ଅପରାଧ

ପଢୁଥିବା ବେଳେ ଘରେ ପଶି ଛାତ୍ରଙ୍କ ଗଳା କାଟି ଛୁ ମାରିଲେ ଯୁବକ

ଖୋର୍ଦ୍ଧା,୧ା୧୧(ପ୍ରଭାତ ପାଣିଗ୍ରାହୀ): ରାଜଧାନୀ ଭୁବନେଶ୍ୱର ଉପକଣ୍ଠ ଜଟଣୀ ଥାନା ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ପରୀକ୍ଷା ଥିବାରୁ ଜଣେ ଛାତ୍ର ଘରେ ବସି…

2 years ago

ଜେଟ୍‌ ଏୟାରଓ୍ବେଜ୍‌ ପ୍ରତିଷ୍ଠାତାଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ଇଡି, ୫୩୮ କୋଟି ଟଙ୍କା ଠକେଇର ମାମଲା…

ନୂଆଦିଲ୍ଲୀ,୧।୧୧: କାନାରା ବ୍ୟାଙ୍କର ୫୩୮ କୋଟି ଟଙ୍କା ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚାର୍ଜଶିଟ୍‌ ଦାଖଲ କରିଛି। ଏହି ଚାର୍ଜଶିଟ୍‌ରେ ଜେଟ୍‌ ଏୟାରଓ୍ବେଜର ପ୍ରତିଷ୍ଠାତା ନରେଶ ଗୋୟଲ,…

2 years ago

ପାକିସ୍ତାନୀ ଏଜେଣ୍ଟଙ୍କ ସମ୍ପର୍କରେ ଥିବା ନେଇ ଜଣେ ମେଜରଙ୍କୁ ବରଖାସ୍ତ କଲେ ରାଷ୍ଟ୍ରପତି ମୁର୍ମୁ

ନୂଆଦିଲ୍ଲୀ,୧।୧୧: ପାକିସ୍ତାନୀ ଗୁଇନ୍ଦା ଏଜେଣ୍ଟ ସହ ସମ୍ପର୍କ ଥିବା ଅଭିଯୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତୀୟ ସେନାରେ କାର୍ଯ୍ୟରତ ଜଣେ ମେଜରଙ୍କୁ ବରଖାସ୍ତ କରିଛନ୍ତି। ସୁରକ୍ଷା ପ୍ରୋଟୋକଲ…

2 years ago

ଡାର୍କ ୱେବରେ ବିକ୍ରି ହୋଇଗଲା ୮୧.୫ କୋଟି ଭାରତୀୟଙ୍କ ବ୍ୟକ୍ତିଗତ ତଥ୍ୟ: ରିପୋର୍ଟ

ନୂଆଦିଲ୍ଲୀ,୩୦/୧୦: ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ(ଆଇସିଏମଆର) ପାଖରେ ଥିବା ୮୧.୫ କୋଟି ଭାରତୀୟଙ୍କର ବ୍ୟକ୍ତିଗତ ତଥ୍ୟ ଡାର୍କ ୱେବରେ ବିକ୍ରି ହୋଇଯାଇଛି। ଏଥିରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଯେପରିକି…

2 years ago

ଥାନା ଭିତରେ ବ୍ଲେଡ୍‌ରେ ଆଇଆଇସିଙ୍କ ଗଳା କାଟିଲେ ଚୋରି ଅଭିଯୁକ୍ତ

ବିଶୋଇ,୨୮ା୧୦(ଅମିତ ଦାସ): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧିକାରିଣୀ (ଆଇଆଇସି) ମିନି ଭୋଇଙ୍କୁ ଗଳାକାଟି ହତ୍ୟା ଉଦ୍ୟମ କରାଯାଇଛି। ଚିକିତ୍ସା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…

2 years ago

ମହିଳାଙ୍କ ଅଶ୍ଳୀଳ ଭିଡିଓ କରି ବନ୍ଧାହେଲେ ଆଇନଜୀବୀ

ସିମୁଳିଆ,୨୮ା୧୦(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ଅଞ୍ଚଳର ଜଣେ ବିଧବା ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଘଟଣାରେ ସିମୁଳିଆ ପୋଲିସ ଭଦ୍ରକ…

2 years ago

ସୋସିଆଲ୍‌ ମିଡିଆରେ ସ୍ବାମୀଙ୍କ ଫଟୋ ଛାଡି ବ୍ଲାକମେଲ କରୁଛନ୍ତି ସ୍ତ୍ରୀ

ବ୍ରହ୍ମପୁର,୨୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଦାମ୍ପତ୍ୟ ଜୀବନରେ ଫାଟ ସୃଷ୍ଟି ହେବା ପରେ ସ୍ବାମୀଙ୍କ ପୁରୁଣା ଫଟୋ ସୋସିଆଲ୍‌ ମିଡିଆରେ ଛାଡି ସ୍ତ୍ରୀ ବ୍ଲାକ୍‌ମେଲ କରୁଥିବା ନେଇ ନିମଖଣ୍ଡି…

2 years ago

୧୦ ମାସରେ ଗଡ଼ିଲାଣି ୮୭ ମୁଣ୍ଡ

ବ୍ରହ୍ମପୁର,୨୩ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଦିନକୁ ଦିନ ହତ୍ୟା ଘଟଣା ବଢ଼ିବାରେ ଲାଗିଛି। କେଉଁଠି ରାଜନୈତିକ ଶତ୍ରୁତା ତ ଆଉ କେଉଁଠି ପୂର୍ବ ଶତ୍ରୁତାରୁ ମୁଣ୍ଡ…

2 years ago

ଯବାନଙ୍କ ଖଣ୍ଡାଚୋଟରେ ଏସ୍‌ଆଇ, କନଷ୍ଟେବଳ ଆହତ

ବାଙ୍କୀ,୨୨ା୧୦ କଟକ ଜିଲା ବାଙ୍କୀର ହରିରାଜପୁରର ଅବସରପ୍ରାପ୍ତ ଯବାନ ସରୋଜ ଦାସ ବାଙ୍କୀ ଥାନା ଏସ୍‌ଆଇ ସମ୍ବିତ ସ୍ବାଇଁ ଓ କନଷ୍ଟେବଳ ଉତ୍ତମ କରଙ୍କୁ ଏକ ଖଣ୍ଡାରେ…

2 years ago

ଦୁଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଜଣେ ମୃତ, ଜଣେ ଗୁରୁତର

ପୁରୁଷୋତ୍ତମପୁର,୨୨ା୧୦(ସୀମାଞ୍ଚଳ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଅତି ବୀଭତ୍ସ ଭାବରେ ହାଣି ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ହେଉଛନ୍ତି ଗଞ୍ଜାମ ଜିଲା ରମ୍ଭା…

2 years ago