କରୋନା ଭୟରେ ଟ୍ରେନ୍ ସିଟ୍ ସଫା କଲେ ରବୀନା
କରୋନାକୁ ନେଇ ସମସ୍ତଙ୍କ ମନରେ ଭୟ। ଏ ନେଇ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ୍ କଳାକାର ପର୍ଯ୍ୟନ୍ତ କେହି ହେଲେ ଘରୁ ବାହାରକୁ ବାହାରୁ ନାହାନ୍ତି। ଅଭିନେତ୍ରୀ ରବୀନା ଟଣ୍ଡନ କରୋନା ଭୟରେ ଟ୍ରେନ୍ ସିଟ୍ ସଫା କରୁଥିବା ଦେଖିବାକୁ…
ସଂକ୍ରମଣ ବ୍ୟାପିଲେ ସମ୍ଭାଳି ହେବନାହିଁ: ଏଥିଲାଗି ଜନତା କର୍ଫ୍ୟୁ ଗୋଟିଏ ଦିନ, ଲକ୍ଡାଉନ୍ ସାତ ଦିନ
ଭୁବନେଶ୍ୱର,୨୧।୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ଜନତା କର୍ଫ୍ୟୁ’ ପାଇଁ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରବିବାରଠାରୁ ଲକ୍ଡାଉନ୍ ପାଇଁ ଘୋଷଣା କରିଛନ୍ତି। ଉଭୟଙ୍କ ମଧ୍ୟରେ ତଫାତ ରହିଛି। ଜନତା କର୍ଫ୍ୟୁ ଗୋଟିଏ ଦିନ ପାଇଁ ଚାଲିବାକୁ ଥିବା…
କରୋନାକୁ ନକ୍ ଡାଉନ୍ ପାଇଁ ଲକ୍ ଡାଉନ୍: ବାଗ୍ଚୀ
ଭୁବନେଶ୍ୱର,୨୧।୩(ବ୍ୟୁରୋ): କରୋନା ସହ ଦୀର୍ଘ ୬ ମାସର ଯୁଦ୍ଧ। ଆହୁରି ୧୭୨ ଦିନ ବାକି। କରୋନା ଭାଇରସ୍କୁ ନକ୍ ଡାଉନ୍ ପାଇଁ ଲକ୍ ଡାଉନ୍ କରିବା ଲାଗି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ୱାରା ରାଜ୍ୟର ୪୦% ଜନସଂଖ୍ୟା ପ୍ରଭାବିତ ହେବେ। ହେଲେ…
ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ; କଟକଣା ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧।୩(ବ୍ୟୁରୋ): ସାଢ଼େ ୪ କୋଟି ଓଡ଼ିଆ ମୋ ପରିବାର। ପ୍ରତିଟି ଓଡ଼ିଶାବାସୀଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ। ସେମାନଙ୍କର ସୁରକ୍ଷା ମୋର ବଡ଼ ଦାୟିତ୍ୱ। ରାଜ୍ୟ ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ନେଇ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏଥିରେ ସହଯୋଗ…
କରୋନା ନେଇ ଜରୁରୀ ବୈଠକ: କାର୍ଯ୍ୟରେ ଅବହେଳା ନେଇ ଏଏନ୍ଏମ୍ଙ୍କୁ ନିଲମ୍ବନ କଲେ ଜିଲାପାଳ
ଭବାନୀପାଟଣା,୨୧।୩(ଡି.ଏନ୍.ଏ.): ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏଭଳି ପରିସ୍ଥିତିରେ ଜରୁରୀ ବୈଠକ ହୋଇ କରୋନା ମୁକାବିଲା ଲାଗି ଆଲୋଚନା ହେଉଥିଛି। ଏଥିରେ ଅବହେଳା ପ୍ରଦର୍ଶନ…
ମା’ ମାଣିକେଶ୍ୱରୀ ମନ୍ଦିର ସମେତ ଅନ୍ୟାନ୍ୟ ମନ୍ଦିରରେ ଭକ୍ତଙ୍କ ଦର୍ଶନରେ କଟକଣା: ଦାଦନଙ୍କୁ ଷ୍ଟେଶନରେ ଯାଞ୍ଚ
ଭବାନୀପାଟଣା,୨୧।୩(ଡି.ଏନ୍.ଏ.): କରୋନା ପ୍ରତିଷେଧକ ନେଇ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବାବେଳେ କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ଦର୍ଶନ ନିମନ୍ତେ ସମୟ ପରିବର୍ତ୍ତନ କରାଯାଇଛି। ଏହା ସହ ଅନ୍ୟାନ୍ୟ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପାଇଁ କଟକଣା କଡ଼ାକଡ଼ି କରାଯାଇଛି।…
‘ତାଳି ନ ବଜାଇ ଆର୍ଥିକ ପ୍ୟାକେଜ୍ର ଘୋଷଣା କରନ୍ତୁ ସରକାର’: ରାହୁଲ
ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ କବଳରେ ଏବେ ସାରା ବିଶ୍ୱ। ଭାରତରେ ମଧ୍ୟ କରୋନାର ପ୍ରଭାବ କିଛି କମ୍ ନାହିଁ। ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୩ଶହ ହୋଇଥିବା ବେଳେ ୪ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଏପରି ସ୍ଥଳେ…
ଭବାନୀପାଟଣା ମ୍ୟାରେଜ ପ୍ୟାଲେସରେ ଚଢ଼ାଉ ପରେ ସିଲ୍ : ମାଲିକ ଅଟକ
ଭବାନୀପାଟଣା,୨୧।୩(ଡି.ଏନ୍.ଏ.): କରୋନା ମୁକାବିଲା ଗାଇଡଲାଇନ ଅନୁସାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ମ୍ୟାରେଜ ପ୍ୟାଲେସରେ ପୋଲିସ ଚଢ଼ାଉ କରିଛି। ମ୍ୟାରେଜ ପ୍ୟାଲେସ ମାଲିକ ପ୍ରକାଶ ଅଗ୍ରଓ୍ବାଲଙ୍କୁ ପୋଲିସ ଅଟକ ରଖିଥିବା ସହ ତାଙ୍କୁ ନୋଟିସ ଜାରି ରହିଛି। ଶନିବାର ମ୍ୟାରେଜ ପ୍ୟାଲେସକୁ…
କରୋନା ସଂକ୍ରମଣ ରୋକିବାକୁ ରାସାୟନିକ ପଦାର୍ଥ ଚିହ୍ନଟ, ଔଷଧ ପ୍ରସ୍ତୁତିରେ ହୋଇପାରେ ସହାୟକ
ଟେନିସି: କରୋନା ଭାଇରସ୍ କ୍ଷୀପ୍ର ବେଗରେ ବଢ଼ିଚାଲିଥିବାରୁ ଏହାକୁ କେମିତି ରୋକାଯାଇପାରିବ ସେନେଇ ବୈଜ୍ଞାନିକମାନେ ରାତିଦିନ ଲାଗିଛନ୍ତି। ଏଥିପାଇଁ ବୈଜ୍ଞାନିକମାନେ ବିଶ୍ୱର ଦ୍ରୁତତମ ସୁପର କମ୍ପ୍ୟୁଟର ଶିଖର ସମ୍ମିଳନୀର ସାହାଯ୍ୟ ନେଇଛନ୍ତି। ଏହା ୭୭ଟି ରାସାୟନିକ ପଦାର୍ଥକୁ ଚିହ୍ନଟ କରିଛି। ଯାହା…
‘ଜନତା କର୍ଫ୍ୟୁ’ ଭୟରେ ଦିନକ ପୂର୍ବରୁ କଲେ ବିବାହ
ଥାଣେ,୨୧।୩: ଗୋଟିଏ ପଟେ କରୋନା ଭାଇରସ ସଂକ୍ରମଣର ଭୟ। ଅନ୍ୟପଟେ ମାର୍ଚ୍ଚ ୨୨ରେ ‘ଜନତା କର୍ଫ୍ୟୁ’। ଏସବୁକୁ ଦେଖି ଥାଣେର ଏକ ଦମ୍ପତି ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ମାର୍ଚ୍ଚ ୨୧ରେ ବିବାହ କରିଥିବା ଜଣାପଡିଛି। ବର ରୁପେଶ…
ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ଶହରୁ ଊର୍ଦ୍ଧ୍ୱ: ଲକ୍ଡାଉନ୍ ପାଇଁ ରାଜି ନୁହଁନ୍ତି ଇମ୍ରାନ
ଇସ୍ଲାମାବାଦ,୨୧।୩: କରୋନା ଭାଇରସ କବଳରେ ପାକିସ୍ତାନ। ଏବେ ସେଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦୧ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ସିନ୍ଧ ଅଞ୍ଚଳରେ ସର୍ବାଧିକ ୨୫୨ ଜଣ କରୋନାରେ ସଂକ୍ରମିତ ହୋଇଥିବା ବେଳେ ଏବେ ଏହା ବୃଦ୍ଧି…
ଲକ୍ଡାଉନ୍ ସ୍ଥିତି: ବାଲ୍କୋନିରେ ବିବାହ କଲେ ଏହି ଯୋଡ଼ି, ଝରକା ପଟେ ଶୁଭେଚ୍ଛା ଜଣାଇଲେ ପଡ଼ୋଶୀ
ସ୍ପେନ୍: ସମଗ୍ର ବିଶ୍ୱରେ କରୋନା ଭାଇରସ୍ କାୟା ବିସ୍ତାର କରିଚାଲିଥିବା ବେଳେ ଅଧିକାଂଶ ଦେଶରେ ଲକ୍ଡାଉନ୍ ଜାରି କରାଯାଇଛି। ବିବାହ ପରି ସାମାଜିକ କାର୍ଯ୍ୟକ୍ରମ ପ୍ରତି ମଧ୍ୟ କଟକଣା ରହିଛି। ଏହାକୁ ଦୃଷ୍ଟିରେ ରଖି ସ୍ପେନ୍ର ଏକ ଯୋଡ଼ି ଶୁକ୍ରବାର ବାଲ୍କୋନିରେ…
Archives


