ବିଦେଶ ଫେରନ୍ତା ଏବେ ରହିବେ ହୋମ କ୍ୱାରାଣ୍ଟାଇନରେ
ନୂଆଦିଲ୍ଲୀ,୨୨ ।୧: କରୋନା ସଂକ୍ରମଣ କମି ଆସୁଥିବା ବେଳେ ଭାରତ ସରକାର ବିଦେଶ ଯାତ୍ରୀଙ୍କ ପାଇଁ କୋୱିନ ଆପରେ ବଡ ପରିବର୍ତ୍ତନ କରିଛନ୍ତି । ଶନିବାରଠାରୁ ବିଦେଶରୁ ଫେରୁଥିବା ଯାତ୍ରୀମାନଙ୍କୁ ସରକାରୀ ଆଇସୋଲେଶନ ବ୍ୟବସ୍ଥାରେ ରଖିବା ଅନିର୍ବାର୍ଯ୍ୟ ହେବନାହିଁ ।...
ଓମିକ୍ରନରେ ଶେଷ ହେବ ନାହିଁ କରୋନା ସଂକ୍ରମଣ, ଆଗକୁ ଆସିବ ନୂଆ ଭାରିଏଣ୍ଟ!
ନୂଆଦିଲ୍ଲୀ,୨୨ ।୧: ଦ ଲ୍ୟାସେଟର ଏକ ଗବେଷଣା ଅନୁଯାୟୀ, କରୋନା ମହାମାରୀ ଶୀଘ୍ର ଶେଷ ହୋଇଯିବ । ହେଲେ ଭାଇରସର ସଂକ୍ରମଣ ଜାରି ରହିବ । ଗବେଷଣା ଦାବି କରିଛି କି ଓମିକ୍ରନ ସଂକ୍ରମଣ ପରେ କୋଭିଡ ୧୯ ସଂକ୍ରମଣ...
୧୬୧ କୋଟି ଲୋକଙ୍କୁ ଦିଆ ଗଲାଣି କରୋନା ଭ୍ୟାକ୍ସିନ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୨୨ ।୧: ଦେଶରେ ଏପର୍ଯ୍ୟନ୍ତ ୧୬୧.୦୫ କୋଟି ଲୋକଙ୍କୁ କରୋନା ଭ୍ୟାକ୍ସିନ ଦିଆ ସରିଥିବା ସୂଚନା ମିଳିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଶୁକ୍ରବାର ଏହି ସୂଚନା ଦେଇଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଶୁକ୍ରବାର...
ରାଜଧାନୀରୁ ହଟିବନି ୱିକଏଣ୍ଡ କର୍ଫ୍ୟୁ ଅବା ଅଡ ଇଭିନ: କେଜରିୱାଲଙ୍କ ପ୍ରସ୍ତାବକୁ ଗ୍ରହଣ କଲେନି ଉପରାଜ୍ୟପାଳ
ନୂଆଦିଲ୍ଲୀ,୨୧ ।୧: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ କିଛିକାଂଶରେ କମିଛି ସତ । ହେଲେ ଏବେବି ରାଜଧାନୀବାସୀ ସୁରକ୍ଷିତ ନୁହେଁ । ଏବେବି ଦିଲ୍ଲୀରେ ୱିକଏଣ୍ଡ କର୍ଫ୍ୟୁ ଓ ବଜାରରେ ଅଡଇଭିନ ନମ୍ବର ନିୟମ ଜାରି ରହିବ । ମୁଖ୍ୟମନ୍ତ୍ରୀ...
ଆଜି ରାଜ୍ୟରୁ ୯୮୩୩ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୯୮୩୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୮୭,୨୯୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫,୬୯୯ ଜଣ ଚିହ୍ନଟ...
ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୫୦୭କୁ ବୃଦ୍ଧି
ଭୁବନେଶ୍ୱର,୨୧ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...
ଫ୍ରାନ୍ସ-ଜର୍ମାନୀରେ ରେକର୍ଡ କରୁଛି କରୋନା
ପ୍ୟାରିସ/ବର୍ଲିନ,୨୧ ।୧: ବ୍ରିଟେନରେ ଓମିକ୍ରନ୍ ପିକ୍ରେ ପହଞ୍ଚି ଏବେ କମ୍ ହୋଇଯାଇଥିବା ସେଠାକାର ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ସତ । ହେଲେ ୟୁରୋପୀୟ ଦେଶରେ କରୋନାର ତାଣ୍ଡବ ଜାରି ରହିଛି । ଫ୍ରାନ୍ସରେ ଲଗାତାର ଦ୍ୱିତୀୟ ଦିନରେ ୪ ଲକ୍ଷ...
ଚାଇନାରେ ଖାଦ୍ୟାଭାବ: ସୋସିଆଲ ମିଡିଆରେ କ୍ରୋଧ ପ୍ରକାଶ କଲେ ଲୋକେ
ବେଜିଂ,୨୦ା୧: ଚାଇନାରେ କରୋନାକୁ ରୋକିବା ପାଇଁ କଡ଼ା ଲକ୍ଡାଉନ୍ ହେତୁ ଦେଶର ଲକ୍ଷଲକ୍ଷ ଲୋକ ଅତ୍ୟାବଶ୍ୟକ ସାମଗ୍ରୀ ପାଇବାକୁ ସଂଘର୍ଷ କରୁଛନ୍ତି। ଚାଇନାର ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କରୋନା ମହାମାରୀର ଦୁଇ ବର୍ଷ ମଧ୍ୟରେ ଚାଇନା ସରକାର ଲୋକମାନଙ୍କୁ...
ଏକ୍ସ-ରେ ଦ୍ୱାରା ଜଣା ପଡ଼ିବ କରୋନା ସଂକ୍ରମଣ, ୯୮ ପ୍ରତିଶତ ନିର୍ଭୁଲ…
ଇଡେନବର୍ଗ, ୧୯।୧ : ସ୍କଟଲାଣ୍ଡର ବୈଜ୍ଞାନିକମାନଙ୍କର ଏକ ଦଳ କରୋନା ମହାମାରୀ ସମ୍ବନ୍ଧରେ ଏକ ନୂତନ ପରୀକ୍ଷଣ କରିଛନ୍ତି। ଜଣେ କରୋନାରେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ ତାହା ଏକ୍ସ-ରେ ବ୍ୟବହାର କରି ଚିହ୍ନଟ ହୋଇପାରିବ। ବୈଜ୍ଞାନିକମାନେ ଏହାକୁ ୯୮...
ସରକାରୀ ରିପୋର୍ଟଠାରୁ ଢ଼େର୍ ଅଧିକ କରୋନା ମୃତକଙ୍କ ସଂଖ୍ୟା, ଭାରତରେ ୫୦ ଲକ୍ଷ…
ଓ୍ବାଶିଂଟନ, ୧୯।୧ : ପୃଥିବୀର ବିଭିନ୍ନ ଦେଶରେ ଘଟିଥିବା କରୋନା ଆକ୍ରାନ୍ତଙ୍କ ପ୍ରକୃତ ମୃତ୍ୟୁ ସଂଖ୍ୟା ସରକାରୀ ରିପୋର୍ଟଠାରୁ ଢ଼େର୍ ଅଧିକ ରହିଛି। ସରକାରୀ ଆକଳନ ଅନୁଯାୟୀ ମହାମାରୀ ଯୋଗୁ ୫୫ ନିୟୁତରୁ ଅଧିକ ଲୋକଙ୍କ ଜୀବନ ଯାଇଛି। କିନ୍ତୁ...
୮ ମାସର ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ, ୩ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ, ୧୯।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ଏବେ ୩ ଲକ୍ଷ ଟପିବା ସହିତ ଗତ...
ପ୍ରାଣୀଙ୍କ ପାଇଁ କରୋନା ଟିକା, ୨୩ କୁକୁରଙ୍କ ଉପରେ ପରୀକ୍ଷଣ ସଫଳ…
ନୂଆଦିଲ୍ଲୀ, ୧୯।୧ : ହରିୟାଣାର ହିସାରରେ ଅବସ୍ଥିତ ସେଣ୍ଟ୍ରାଲ ହର୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟର ବୈଜ୍ଞାନିକମାନେ ପ୍ରାଣୀମାନଙ୍କ ପାଇଁ ଦେଶର ପ୍ରଥମ କରୋନା ଟିକା ପ୍ରସ୍ତୁତ କରିବାରେ ସଫଳ ହୋଇଛନ୍ତି। ୨୩ ସେନା କୁକୁର ଉପରେ ଏହାର ପରୀକ୍ଷା ସଫଳ ହୋଇଛି।...
Archives


