କରୋନା ଭାଇରସ୍‌

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ମାର୍ଚ୍ଚ ୨୨ରୁ ୨୯ ଯାଏ ୫ ଜିଲା ସମ୍ପୂର୍ଣ୍ଣ ‘ଲକ୍‌ଡାଉନ୍‌’

ଭୁବନେଶ୍ୱର, ୨୧।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପ୍ରତିକାରମୂଳକ ବ୍ୟବସ୍ଥା ସ୍ବରୂପ ମାର୍ଚ୍ଚ ୨୨ରୁ ୨୯ତାରିଖ ପର୍ଯ୍ୟନ୍ତ ୫ଟି ଜିଲାକୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ଜିଲାଗୁଡିକ ହେଲା ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡ଼ା ଓ ଅନୁଗୋଳ।...

କରୋନା ମୋହର ଲାଗିଥିବାରୁ ଟ୍ରେନରୁ ଦମ୍ପତିଙ୍କୁ ଓହ୍ଲାଇ ଦିଆଗଲା

ନୂଆଦିଲ୍ଲୀ,୨୧।୩: ସିକନ୍ଦରାବାଦରୁ ବେଙ୍ଗାଲୁରୁ-ଦିଲ୍ଲୀ ରାଜଧାନୀ ଏକ୍ସପ୍ରେସରେ ଯାତ୍ରା କରୁଥିବା ଦମ୍ପତିକୁ କରୋନା ଭୟରେ ଓହ୍ଲାଇ ଦେବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଟ୍ରେନରେ ଦମ୍ପତି ସକାଳୁ ସକାଳୁ ତେଲେଙ୍ଗାନାର କାଜିପଟ ପହଞ୍ଚିବା ପରେ ପୁରୁଷଙ୍କ ହାତରେ କରୋନା ମୋହର...

କରୋନାରେ ସବୁଠାରୁ କନିଷ୍ଠ ମହିଳାଙ୍କ ମୃତ୍ୟୁ

ଓ୍ବାରସା,୨୧।୩: କରୋନା ଭାଇରସ୍‌ର ପ୍ରକୋପ ସାରା ବିଶ୍ୱରେ ଜାରି ରହିଛି। ଇଟାଲିରେ କରୋନା ଭାଇରସ୍‌ରେ ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ମହାମାରୀରେ ସର୍ବାଧିକ ମୃତ୍ୟୁ ସଂଖ୍ୟା ବୟସ୍କଙ୍କ ହେଉଥିବା ବେଳେ ପୋଲାଣ୍ଡରେ ଜଣେ ସୁସ୍ଥ...

କନିକା କପୁରଙ୍କ ସଂସ୍ପର୍ଶରେ ଆସିଥିବା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ନେଗେଟିଭ

ଲକ୍ଷ୍ନୌ,୨୧।୩: କରୋନା ଭାଇରସକୁ ନେଇ ବଲିଉଡ୍‌ ଗାୟିକା କନିକା କପୁରଙ୍କ ରିପୋର୍ଟ ନେଗେଟିଭ୍‌ ଆସିବା ପରେ ସବୁଆଡେ ହଇଚଇ ସୃଷ୍ଟି ହୋଇଥିଲା। କାରଣ ଏହି ବଲିଉଡ୍‌ ସେଲିବ୍ରିଟି ଅନେକ ଲୋକଙ୍କ ସଂସ୍ପର୍ଶରେ ଆସିଥିବାରୁ ଏମାନେ ବି କରୋନା ସଂକ୍ରମଣରେ ପୀଡ଼ିତ...

ଚାଇନା ତାରକା ଫୁଟବଲର କରୋନା ଭାଇରସ ଆକ୍ରାନ୍ତ

ସାଙ୍ଘାଇ,୨୧।୩(ପି.ଟି.):  ଚାଇନାର ଜଣାଶୁଣା ଫୁଟବଲ ତାରକା ବୁ ଲେଇ ସ୍ପେନ୍‌ରେ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସ୍ପେନ୍‌ର ଇସ୍ପାନ୍ୟୋଲ କ୍ଲବ ତରଫରୁ ଖେଳୁଥିବା ଲେଇଙ୍କ ଦେହରେ ଏହି ଭାଇରସ ଥିବା କଥା ଚାଇନିଜ ଫୁଟବଲ ଆସୋସିଏଶନ (ସିଏଫ୍‌ଏ) ତରଫରୁ...

କରୋନା ଗଲା ପରେ ମୁଖ୍ୟଧାରାକୁ ଫେରି ପାରିବ କି ସାମାଜିକ ବ୍ୟବସ୍ଥା !

ଓ୍ବାଶିଂଟନ,୨୧।୩: ପୃଥିବୀ ସାରା କରୋନା ସୃଷ୍ଟି କରିଛି ଆତଙ୍କ। ସଂକ୍ରମଣକୁ ରୋକିବା ପାଇଁ କେତେକ ସୁରକ୍ଷିତ ମାର୍ଗଦର୍ଶିକା ଜାତିସଂଘ ପକ୍ଷରୁ ଜାରି କରାଯାଇଛି। ସେଥିମଧ୍ୟରେ ପରସ୍ପରଠାରୁ ଦୂରେଇ ରହିବା, ଭିଡ଼ରେ ସାମିଲ ନ ହେବା, କରମର୍ଦ୍ଦନ ନ କରିବା, ଆଲିଙ୍ଗନ...

କରୋନା ସଂକ୍ରମଣ ସମୟରେ ଶାରୀରିକ ସମ୍ପର୍କ କେତେ ସୁରକ୍ଷିତ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୩: ପୃଥିବୀ ବ୍ୟାପି କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। କରୋନା କିଭଳି ସଂକ୍ରମଣ ହୋଇଥାଏ ଏନେଇ ଲୋକଙ୍କ ମଧ୍ୟରେ ନାନା ପ୍ରଶ୍ନ ଉଙ୍କି ମାରୁଛି। କେହିକେହି ଏହା ମଶାଦ୍ୱାରା ବ୍ୟାପୁଥିବା କହି ଲୋକଙ୍କୁ ଭ୍ରମିତ କରୁଛନ୍ତି।...

ରବିବାରଠାରୁ ରାଜଧାନୀ, କଟକର ସମସ୍ତ ପାର୍କ ବନ୍ଦ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜଧାନୀ ସମେତ କଟକର ସମସ୍ତ ପାର୍କ ବନ୍ଦ ରହିବ। ସରକାରୀ ଓ ଘରୋଇ ମାଲିକାନାରେ ଥିବା ସମସ୍ତ ପାର୍କ ରବିବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। କରୋନା ମୁକାବିଲା ନେଇ ପାର୍କଗୁଡ଼ିକୁ ବିଏମ୍‌ସି ବନ୍ଦ କରିଛି। ସେହିଭଳି...

ଇଟାଲିରେ ଥିବା ଭାରତୀୟଙ୍କୁ ଆଣିବାକୁ ବାହାରିଲା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଏବେ ବିଦେଶରେ ଥିବା ଆଉ କେତେଜଣ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ସରକାର ଯୋଜନା କରିଛନ୍ତି। ରୋମରେ ଥିବା ଭାରତୀୟଙ୍କୁ ଆଣିବାକୁ ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର...

ଶନିମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି: ପୋଲିସ,ମାଜିଷ୍ଟ୍ରେଟଙ୍କ ହସ୍ତକ୍ଷେପ ପରେ ଖାଲି ହେଲା ମନ୍ଦିର

ଦେବଗଡ଼, ୨୧।୩ (ଡି.ଏନ.ଏ .): କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନ କରାଯାଉଛି l ଆସନ୍ତା ଏପ୍ରିଲ ୧ ପର୍ଯ୍ୟନ୍ତ ରାଜ୍ୟରେ ଥିବା ସମସ୍ତ ଧର୍ମାନୁଷ୍ଠାନରେ କେବଳ ଦୈନନ୍ଦିନ ରୀତିନୀତି ପରେ ବନ୍ଦ ପାଇଁ ସରକାର...

ଗଞ୍ଜାମ ବ୍ଲକରେ ୪ କେରଳ ଫେରନ୍ତା, ଘରୁ ନ ବାହାରିବାକୁ ବିଡିଓଙ୍କ ପରାମର୍ଶ

ଗଞ୍ଜାମ,୨୧।୩(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଗୋଖରକୁଦା ଗ୍ରାମର କେତେଜଣ ବ୍ୟକ୍ତି ରୋଜଗାର ପାଇଁ କେରଳ ଯାଇଥିଲେ। ସେମାନଙ୍କ ମଧ୍ୟରୁ ୪ଜଣ ନିଜ ଗ୍ରାମକୁ ଫେରିଛନ୍ତି। ଏ ନେଇ ଗ୍ରାମରେ ଆତଙ୍କ ଖେଳିଯାଇଛି l ଖବର ପ୍ରଚାରିତ ହେବା ପରେ ଗଞ୍ଜାମ ବ୍ଲକ...

ରାଜନଗରର ୩୭ ପ୍ରବାସୀ ଆଇସୋଲେଶନରେ

ରାଜନଗର,୨୧।୩(ଡି.ଏନ୍‌.ଏ.): କରୋନା ଭୟରେ ଆତଙ୍କିତ ସାରା ପୃଥିବୀ। ଏ ନେଇ ରାଜ୍ୟ ସରକାର ଅନେକ ପ୍ରତିକାରାତ୍ମକ ପଦକ୍ଷେପମାନ ନେବାରେ ଲାଗିଛନ୍ତି। ଏହି କ୍ରମରେ କେନ୍ଦ୍ରାପଡ଼ା ଜିଲା ରାଜନଗର  ବ୍ଲକର ୩୭ ପ୍ରବାସୀ ଏବେ ଆଇସୋଲେଶନରେ ଅଛନ୍ତି। ୧୪ ଜଣ ନାଗରିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri