କରୋନା ଭାଇରସ୍‌

ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମସ୍ତ ପାସେଞ୍ଜର ଟ୍ରେନ୍‌ ବାତିଲ

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଇଣ୍ଡିଆନ୍‌ ରେଲଓ୍ବେ ବଡ ପଦକ୍ଷେପ ନେଇଛି। ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମସ୍ତ ପାସେଞ୍ଜର ଟ୍ରେନକୁ ବାତିଲ କରାଯାଇଥିବା ସୂଚନା ଦିଆଯାଇଛି। ଯେଉଁ ଟ୍ରେନ୍‌ ଗୁଡିକର ଯାତ୍ରା ଶେଷ ହୋଇଛି ସେଗୁଡିକୁ ଅଟକାଇ ରଖାଯାଇଛି। ଏବେସୁଦ୍ଧା…

କରୋନା ହେଲେ ବେଲଗାମ: ୩ ମାସରେ ଆମେରିକାରେ ୯୪ ଲକ୍ଷ ଲୋକ ହେବେ ସଂକ୍ରମିତ !

ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣ ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଆମେରିକାରେ ଧୀରେଧୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସରକାର କରୋନା ନିୟନ୍ତ୍ରଣ ପାଇଁ ପ୍ରୟାସ ଜାରି ରଖିଛନ୍ତି। ଏକ ସର୍ଭେ ରିପୋର୍ଟରେ ଦର୍ଶାଯାଇଛି ଯେ, ଆମେରିକାରେ…

କଶ୍ମୀରଠାରୁ କନ୍ୟା କୁମାରୀ ସବୁଠି ‘ଜନତା କର୍ଫ୍ୟୁ’: ଏପଟେ ସଂକ୍ରମିତଙ୍କ ସଂଖ୍ୟା ୩୪୧

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ଏବେ ଭାରତରେ ବି ତା’ର ଉପସ୍ଥିତିକୁ ସୁଦୃଢ କରିବାରେ ଲାଗିଛି। ଏହାକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ରବିବାର ପାଳନ କରାଯାଉଛି ‘ଜନତା କର୍ଫ୍ୟୁ’। ଫଳରେ କଶ୍ମୀରଠାରୁ ଆରମ୍ଭ କରି କନ୍ୟା କୁମାରୀ ପର୍ଯ୍ୟନ୍ତ…

ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪କୁ ବୃଦ୍ଧି

ମୁମ୍ବାଇ,୨୨।୩: ଡରାଇଲାଣି କରୋନା। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଲୋକେ ଭୟଭୀତ ହୋଇ ଯାଇଛନ୍ତି। ରବିବାର ସାରା ଦେଶରେ ‘ଜନତା କର୍ଫ୍ୟୁ’ ଲାଗୁ କରାଯାଇଥିବା ବେଳେ ସବୁଠି ଖାଁ ଖାଁ ପରିବେଶ ଦେଖିବାକୁ ମିଳିଛି। ଏପଟେ ମହାରାଷ୍ଟ୍ରରେ…

କରୋନା ଭାଇରସ: ବିହାରରେ ୩୮ ବର୍ଷ ବୟସ୍କ ଯୁବକଙ୍କ ମୃତ୍ୟୁ

ପାଟନା,୨୨।୩: ଦେଶରେ କରୋନା ଭାଇରସର ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ବିହାରରେ ଜଣେ ୩୮ ବର୍ଷ ବୟସ୍କ ଯୁବକଙ୍କ ମୃତ୍ୟୁ ପରେ ଏବେ ଏହି ସଂଖ୍ୟା ୬ରେ ପହଞ୍ଚିଛି। ଅସୁସ୍ଥ ଥିବା ଯୁବକ ଜଣଙ୍କୁ ପାଟନାର ଏମ୍ସରେ ଭର୍ତ୍ତି କରାଯାଇଥିଲା। ତେବେ…

କରୋନା ଗୁଜବ ପ୍ରଚାର କରି ଶିକ୍ଷକ ଗିରଫ

ରାୟଗଡ଼ା ଅଫିସ,୨୨ା୩: କରୋନାକୁ ନେଇ ଗୁଜବ ପ୍ରଚାର କରିବା ପରେ ଜଣେ ଶିକ୍ଷକ ଗିରଫ ହେବା ଘଟଣା ରାୟଗଡ଼ା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ସୋସିଆଲ ମିଡ଼ିଆରେ କରୋନାକୁ ନେଇ ମିଥ୍ୟା ପ୍ରଚାର କରିବା ଅଭିଯୋଗରେ ରାୟଗଡ଼ା ଟାଉନ ପୋଲିସ ସଂପୃକ୍ତ…

ପଞ୍ଜାବକୁ ଲକ୍‌ଡାଉନ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୨।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରୁ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ରବିବାର ସମ୍ପୂର୍ଣ୍ଣ ରାଜ୍ୟକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ପ୍ରଥମେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରାଜ୍ୟକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରିବା…

ମୋଦିଙ୍କ ନିବେଦନ ସହର ଛାଡି ଗାଁକୁ ଯାଆନ୍ତୁ ନାହିଁ

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସର ଭୟାବହତାକୁ ଦେଖି ଦେଶର ଅଧିକାଂଶ ସହରକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଲୋକଙ୍କ ପେଟପାଟଣା ଉପରେ ଏହାର ପ୍ରଭାବ ପଡିଛି। ଏହାକୁ ଦେଖି ସହରରେ ରହି କାମ କରୁଥିବା ଅଧିକାଂଶ ଲୋକେ ଏବେ ଗାଁ ମୁହାଁ ହୋଇଛନ୍ତି।…

କରୋନା ନେଲା ଆଉ ଏକ ମୁଣ୍ଡ

ମୁମ୍ବାଇ,୨୨।୩: କରୋନା ଭାଇରସ ଏବେ ଆଉ ଏକ ମୁଣ୍ଡ ନେଇଛି। ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସର୍ବାଧିକ ଥିବା ବେଳେ ରବିବାର ସକାଳେ ସେଠାରେ ୬୩ ବର୍ଷ ବୟସ୍କ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏହାକୁ ନେଇ ଏବେ ଦେଶରେ…

ରୋମରେ ଥିବା ୨୬୩ ଭାରତୀୟଙ୍କୁ ନେଇ ଦିଲ୍ଲୀ ପହଞ୍ଚିଲା ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ଏବେ ଇଟାଲିରେ କାୟା ବିସ୍ତାର କରି ଚାଲିଛି। ଚାଇନାର ମୃତ୍ୟୁହାରକୁ ଟପି ଗଲାଣି ଇଟାଲିର କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର। ଏବେ ଇଟାଲିରେ ୪ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ, ବେଳକୁ ବେଳ ସଂକ୍ରମିତଙ୍କ…

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୩୨୪

ନୂଆଦିଲ୍ଲୀ,୨୨।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ତା କବଳକୁ ନେଇ ସାରିଲାଣି। ସବୁ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସମୟ କ୍ରମେ ବଢିବାରେ ଲାଗିଛି। ରବିବାର ସକାଳ ସୁଦ୍ଧା ଆମ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା…

ମୁଁ ଘରେ ରହି କାମ କରୁଛି ଆପଣମାନେ ବି ‘ଜନତା କର୍ଫ୍ୟୁ’କୁ ସହଯୋଗ କରନ୍ତୁ: ରାଜନାଥ

ନୂଆଦିଲ୍ଲୀ,୨୨।୩: ସାରା ଦେଶରେ ରବିବାର ପାଳନ କରାଯାଇଛି ‘ଜନତା କର୍ଫ୍ୟୁ’। କରୋନା ଭାଇରସର ଭୟାବହତାକୁ ଦେଖି ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ କ୍ରମେ ‘ଜନତା କର୍ଫ୍ୟୁ’ ପାଳନ କରାଯାଉଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦେଶବାସୀଙ୍କୁ କହିଛନ୍ତି ମୁଁ ଘରେ ବସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?