କରୋନା ଭାଇରସ୍‌

୨୦ରୁ ଊର୍ଦ୍ଧ୍ୱ ଦେଶରେ ଲକ୍‌ଡାଉନ୍‌: ୧୨୦କୋଟି ଲୋକ ଘରେ ବନ୍ଦ

ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ପୃଥିବୀରେ ୨୦ଟିରୁ ଅଧିକ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଚାଇନା, ଇଟାଲି, ସ୍ପେନ୍‌, ଫ୍ରାନ୍ସ୍‌, ଆୟର୍ଲାଣ୍ଡ୍‌, ଡେନମାର୍କ, ଏଲ୍‌-ସାଲଭେଡର, ଜର୍ମାନୀ, ବ୍ରିଟେନ୍‌, ବେଲଜିଅମ୍‌, ଆର୍ଜେଣ୍ଟିନା, ଭାଟିକାନ୍‌ ସିଟି, ନରଓ୍ବେ, ଇରାନ, ଦକ୍ଷିଣକୋରିଆ, ହଂକଂ,…

୬ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା: ଭିଲଓ୍ବାଡ଼ାରେ କର୍ଫ୍ୟୁ

ଆଜମେର/ଜୟପୁର,୨୨।୩: ରାଜସ୍ଥାନର ଭିଲଓ୍ବାଡ଼ାରେ ୬ ଜଣ ସ୍ବାସ୍ଥ୍ୟକର୍ମୀଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ସେଠାରେ ଶୁକ୍ରବାର ସନ୍ଧ୍ୟାରୁ କର୍ଫ୍ୟୁ ଜାରି ହୋଇଛି। ପ୍ରଶାସନିକ ଅଧିକାରୀମାନେ ସର୍ବସାଧାରଣ ସ୍ଥାନକୁ ଯାଇ ଲୋକମାନଙ୍କୁ ସେଠାରୁ ହଟାଇବା ସହ ବିଭିନ୍ନ ଜିଲାରୁ…

ଚାଇନାରେ ତିନିଦିନରେ ନୂଆ ରୋଗୀ ଚିହ୍ନଟ ହୋଇନାହାନ୍ତି

ବେଜିଂ,୨୨।୩(ପି.ଟି.): କରୋନା ଭୂତାଣୁ ସୃଷ୍ଟି ହୋଇଥିବା ଚାଇନାରେ କ୍ରମାଗତ ତୃତୀୟ ଦିନରେ ବି ଜଣେ ହେଲେ ନୂଆ ରୋଗୀ ଚିହ୍ନଟ ହୋଇନାହାନ୍ତି। କରୋନା ସଂକ୍ରମଣକୁ ଚାଇନା ସଫଳତାର ସହ ମୁକାବିଲା କରିପାରିଥିବା କୁହାଯାଉଛି। ତେବେ ହୁବେଇ ପ୍ରଦେଶରେ ୭ ଜଣ ରୋଗୀଙ୍କ…

୧୨ ରେଳଯାତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୨୨।୩(ପି.ଟି.): ଦୁଇଟି ଟ୍ରେନରୁ ୧୨ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ଗତ ୧୩ ତାରିଖରେ ଏପି ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ୮ ଜଣ ଦିଲ୍ଲୀରୁ ରାମଗୁଣ୍ଡମ୍‌ ଯାଉଥିଲେ। ୧୬ ତାରିଖରେ ଅନ୍ୟ ୪ ଜଣ ଗୋଦାନ ଏକ୍ସପ୍ରେସରେ…

ଜନତା କର୍ଫ୍ୟୁ ପୂର୍ବରୁ ଦେଶବାସୀଙ୍କୁ ମୋଦିଙ୍କ ଆହ୍ବାନ: ସତର୍କ ହୁଅ, ଭୟ କରନି

ନୂଆଦିଲ୍ଲୀ,୨୨।୩: ଜନତା କର୍ଫ୍ୟୁ ପାଳନର ଦିନକ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପୁଣିଥରେ ଦେଶବାସୀଙ୍କ ସହଯୋଗ ଲୋଡ଼ିଛନ୍ତି। କରୋନା ସଂକ୍ରମଣ ରୋକିବା ଦିଗରେ ସତର୍କ ରୁହନ୍ତୁ କିନ୍ତୁ ଭୟଭୀତ ହୁଅନ୍ତୁ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଲୋକମାନଙ୍କୁ ଘରେ ରହିବା…

ମେ ୨୮ ପର୍ଯ୍ୟନ୍ତ ପେସାଦାର କ୍ରିକେଟ ସ୍ଥଗିତ ରଖିଲା ଇସିବି

ଲଣ୍ଡନ,୨୧।୩(ପି.ଟି.): ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ସମସ୍ତ ପେସାଦାର କ୍ରିକେଟ ଟୁର୍ନାମେଣ୍ଟକୁ ମେ ୨୮ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି। କୋଭିଡ୍‌-୧୯ ଭୟାବହତା ଯୋଗୁ ନୂଆ ସିଜନ ଆରମ୍ଭ ହେବାରେ ବିଳମ୍ବ ହେବ। ପ୍ରଥମ ଶ୍ରେଣୀ…

କ୍ୱାରାଣ୍ଟାଇନ ନିୟମ ଭାଙ୍ଗିଲେ ମେରୀକମ୍‌

ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ ଯୋଗୁ ପୂରା ବିଶ୍ୱ ଚିନ୍ତିତ। ବିଦେଶ ଫେରନ୍ତା ଯାତ୍ରୀଙ୍କୁ ୧୪ ଦିନ ପାଇଁ କ୍ୱାରାଣ୍ଟାଇନରେ ରଖିବାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟଏଚ୍‌ଓ) ଓ ବିଭିନ୍ନ ଦେଶର ସରକାରଙ୍କ ପକ୍ଷରୁ କୁହାଯାଇଛି। ଏହି ନିୟମକୁ ଭଙ୍ଗ କରିଛନ୍ତି ୬…

କରୋନା ଭାଇରସ୍‌ରୁ ରକ୍ଷା ପାଇଁ ତାରାତାରିଣୀ ପୀଠରେ ପୂଜାର୍ଚ୍ଚନା

ପୁରୁଷୋତ୍ତମପୁର,୨୧।୩(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ ଦେଖା ଦେଇଥିବା ମହାମାରୀ କରୋନା ଭାଇରସ୍‌ ଆତଙ୍କକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ଥିବାବେଳେ ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଶନିବାର ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡ୍ଡୀଙ୍କ ତତ୍ତ୍ୱାବଧାନରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି।…

ଅଟୋ ଚଳାଚଳ ଉପରେ କଟକଣା: ଭଦ୍ରକ, ବାଲେଶ୍ୱର ଲକ୍‌ଡାଉନ

ଭଦ୍ରକ ଅଫିସ/ବାଲେଶ୍ୱର ଅଫିସ,୨୧।୩: ରାଜ୍ୟ ସରକାରଙ୍କ ପକ୍ଷରୁ ୫ ଜିଲା ଓ ୮ ସହରରେ ଲକ୍‌ଡାଉନ୍‌ ଘୋଷଣା କରାଯିବା ପରେ ଭଦ୍ରକ ଓ ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ୨୨ରୁ ୨୯ ତାରିଖ ରାତି ୯ଟା ପର୍ଯ୍ୟନ୍ତ…

ବିଡିଓଙ୍କୁ ଦାୟିତ୍ୱରୁ ହଟାଇଲେ ଜିଲାପାଳ

ଦାରିଙ୍ଗବାଡ଼ି,୨୧।୩(ଡି.ଏନ୍‌.ଏ.): କନ୍ଧମାଳ ପ୍ରଶାସନ ପକ୍ଷରୁ କରୋନାକୁ ପ୍ରତିହତ କରିବା ପାଇଁ ଜିଲାରେ ୧୪୪ ଧାରା ଜାରି କରାଯାଇଛି। ଏଥିପାଇଁ ସମସ୍ତ ଦୋକାନବଜାର ବନ୍ଦ କରାଯିବା ସହ ସ୍ଥାନୀୟ ପ୍ରଶାସନ ମାଧ୍ୟମରେ ଏହାକୁ ପ୍ରତିହତ ପାଇଁ ପ୍ରଚେଷ୍ଟା ଜାରିରହିଛି। ମାତ୍ର ଦାରିଙ୍ଗବାଡ଼ିରେ ନୂତନ…

କରୋନା ପାଇଁ କଡ଼ା ପଦକ୍ଷେପ: ଭାରୀଯାନ ଉପରେ ରୋକ୍‌ ଲଗାଇଲା ପରିବହନ ବିଭାଗ

ବଡ଼ବିଲ,୨୧।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଅତିରିକ୍ତ ଆଞ୍ଚଳିକ ପରିବହନ ବିଭାଗ କରୋନା ନିମନ୍ତେ ଶନିବାରଠାରୁ କଡ଼ା ପଦକ୍ଷେପ ଗ୍ରହଣ କରିଛି। ପୌରାଞ୍ଚଳରେ ଯାତାୟାତ କରୁଥିବା ଘରୋଇ ଯାନ ବ୍ୟତୀତ ଭାରୀଯାନ( ବସ୍‌ ଓ ଟ୍ରକ), ଟ୍ୟାକ୍ସି, ଅଟୋ ଆଦି ଉପରେ ରୋକ୍‌…

କରୋନା କଟକଣା: ବିଭିନ୍ନ ହୋଟେଲ, ଫାଷ୍ଟଫୁଡ୍‌, ଉଠାଦୋକାନ ବନ୍ଦ

ବଡ଼ବିଲ,୨୧।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ପୌର ପ୍ରଶାସନ କରୋନା ନିମନ୍ତେ କଡ଼ା ପଦକ୍ଷେପ ନେଇଛି। ଜିଲାରେ ୧୪୪ ଧାରା ଲାଗୁ ସତ୍ତ୍ୱେ ଜନସମାଗମ ଏଡ଼ାଇବା ସମ୍ଭବ ହୋଇପାରୁ ନ ଥିବାରୁ ଶନିବାରଠାରୁ ବିଭିନ୍ନ ହୋଟେଲ, ରାସ୍ତାକଡ଼ ଫାଷ୍ଟଫୁଡ୍‌, ଗୁପ୍‌ଚୁପ୍‌ ଠେଲା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?