କରୋନା ଭାଇରସ୍‌

ଟଳିନି ବିପଦ, ଦେଶର ୧୪୧ ଜିଲାରେ ଏବେବି କରୋନା ସଂକ୍ରମଣ ୧୦ ପ୍ରତିଶତରୁ ଅଧିକ

ନୂଆଦିଲ୍ଲୀ,୧୧ ।୨: କରୋନା ସଂକ୍ରମଣକୁ ନେଇ ଏବେ ରାଷ୍ଟ୍ରୀୟ ସ୍ତରରେ ଏକ ଚିତ୍ର ସାମ୍ନାକୁ ଆସିଛି । ଗୋଟିଏ ପଟେ ଯେଉଁଠି ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି ଅନ୍ୟପଟେ ଦେଶର ୧୪୧ ଜିଲାରେ ଏବେବି ୧୦ ପ୍ରତିଶତରୁ…

କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକ ପରିବାରଙ୍କୁ ମିଳିବ ସହାୟତା

ନୂଆଦିଲ୍ଲୀ,୧୦।୨: କରୋନା ମହାମାରୀରେ ମୃତ୍ୟୁ ହୋଇଥିବା ସାମ୍ବାଦିକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ କେନ୍ଦ୍ର ସରକାର। କରୋନାରେ ମୃତ୍ୟୁ ହୋଇଥିବା ୧୨୩ ସାମ୍ବାଦିକ ପରିବାରବର୍ଗଙ୍କ ପାଇଁ କେନ୍ଦ୍ର ସରକାର ୬.୧୫ କୋଟି ଟଙ୍କା ଆର୍ଥିକ ସହାୟତା ମଞ୍ଜୁରୀ ପ୍ରଦାନ…

ସକ୍ରିୟ ମାମଲା ୮ ଲକ୍ଷ ତଳେ…

ନୂଆଦିଲ୍ଲୀ, ୧୦।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି…

କରୋନା ଚିକିତ୍ସା ପାଇଁ ଗ୍ଲେନ୍‌ମାର୍କର ନାଜାଲ ସ୍ପ୍ରେ ‘ଫାବି ସ୍ପ୍ରେ’…

ନୂଆଦିଲ୍ଲୀ, ୯।୨ : କରୋନା ମହାମାରୀର ଚିକିତ୍ସା ପାଇଁ ଅନ୍ୟ ଏକ ଔଷଧ ନାଜାଲ ସ୍ପ୍ରେ ଆକାରରେ ପହଞ୍ଚିଛି। ଗ୍ଲେନମାର୍କ ଫାର୍ମାସ୍ୟୁଟିକାଲ୍ସ ଏକ ନାଇଟ୍ରିକ ଅକ୍ସାଇଡ ଆଧାରିତ ନାଜାଲ ସ୍ପ୍ରେ ‘ଫାବି ସ୍ପ୍ରେ’ କାନାଡାର ଏକ କମ୍ପାନୀ ସାନୋଟାଇଜ ସହିତ ମିଳିତ…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୯।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି।…

ଖସୁଛି ଦୈନିକ ସଂକ୍ରମଣ: ଆଜି ୧୭୧୨ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ବୁଧବାର ୧୭୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨୩ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୯୯୭ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୧୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ…

ଧଳା ହରିଣଠାରେ କରୋନା ଭୂତାଣୁ ଚିହ୍ନଟ, ନୂଆ ଭାରିଆଣ୍ଟ୍‌ ବ୍ୟାପିବା ଆଶଙ୍କା…

ଓ୍ବାଶିଂଟନ, ୮।୨ : କରୋନା ଭାଇରସ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ଏହାର ବିଭିନ୍ନ ଭାରିଆଣ୍ଟ୍‌ ଯୋଗୁ ଲୋକେ ଅସୁବିଧାରେ ପଡ଼ିବାରେ ଲାଗିଛନ୍ତି। ବର୍ତ୍ତମାନ ସୁଦ୍ଧା ଦେଖାଦେଇଥିବା କରୋନା ଭାଇରସ୍‌ର ବିଭିନ୍ନ ଭାରିଆଣ୍ଟ୍‌ର ସଂକ୍ରମଣ ଯୋଗୁ ୫୦ ଲକ୍ଷରୁ ଅଧିକ ଲୋକଙ୍କର…

ରାଜ୍ୟରୁ ପୁଣି ୨୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୭୭୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୫୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨୯ ଜଣ ପିଲା ଅଛନ୍ତି। ୮୭୩ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୬୩୦ ଲୋକାଲ କେସ ରହିଛି। ଏ ନେଇ ରାଜ୍ୟ ସୂଚନା…

ସକ୍ରିୟ ମାମଲା ୧୦ ଲକ୍ଷ ତଳେ…

ନୂଆଦିଲ୍ଲୀ, ୮।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ୬୭ ହଜାର ୫୯୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ…

କରୋନା ଭାଇରସ: ୩ଟି ଭ୍ୟାକ୍ସିନକୁ ମିଶାଇ ପ୍ରଥମଥର କରାଯିବ ଅଧ୍ୟୟନ, ଭାରତ ବାୟୋଟେକ ମାଗିଲା ଅନୁମତି

ନୂଆଦିଲ୍ଲୀ,୮ ।୨: ଦେଶରେ ପ୍ରଥମଥର ଲାଗି କରୋନା ମହାମାରୀ ପାଇଁ ଉଦ୍ଦିଷ୍ଟ ଥିବା ୩ଟି ଭ୍ୟାକ୍ସିନକୁ ମିଶାଇ ଚିକିତ୍ସା ଅଧ୍ୟୟନ ଆରମ୍ଭ କରାଯିବ । ହାଇଦ୍ରାବାଦ ସ୍ଥିତ ଭାରତ ବାୟୋଟେକ କମ୍ପାନୀ ଏହି ଅଧ୍ୟୟନ ପାଇଁ ଅନୁମତି ମାଗିଛି । ଡ୍ରଗ୍ସ…

ଆଜି ରାଜ୍ୟରୁ ୧୪୯୭ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ କମୁନି

ଭୁବନେଶ୍ୱର,୭ା୨(ବ୍ୟୁରୋ): ସୋମବାର ରାଜ୍ୟରୁ ୧୪୯୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୬୮,୩୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୭୪ ଜଣ ଚିହ୍ନଟ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?