କରୋନା ଭାଇରସ୍‌

ବ୍ରାଜିଲରେ ରେକର୍ଡ କଲା କରୋନା

ରିଓ ଡି ଜେନେରିଓ,୨୮ ।୧: ବିଶ୍ୱର କିଛି ଦେଶରେ କରୋନା ପିକରେ ଥିବା ବେଳେ କିଛି ଦେଶରେ ଏହାର ଗ୍ରାଫ ତଳମୁହାଁ ହୋଇଛି । ହେଲେ ବ୍ରାଜିଲରେ କରୋନା ସଂକ୍ରମଣ ଏବେ ରେକର୍ଡ କରିଛି । ୨୪ ଘଣ୍ଟା ମଧ୍ୟରେ ବ୍ରାଜିଲରେ…

ବୁଷ୍ଟର ଡୋଜ୍‌ ଦେବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ କୋଭିଡ୍‌-୧୯ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି। ଏଥିସହିତ ବରିଷ୍ଠ ନାଗରିକ…

ଫେବୃୟାରୀ ୧୫ ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଲକ୍ଷ୍ନୌ, ୨୭।୧: ଉତ୍ତରପ୍ରଦେଶରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ରାଜ୍ୟର ସମସ୍ତ ସ୍କୁଲ କଲେଜକୁ ଫେବୃୟାରୀ ୧୫ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ରାଜ୍ୟର ସମସ୍ତ ସ୍କୁଲ କଲେଜକୁ କଲେଜକୁ…

ପୁଣି ଉପର ମୁହାଁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ, ୨୭।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିବା ପରେ ଏହା ପୁଣି ଉପର ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୮୬ ହଜାର ୩୮୪ ଜଣ ନୂଆ…

କାନାଡାରେ ଓମିକ୍ରନ୍ ସବ ଭାରିଏଣ୍ଟ ଦ୍ୱାରା ୫୧ ସଂକ୍ରମିତ

ଓଟାୱା,୨୭ ।୧: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ସାରା ବିଶ୍ୱରେ ଦୃତ ଗତିରେ ମାଡି ଚାଲିଛି । ଏବେ ଏହା ଅନେକ ଦେଶରେ ପିକ୍‌ରେ ରହିଛି । ଇତିମଧ୍ୟରେ କାନାଡା ସ୍ଥାନୀୟ ମିଡିଆର ସୂଚନା ଅନୁଯାୟୀ, ସେଠାରେ ଓମିକ୍ରନର ସବଭାରିଏଣ୍ଟ(ଉପବଂଶ)…

କରୋନା ବୁଷ୍ଟର ଡୋଜକୁ ନେଇ ବଦଳିପାରେ ନିୟମ

ନୂଆଦିଲ୍ଲୀ,୨୭ ।୧: କରୋନାର ବୁଷ୍ଟର ଡୋଜକୁ ନେଇ ସରକାର ନିୟମରେ କିଛି ପରିବର୍ତ୍ତନ କରିପାରନ୍ତି । ଦେଶରେ ଓମିକ୍ରନ୍ ସଂକ୍ରମଣ ବୃଦ୍ଧିକୁ ଦେଖି ବୁଷ୍ଟର ଡୋଜ ଟିକାକରଣ ଆରମ୍ଭ କରାଯାଇଥିଲା । ହେଲେ ଏବେ ଏହା ମନ୍ଥର ଗତିରେ ଚାଲିଛି ।…

‘କରୋନାର କେବେ ଅନ୍ତ ହେବ ନାହିଁ ’

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି । ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,କରୋନାର କେବେ ବି ଅନ୍ତ ହେବ ନାହିଁ । ଭାଇରସର ଗୋଟିଏ ପରେ ଗୋଟିଏ…

ରାଜ୍ୟରୁ ପୁଣି ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୦୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…

୪ କୋଟି ଟପିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ, ୨୬।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୮୫ ହଜାର ୯୧୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି…

ତୃତୀୟ ଲହରରେ ଅଧିକ ଗୁରୁତର ହେଉଛନ୍ତି ସ୍ନାୟୁ ରୋଗୀ

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ଓମିକ୍ରନରେ କୋଭିଡ୍‌ ସରିବନାହିଁ। ତୃତୀୟ ଲହର ପରେ ଚତୁର୍ଥ ଲହର ବି ଆସିପାରେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି। ମଙ୍ଗଳବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ କରୋନା ସଚେତନତା କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଶେଷଜ୍ଞ ଡା.…

ଖସୁଛି ଦୈନିକ ସଂକ୍ରମଣ, ଚିହ୍ନଟ ହେଲେ ୫୮୯୧ ପଜିଟିଭ୍‌

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୮୯୧ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୮୫୨ଜଣ ପିଲା ଅଛନ୍ତି। ୩୪୧୩ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୨୪୭୮ ଲୋକାଲ କେସ୍‌ ରହିଛି। ଏ ନେଇ…

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୩୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?