଥିଲେ ‘ଜନତା କର୍ଫ୍ୟୁ’ ତାହା ରବିବାର ସାରା ଦେଶରେ ପାଳନ କରାଯାଉଛି। ଲୋକେ ଶାନ୍ତି ଶୃଙ୍ଖଳାର ସହ ଏହା ପାଳନ କରିଥିବା ବେଳେ ଶିବସେନା ନେତା ସଞ୍ଜୟ…

ପୌରାଞ୍ଚଳରେ କରୋନା ମୁକାବିଲା: ରାଜ୍ୟ ସରକାରଙ୍କ ପକ୍ଷରୁ ୨୧ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର,୨୨।୩(ବ୍ୟୁରୋ): ପୌରାଞ୍ଚଳରେ କରୋନା ମୁକାବିଲା ନିମନ୍ତେ ରାଜ୍ୟ ସରକାର ୨୧ କୋଟି ୧୦ଲକ୍ଷ ଚଙ୍କା ମଞ୍ଜୁର କରିଛନ୍ତି। ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଏ ନେଇ ସହରାଞ୍ଚଳ ଉନ୍ନୟନ ସଂସ୍ଥା(ସୁଡା)କୁ ଅବଗତ କରି ତୁରନ୍ତ ଟଙ୍କା ପ୍ରଦାନ କରିବାକୁ…

ଉତ୍ତରାଖଣ୍ଡରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ‘ଜନତା କର୍ଫ୍ୟୁ’

ଡେରାଡୁନ,୨୨।୩: ଉତ୍ତରାଖଣ୍ଡରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ‘ଜନତା କର୍ଫ୍ୟୁ’ ଲାଗୁ ହେବ ବୋଲି ରବିବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ। ଏହି ସମୟରେ ଖାଦ୍ୟ ପଦାର୍ଥ, ଔଷଧ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ମିଳିବାରେ କୌଣସି ଅସୁବିଧା ହେବ ନାହିଁ…

ସୋମବାର ସକାଳ ପର୍ଯ୍ୟନ୍ତ ମହାରାଷ୍ଟ୍ରରେ ପାଳନ ହେବ ‘ଜନତା କର୍ଫ୍ୟୁ’

ମୁମ୍ବାଇ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ରବିବାର ସାରା ଦେଶରେ ପାଳନ କରାଯାଉଛି ‘ଜନତା କର୍ଫ୍ୟୁ’। ଏହି ସମୟରେ ଦେଶବାସୀ ନିଜ ନିଜ ଘରେ ବନ୍ଦ ହୋଇ ରହିଛନ୍ତି। କରୋନାକୁ ସଂକ୍ରମଣରୁ ଅଟକାଇବାକୁ ଏହା ଏକ ବଡ ପଦକ୍ଷେପ ବୋଲି…

୪,୫୦୦ ଟଙ୍କାରେ ଘରୋଇ ଲ୍ୟାବ୍‌ରେ କରୋନା ଟେଷ୍ଟ୍‌: କେନ୍ଦ୍ର ସରକାରଙ୍କ ତାଗିଦ୍‌

ନୂଆଦିଲ୍ଲୀ,୨୨।୩: ଘରୋଇ ଲ୍ୟାବ୍‌ରେ କରୋନା ଟେଷ୍ଟ୍‌ କରିବା ପ୍ରକ୍ରିୟା ରବିବାରଠାରୁ ଆରମ୍ଭ ହୋଇଛି। ତେବେ ଏହି ଟେଷ୍ଟ୍‌ ପାଇଁ ୪,୫୦୦ଟଙ୍କାରୁ ଅଧିକ ନ ନେବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏ ସମ୍ପର୍କରେ…

ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ରାଜଧାନୀରେ ମେଟ୍ରୋ ଟ୍ରେନ୍‌ ସେବା ବନ୍ଦ

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ସହ ଲଢିବାକୁ ଏବେ ସମସ୍ତେ ପ୍ରସ୍ତୁତ। ଏହାର ଭୟାବହତା ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏହାକୁ ନେଇ ସାରା ବିଶ୍ୱ ଏକ ପ୍ରକାର ଠପ୍‌ ହୋଇଯାଇଛି କହିଲେ ଚଳେ। ମହାମାରୀ କରୋନା ଦାଉରୁ ରକ୍ଷା…

କରୋନା ଭାଇରସ: ବ୍ରିଟେନ୍‌ରେ ୧୫ ଲକ୍ଷ ଲୋକଙ୍କୁ ୩ ମାସ ଘରେ ରହିବାକୁ କୁହାଗଲା!

ଲଣ୍ଡନ,୨୨।୩: କରୋନା ଭାଇରସ ଚାଇନା ପରେ ଏବେ ୟୁରୋପରେ ତା’ର କାୟା ବିସ୍ତାର କରି ଚାଲିଛି। ଇଟାଲିରେ ତାଣ୍ଡବ ରଚିଥିବା କରୋନା ଫ୍ରାନ୍ସ, ଜର୍ମାନୀ ଓ ସ୍ପେନରେ ମଧ୍ୟ ତା’ର ଉଗ୍ର ରୂପକୁ ପ୍ରକାଶ କରିଛି। ସେହିପରି ବ୍ରିଟେନରେ ୫ହଜାର ଲୋକ…

ଦକ୍ଷିଣ କୋରିଆ ତିଆରି କରୁଛି କରୋନା କିଟ୍‌: ୧୦ ମିନିଟ୍‌ରେ ମିଳିବ ରିପୋର୍ଟ !

ସିଓଲ,୨୨।୩: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ସଂକ୍ରମିତଙ୍କଠାରେ ଭୂତାଣୁ ଚିହ୍ନଟ ପାଇଁ କରାଯାଉଥିବା ପରୀକ୍ଷାରେ ଅଧିକ ସମୟ ଲାଗୁଛି। ଫଳରେ ଏହାକୁ ରୋକିବାରେ ବାଧା ସୃଷ୍ଟି ହେଉଛି। ତେବେ ଭୂତାଣୁ ଚିହ୍ନଟ…

୪୫ ମିନିଟ୍‌ରେ ହେବ କରୋନା ଚିହ୍ନଟ: ଆମେରିକା ଦେଲା ଅନୁମତି

ଓ୍ବାଶିଂଟନ,୨୨।୩: ମହାମାରୀ କରୋନା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହାର ଚିହ୍ନଟ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଲାଗି ଆମେରିକା ଅନୁମତି ଦେଇଛି। ମାତ୍ର ୪୫ ମିନିଟ୍‌ ମଧ୍ୟରେ କରୋନା ସଂକ୍ରମଣ ସମ୍ପର୍କରେ ଏହି ରାପିଡ୍‌ ଟେଷ୍ଟ୍‌ ଦ୍ୱାରା ଜଣାପଡ଼ିବ। ଫଳରେ କମ…

କରୋନା ଭାଇରସ: ଚିକିତ୍ସା ସମୟରେ ସହଯୋଗ କରୁ ନାହାନ୍ତି କନିକା!

ଲକ୍ଷ୍ନୌ,୨୨।୩: ବଲିଉଡ୍‌ ଗାୟିକା କନିକା କପୁରଙ୍କ ନିକଟରେ କରୋନା ପଜିଟିଭ୍‌ ମିଳିବା ପରେ ସବୁଠି ଚର୍ଚ୍ଚା ଆରମ୍ଭ ହୋଇଯାଇଥିଲା। କାରଣ ଲଣ୍ଡନରୁ ଫେରିବା ପରେ କନିକା ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଏକ ପାର୍ଟିରେ ଯୋଗ ଦେଇଥିବା ବେଳେ ସେଠାରେ ବହୁ ରାଜନେତା ଓ…

ଝାରସୁଗୁଡ଼ା, ବ୍ରଜରାଜନଗରରେ ଲକ୍‌ଡାଉନ୍‌: ରାସ୍ତାଘାଟ ଶୂନ୍‌ଶାନ, ବଜାର ଫାଙ୍କା

ଝାରସୁଗୁଡା ଅଫିସ,୨୨।୩- କରୋନା ଭୁତାଣୁର ସଂକ୍ରମଣକୁ ରୋକିବା ପାଇଁ ରବିବାର ଦିନିକିଆ ଜନତା କର୍ଫ୍ୟୁ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଅନୁରୋଧ କରିଥିଲେ। ଏହାଛଡ଼ା ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ଜିଲା ଓ ବିଭିନ୍ନ ସହର ସମେତ ଝାରସୁଗୁଡା…

କରୋନାକୁ ଡରିଲେ ‘ବାହୁବଳୀ’: ଆଇସୋଲେଶନରେ ୧୪ ଦିନ

ମୁମ୍ବାଇ: କରୋନା ଭୟ ଏବେ ସମସ୍ତଙ୍କୁ। ସାରା ବିଶ୍ୱରେ ଏହା କାୟା ବିସ୍ତାର କରି ସାରିଥିବା ବେଳେ ଭାରତରେ ବି କରୋନା ତା’ର ଉପସ୍ଥିତି ଜାହିର କରି ସାରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜନତା କର୍ଫ୍ୟୁ ଘୋଷଣା କରିଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri