କରୋନା ଭାଇରସ୍‌

ମୃତ୍ୟୁର ତାଣ୍ଡବ ଆରମ୍ଭ, ୨୪ ଘଣ୍ଟାରେ ୮୯୩ ମୃତ…

ନୂଆଦିଲ୍ଲୀ, ୩୦।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୩୪ ହଜାର ୨୮୧ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…

ରେକର୍ଡ କଲା ଭାରତ, ୭୫ ପ୍ରତିଶତ ବୟସ୍କଙ୍କ ଟିକାକରଣ…

ନୂଆଦିଲ୍ଲୀ, ୩୦।୧ : ଭାରତ ପୁଣି ନୂଆ ରେକର୍ଡ କରିଛି। ସାର୍ବଜନୀକ ଟିକାକରଣ ଅଭିଯାନରେ ଦେଶର ୭୫ ପ୍ରତିଶତ ବୟସ୍କଙ୍କୁ ଟିକା ପ୍ରଦାନ କରାଯାଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଦେଶର ନାଗରିକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି,…

କରୋନାର ନୂଆ ଭାରିଏଣ୍ଟକୁ ନେଇ ଚେତାବନୀ: ୩ ଜଣରେ ହେଉଛି ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ,୩୦ ।୧: ପୁଣିଥରେ ଡରାଇଲାଣି କରୋନା ଭାଇରସର ଆଉ ଏକ ନୂଆ ଭାରିଏଣ୍ଟ । ଏବେ ସାରା ବିଶ୍ୱ କରୋନାର ତୃତୀୟ ଲହର ବା ଓମିକ୍ରନର ସଂକ୍ରମଣ ଦେଇ ଗତି କରୁଥିବା ବେଳେ ପ୍ରତିଦିନ ଏହି କରୋନା ଭାଇରସକୁ ନେଇ କିଛି…

ଆମେରିକାରେ ଡେଲ୍ଟା ନୁହେଁ ଓମିକ୍ରନରେ ହୋଇଛି ଅଧିକ ମୃତ୍ୟୁ

ୱାଶିଂଟନ,୩୦ ।୧: କୁହାଯାଉଛି କରୋନା ମହାମାରୀର ନୂଆ ଭାରିଏଣ୍ଟ ଓମିକ୍ରନ୍ ଡେଲ୍ଟା ଭଳି ଏତେ ଭୟଙ୍କର ନୁହେଁ । ଏଥିରେ ମୃତ୍ୟୁହାର କମ୍ । ହେଲେ ଆମେରିକାରେ ଡେଲ୍ଟା ତୁଳନାରେ ଓମିକ୍ରନ୍ ଅଧିକ ଭୟଙ୍କର ହୋଇଛି । ଏଠାରେ ଡେଲ୍ଟା ତୁଳନାରେ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦,୨୬୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୧୦,୨୬୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ୧୧, ୮୪,୧୭୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଆଜି…

ପାରୋଲରେ ଯାଇଥିବା କଏଦୀଙ୍କୁ ଆତ୍ମସମର୍ପଣ ପାଇଁ ବାଧ୍ୟ କରନାହିଁ…

ନୂଆଦିଲ୍ଲୀ, ୨୯।୧ : କରୋନା ମହାମାରୀ ସଙ୍କଟ ସମୟରେ ପାରୋଲରେ ଘରକୁ ଯାଇଥିବା କଏଦୀଙ୍କୁ ଶୀଘ୍ର ଆତ୍ମସମର୍ପଣ ପାଇଁ ବାଧ୍ୟ କରନାହିଁ ବୋଲି ସୁପ୍ରିମ୍‌କୋର୍ଟ କେରଳ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାବେଳେ କଏଦୀଙ୍କୁ ଘରକୁ…

ଶେଷ ହୋଇନି କରୋନା, ସତର୍କତା ଜରୁରୀ…

ଜେନେଭା, ୨୯।୧ : ପୃଥିବୀରେ କରୋନା ମହାମାରୀ ଆତଙ୍କ ଜାରି ରହିଛି। ଏପରିସ୍ଥଳେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି ଯେ, କରୋନା ଶେଷ ହୋଇନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସତର୍କତା ଜରୁରୀ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଅଧିକାରୀ ପୁନମ୍‌ କ୍ଷେତ୍ରପାଳ…

କମୁଛି ସଂକ୍ରମଣ, ଆଜି ୪୮୪୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଦୈନିକ କରୋନା ସଂକ୍ରମଣ ଏବେ ତଳମୁହାଁ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୪୨ ନୂଆ ମାମଲା ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୭୧ ଜଣ ପିଲା ଅଛନ୍ତି। ୨୮୦୯ଜଣ କ୍ୱାରାଣ୍ଟାଇନ୍‌ ଥିବା ବେଳେ ୨୦୩୩ ଲୋକାଲ କେସ୍‌…

ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନି। ଆଜି ଆଉ ୧୫ ଜଣଙ୍କ ଜୀବନ ନେଇଛି କରୋନା। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ…

କରୋନା ନାଜାଲ ଭ୍ୟାକ୍ସିନକୁ ପରୀକ୍ଷଣ ପାଇଁ ଭାରତ ବାୟୋଟେକକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୮ ।୧: ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ)ଭାରତ ବାୟୋଟେକକୁ ନାକରେ ଦିଆଯିବାକୁ ଥିବା କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜକୁ ପରୀକ୍ଷଣ ପାଇଁ ଅନୁମତି ପ୍ରଦାନ କରିଛି । ଏହି ଇଂଣ୍ଟ୍ରା ନାଜାଲ ଭ୍ୟାକ୍ସିନ ଡୋଜ ମାଧ୍ୟମରେ କରୋନା ଯୁଦ୍ଧରେ ସଫଳ…

ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି। ଆଜି ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ…

ଆଜି ରାଜ୍ୟରୁ ୫୦୫୭ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୫୦୫୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୩୬,୨୨୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୯୩୨ ଜଣ ଚିହ୍ନଟ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?