ଅପରାଧ

ସୁନା ବ୍ୟବସାୟୀଙ୍କୁ ଖଣ୍ଡାରେ ଆକ୍ରମଣ କରି ଲୁଟ୍‌ ଘଟଣା: ଅପରେଶନରେ ବହୁ ଯବାନ ସାମିଲ

ଦାରିଙ୍ଗବାଡ଼ି,୩୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ମଙ୍ଗଳବାର ପୂର୍ବାହ୍ନରେ ଡକାୟତି ହୋଇଥିବା ଘଟଣା ପରେ ଏବେ ଫେରାର ଥିବା ଡକାୟତି ଦଳକୁ ଧରିବା ପାଇଁ ପୋଲିସ…

2 years ago

ନାଲ୍‌କୋରେ ଚାକିରି କରାଇ ଦେବାକୁ କହି ୨ ଲକ୍ଷ ଟଙ୍କା ଠକେଇ ଅଭିଯୋଗ

ଦେବଗଡ଼,୨୮ା୮(ଶେଖର ଝାଙ୍କର): ନାଲ୍‌କୋରେ ଚାକିରି ଦେବାକୁ କହି ଜଣେ ଦୁର୍ବୃତ୍ତ ଦେବଗଡ଼ ଜିଲା ହଦମୁଣ୍ଡା ଗ୍ରାମର ଜଣେ ଯୁବକଙ୍କଠାରୁ ୨ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି।…

2 years ago

ଗାଈ ଚରାଳିଙ୍କୁ ହତ୍ୟା ଘଟଣାରେ ଅଭିଯୁକ୍ତ ଗିରଫ, ବନ୍ଧୁକ ଜବତ

ଦାରିଙ୍ଗବାଡ଼ି,୨୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ପଞ୍ଚାୟତ ଖାରିଗୁଡ଼ା ଗ୍ରାମରେ ଗାଈ ଚରାଳି ମାଦି ପଡ୍ରାଙ୍କୁ ଗୁଳିକରି ହତ୍ୟା କରାଯାଇଥିବା ଘଟଣାରେ…

2 years ago

ଗୋଲ୍ଡେନ ବାବାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କଲା ଇଡି

ଭୁବନେଶ୍ୱର,୨୬।୮ (ସୂର୍ଯ୍ୟକାନ୍ତ ବେହେରା): ବିଭିନ୍ନ ଠକେଇ ମାମଲାରେ ଫେରାର ଥିବା ଗୋଲ୍ଡେନ ବାବା ଓରଫ ଜ୍ୟୋତିରଞ୍ଜନ ବେଉରାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କରିଛି (ଆଟାଚ) ପ୍ରବର୍ତ୍ତନ…

2 years ago

ଜେଲରୁ ମୁକୁଳିଲେ ଅମରମଣି-ମଧୁମଣି ତ୍ରିପାଠୀ

ଲକ୍ଷ୍ନୌ,୨୫।୮: ଉତ୍ତର ପ୍ରଦେଶର ଚର୍ଚ୍ଚିତ କବୟତ୍ରୀ ମଧୁମିତା ଶୁକ୍ଳା ହତ୍ୟାକାଣ୍ଡରେ ପୂର୍ବତନ ମନ୍ତ୍ରୀ ଅମରମଣି ତ୍ରିପାଠୀ ଓ ତାଙ୍କ ପତ୍ନୀ ମଧୁମଣି ଜେଲରୁ ମୁକୁଳିଛନ୍ତି। ଉଭୟ ହତ୍ୟାକାଣ୍ଡରେ…

2 years ago

ବାର୍‌ରେ ଗୁଳି ଚଳାଇଲେ ଅବସରପ୍ରାପ୍ତ ପୋଲିସ: ସ୍ତ୍ରୀଙ୍କ ସମେତ ୩ ମୃତ, ୬ ଆହତ

ଓ୍ବାଶିଂଟନ,୨୫ା୮: ଆମେରିକାର ଲସ୍‌ ଏଞ୍ଜେଲସରେ ଛାଡ଼ପତ୍ରରେ ସମସ୍ୟାର ସମ୍ମୁଖୀନ ହେଉଥିବା ଜଣେ ପୂର୍ବତନ ପୋଲିସ ତାଙ୍କ ସ୍ତ୍ରୀଙ୍କ ସମେତ ଏକ ବାର୍‌ରେ ଗୁଳି ଚଳାଇ ତିନି ଜଣଙ୍କ…

2 years ago

ସାବଧାନ! ସାବୁନରେ ମିଶୁଛି ପଶୁ ଚର୍ବି

ଲକ୍ଷ୍ନୌ,୨୪ା୮: ଆପଣ ପ୍ରତିଦିନ ସାବୁନ ଲଗାଉଥିଲେ ହୋଇଯାଆନ୍ତୁ ସାବଧାନ। କାରଣ ଏହି ସାବୁନରେ ପଶୁ ଚର୍ବି ମିଶୁଛି। ଏପରି ଏକ ମାମଲା ୟୁପି ପୋଲିସ ଖୁଲାସା କରିଛି।…

2 years ago

ବନଖଣ୍ଡ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରାୟଗଡ଼ା,୨୪ା୮(ଆଶିଷ ରଞ୍ଜନ ପଣ୍ଡା): ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା ବନଖଣ୍ଡ ଅଧିକାରୀ ବିଜୟ କୁମାର ପରିଡ଼ାଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ କରିଛି। ଭିଜିଲାନ୍ସ…

2 years ago

ଓଲମା ସଶସ୍ତ୍ର ଡକାୟତି ଘଟଣା: ୪ କୋର୍ଟ ଚାଲାଣ

କୋକସରା,୨୩ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଓଲମା ଗାଁର ଧନଞ୍ଜୟ ସାହୁଙ୍କ ଘରେ ରବିବାର ରାତିରେ ଡକାୟତ ଗ୍ୟାଙ୍ଗ ଲୁଟ୍‌ କରି ଫେରାର ହୋଇଯିବା…

2 years ago

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ

ପାରଳାଖେମୁଣ୍ଡି,୨୩ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ରାଣୀଖମା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା। ଘରୋଇ କଳିରୁ ଶାବଳରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି…

2 years ago