କରୋନା ଭାଇରସ୍‌

କୋଭିଡ ସେଣ୍ଟର ଘୋଟାଲା: ମୁମ୍ବାଇର ଚା’ ବାଲାଙ୍କୁ ଦିଆଯାଇଛି ୧୦୦ କୋଟି ଟଙ୍କାର ଠିକା

ମୁମ୍ବାଇ,୧୩ ।୨: କରୋନା ମହାମାରୀକୁ ମୁକାବିଲା କରିବାକୁ ସରକାରଙ୍କ ତରଫରୁ ଗଢିଉଠିଥିଲା କୋଭିଡ ସେଣ୍ଟର । ଏହି କ୍ରମରେ ପୁଣେରେ ୧୦୦ କୋଟି ଟଙ୍କା ବ୍ୟୟରେ ଏକ କୋଭିଡ ସେଣ୍ଟର ନିର୍ମାଣ ଲାଗି ମୁମ୍ବାଇର ଜଣେ ଚା’ବାଲାଙ୍କୁ ଠିକା ଦିଆଯାଇଥିବା ଜଣାପଡିଛି…

ଚାଇନାରେ କମୁଛି କରୋନାର ପ୍ରଭାବ: ୨୮ ନୂଆ ସ୍ଥାନୀୟ ସଂକ୍ରମିତ ଚିହ୍ନଟ

ବେଜିଂ,୧୩ ।୨: ଚାଇନାରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ପର୍ଯ୍ୟନ୍ତ ସେଠାରୁ ସମ୍ପୂର୍ଣ୍ଣ ଭାବେ ଲୋପ ପାଇନାହିଁ । ଶନିବାର ଚାଇନାରେ ୨୮ ଜଣ ସ୍ଥାନୀୟ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ରବିବାର ଏହି ସୂଚନା ନ୍ୟାଶନାଲ ହେଲ୍‌ଥ କମିଶନଙ୍କ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦୮୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨ା୨(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨,୦୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୫୫,୯୯୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଫିଲ୍ମ ହଲ୍‌ରେ ୫୦ ପ୍ରତିଶତ କ୍ଷମତା, ମାତ୍ର ବିବାହରେ କେବଳ ୫୦ ଅତିଥି କାହିଁକି ? ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିବାହମଣ୍ଡପ ମାଲିକ ସଂଘ…

ମୁମ୍ବାଇ, ୧୨।୨ : ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସୁଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ କଟକଣାକୁ କୋହଳ କରାଯାଉଛି। ସରକାରଙ୍କ ନୂଆ କଟକଣା ଅନୁସାରେ ରାଜ୍ୟର ସମସ୍ତ ଫିଲ୍ମ ହଲ୍‌ ୫୦ ପ୍ରତିଶତ କ୍ଷମତାରେ ଚାଲିପାରିବ। ସେହିପରି ଭିଡ଼ରୁ…

ଦେଶରେ ସାମାନ୍ୟ କମିଲା ଆକ୍ରାନ୍ତଙ୍କ ସଂଖ୍ୟା: ଗତ ୨୪ ଘଣ୍ଟାରେ ୫୦ହଜାରରୁ ଉର୍ଦ୍ଧ୍ୱ ଚିହ୍ନଟ, ୮୦୪ ମୃତ

ନୂଆଦିଲ୍ଲୀ,୧୨।୨: ଦେଶରେ କରୋନା ମହାମାରୀର ପ୍ରକୋପ ଧିରେ ଧିରେ କମୁଥିବା ବେଳେ କରୋନା ଗ୍ରାଫ୍‌ ତଳକୁ ଖସିଛି। ଶୁକ୍ରବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ଅପେକ୍ଷା ଶନିବାର କମ୍‌ ରହିଛି। ଶୁକ୍ରବାର ଦେଶରେ ୫୮ହଜାର ୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ…

ଆଜି ଆଉ ୨୪ ଜଣଙ୍କ ଜୀବନ ନେଇଛି କରୋନା

ଭୁବନେଶ୍ୱର,୧୨ା୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦିନକୁ ଦିନ କମୁଥିବା ବେଳେ ମୃତ୍ୟୁସଂଖ୍ୟା ବଢିଚାଲିଛି। ଆଜି ଆଉ ୨୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ସର୍ବାଧିକ…

ରାଜ୍ୟରେ ସୋମବାରରୁ ଖୋଲିବ ସମସ୍ତ ସ୍କୁଲ

ଲକ୍ଷ୍ନୌ,୧୨।୨: ଉତ୍ତରପ୍ରଦେଶରେ କରୋନା ପ୍ରକୋପ କମିବାରେ ଲାଗିିଛି। ତେଣୁ ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୁଣି ଥରେ ରାଜ୍ୟରେ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଫେବୃଆରୀ ୧୪ ତଥା ସୋମବାରରୁ ରାଜ୍ୟରେ ନର୍ସରୀ କ୍ଲାସଠାରୁ ଆରମ୍ଭ କରି ସମସ୍ତ…

ନାଇସ୍‌ କାର୍ନିଭାଲରେ ବିପୁଳ ଉତ୍ସାହ

ନାଇସ୍‌,୧୨ା୨: କରୋନା ମହାମାରୀଜନିତ ଶଟ୍‌ଡାଉନ୍‌ର ଦୁଇବର୍ଷ ପରେ ଫ୍ରାନ୍ସର ନାଇସ୍‌ ସହରରେ ପୁଣି ଆରମ୍ଭ ହୋଇଛି କାର୍ନିଭାଲ। କଳାକାର, ଫ୍ଲୋରିଷ୍ଟ, ଅଭିନେତା, ଟେକ୍ନିସିଆନ୍‌ ଓ ଡ୍ରାଇଭରମାନେ ସେମାନଙ୍କ କଷ୍ଟ୍ୟୁମ୍ସ, ଆକର୍ଷଣୀୟ ଫୁଲ ସଜ୍ଜା ଓ ବିଶାଳକାୟ ଭେଳାଗୁଡ଼ିକ ଉପରେ ଶେଷସ୍ପର୍ଶ ଦେଉଛନ୍ତି।…

ରାଜ୍ୟରେ ସୁସ୍ଥହେଲେ ୨୪୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ ଦୈନିକ କରୋନା ସଂକ୍ରମଣ ଗ୍ରାଫ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ଶୁକ୍ରବାର ରାଜ୍ୟରେ ୨୪୮୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଏ ଏଯାବତ୍‌ ମୋଟ ୧୨…

ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌, ଆଉ ୨୦ ଆକ୍ରାନ୍ତ ମୃତ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢିଚାଲିଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୦ ଜଣ ଆକ୍ରାନ୍ତଙ୍କ ମତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୃତକଙ୍କ ମଧ୍ୟରୁ ଯାଜପୁରରୁ…

ଆଜି ରାଜ୍ୟରୁ ୧୫୭୨ ଆକ୍ରାନ୍ତ ଚିହ୍ନଟ, ଶୀର୍ଷରେ ଖୋର୍ଦ୍ଧା

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୫୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୭୪,୫୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୧୮ ଜଣ ଚିହ୍ନଟ ହୋଇଥିବା…

‘ଓମିକ୍ରନ ପରେ ବି ଶେଷ ହେବ ନାହିଁ କରୋନା’

ଓ୍ବାଶିଂଟନ,୧୧।୨: ସମଗ୍ର ବିଶ୍ୱରେ କରୋନା ମାମଲା ଦେଖାଯାଉଛି। ନୂଆ ଭାରିଆଣ୍ଟ ଓମିକ୍ରନ ଯଦିଓ ଅଧିକ ପ୍ରଭାବ ପକାଇ ନାହିଁ, ତଥାପି ଅନେକ ଲୋକଙ୍କ ଜୀବନ ଯାଇଛି। ଏଭଳି ପରିସ୍ଥିତିରେ ଭାରତ ସମେତ ବିଶ୍ୱର ଅନ୍ୟ ଦେଶମାନେ କରୋନା ଉପରେ ଲଗାଯାଇଥିବା ପ୍ରତିବନ୍ଧକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?