ମାସେ ପରେ ଦୈନିକ ସଂକ୍ରମଣ ଲକ୍ଷେ ତଳେ…
ନୂଆଦିଲ୍ଲୀ, ୭।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ମାସେ ପରେ ଦୈନିକ ସଂକ୍ରମଣ ଲକ୍ଷେ ତଳେ ରହିଛି। ଗତ ୨୪ ଘଣ୍ଟାରେ…
ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା, କେବଳ ଖୋର୍ଦ୍ଧାରୁ ୬
ଭୁବନେଶ୍ୱର,୭ା୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯଦିଓ ହ୍ରାସ ପାଇଛି କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି। ସୋମବାର ଆଉ ୨୦ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ମୃତ୍ୟୁସଂଖ୍ୟା ୮,୭୫୪କୁ ବୃଦ୍ଧି ପାଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…
ଗର୍ଭବତୀଙ୍କ ଜୀବନ ପ୍ରତି ବିପଦ ,ଡେଲ୍ଟା ଭାରିଆଣ୍ଟ୍ ଯୋଗୁ ଏକ୍ଟୋପିକ୍ ଗର୍ଭାବସ୍ଥା ଅଧିକ ସୃଷ୍ଟି ହେଉଛି…
ନୂଆଦିଲ୍ଲୀ, ୭।୨ : ବର୍ତ୍ତମାନ ପର୍ଯ୍ୟନ୍ତ ସମଗ୍ର ପୃଥିବୀରେ ୪୦୦ରୁ ଅଧିକ କରୋନା ଭାରିଆଣ୍ଟ୍ ଦୃଷ୍ଟିଗୋଚର ହୋଇ ସାରିଛି। ସେଥିମଧ୍ୟରୁ କେବଳ ଅଳ୍ପ କିଛି ଜନସ୍ବାସ୍ଥ୍ୟ ଦୃଷ୍ଟିରୁ ସଙ୍କଟ ଜନକ ରହିଛି। କରୋନା ମହାମାରୀର ଡେଲ୍ଟା ଭାରିଆଣ୍ଟ୍ ଗର୍ଭବତୀ ମହିଳାଙ୍କ ବିପଦକୁ…
ସବୁ ଭାରିଆଣ୍ଟ ପାଇଁ ‘ଅଭିସ୍କୋଭାକ୍’
ନୂଆଦିଲ୍ଲୀ,୭ା୨: ଭାରତୀୟ ବୈଜ୍ଞାନିକମାନେ କୋଭିଡ୍ ମହାମାରୀର ସବୁ ଭାରିଆଣ୍ଟକୁ ପ୍ରତିହତ କରିବା ଭଳି ଏକ ଭାକ୍ସିନ ବିକଶିତ କରିଥିବା ଦାବି କରିଛନ୍ତି। ନୂଆ ଟିକାର ନାମ ‘ଅଭିସ୍କୋଭାକ୍’ ରଖାଯାଇଛି। ଏହି ଗବେଷଣାରେ ଭୁବନେଶ୍ୱରସ୍ଥିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଏଜୁକେଶନ ଆଣ୍ଡ ରିସର୍ଚ୍ଚ…
ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍…
ନୂଆଦିଲ୍ଲୀ, ୬।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍ ଲାଗିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୭ ହଜାର ୪୭୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ…
ପ୍ରସ୍ତୁତ ହେବ କରୋନା ଭ୍ୟାକ୍ସିନ ‘କାର୍ବେଭାକ୍ସ’ର ୫ କୋଟି ଡୋଜ
ନୂଆଦିଲ୍ଲୀ,୬ ।୨: ହାଇଦ୍ରାବାଦ ସ୍ଥିତ ଫାର୍ମାସ୍ୟୁଟିକାଲ କମ୍ପାନୀ ବାୟୋଲଜିକାଲ-ଇକୁ କରୋନା ଭ୍ୟାକ୍ସିନ ‘କାର୍ବେଭାକ୍ସ’ର ୫ କୋଟି ଡୋଜ ପ୍ରସ୍ତୁତ କରିବାକୁ କେନ୍ଦ୍ର ସରକାର କହିଛନ୍ତି । ଏହାର ପ୍ରତି ଡୋଜର ଦାମ ୧୪୫ ଟଙ୍କା ରଖାଯାଇଛି । ଫେବୃୟାରୀ ଶେଷ ସୁଦ୍ଧା…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫,୩୭୬ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୫ା୨(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୫,୩୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୩୪,୩୫୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
କେରଳରେ ସର୍ବାଧିକ ସକ୍ରିୟ ମାମଲା…
ନୂଆଦିଲ୍ଲୀ, ୫।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶର ୭ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୩୮,୬୮୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ…
ବିଏ.୨ ଭାରିଆଣ୍ଟ୍ ବଢ଼ାଉଛି ଚିନ୍ତା, ୫୭ ଦେଶରେ ସଂକ୍ରମଣ…
ନୂଆଦିଲ୍ଲୀ, ୫।୨ : ଦୁଇ ବର୍ଷରୁ ଅଧିକ ସମୟ ଧରି ବିଶ୍ୱ କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟ ସୃଷ୍ଟି ହୋଇଛି। ସମ୍ପ୍ରତି ଏହାର ବିଏ.୨ ଭାରିଆଣ୍ଟ୍ ଦ୍ରୁତ ବେଗରେ ସଂକ୍ରମିିତ ହେବାରେ ଲାଗିଛି। ଇତିମଧ୍ୟରେ ଏହା ୫୭ ଦେଶକୁ ବ୍ୟାପି…
ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୦୩ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୫।୧(ବ୍ୟୁରୋ): ଖସିବରେ ଲାଗିଛି ଦୈନିକ କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪୯ ଜଣ ପିଲା ରହିଛନ୍ତି। ସେହିପରି ୧୫୨୧ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୦୮୨ଜଣ ଲୋକାଲ କେସ…
ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ଆଉ ୨୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୧୧କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…
ଆମେରିକାବାସୀଙ୍କୁ ଡରାଉଛି କରୋନା, ମୃତ୍ୟୁ ସଂଖ୍ୟା ୯ ଲକ୍ଷ ଉପରେ
ୱାଶିଂଟନ,୫ ।୨: କରୋନା ମହାମାରୀରେ ସାରା ବିଶ୍ୱ ଛଟପଟ ହେଉଥିବା ବେଳେ ଏବେ କିନ୍ତୁ ଆମେରିକାର ମୃତ୍ୟୁ ସଂଖ୍ୟା ଭୟଙ୍କର ରୂପ ନେଇଛି । ଏବେ ପର୍ଯ୍ୟନ୍ତ ଆମେରିକାରେ କରୋନା ମହାମାରୀରେ ୯ ଲକ୍ଷରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି…
Archives


