ଅପରାଧ

ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ପଡ଼ୋଶୀଙ୍କ ଛାତରୁ ମିଳିଲା ବିଡ଼ାବିଡ଼ା ଟଙ୍କା

ଭୁବନେଶ୍ୱର/ଭଦ୍ରକ,୨୩ା୬(ସତ୍ୟଜିତ ରାଉତ/ସନାତନ ରାଉତ): ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସର ଏକ ଟିମ୍‌ ଚଢ଼ାଉ କରିଛି। ଭୁବନେଶ୍ୱର, ନବରଙ୍ଗପୁର ସମେତ ଭଦ୍ରକର…

2 years ago

ରାଜଧାନୀରେ ପୁଣି ମାତିଲେ ଲୁଟେରା, ବନ୍ଧୁକ ଦେଖାଇ ଘର ଆଗରୁ ଛଡ଼ାଇନେଲେ ସୁନାଚେନ୍‌

ଭୁବନେଶ୍ୱର,୧୯ା୬(ସୁନିତ୍‌ ମିଶ୍ର): ରାଜଧାନୀରେ ପୁଣି ମାତିଲେ ଲୁଟେରା। ଘର ଆଗରେ ଛିଡ଼ା ହୋଇଥିବା ବେଳେ ରବିବାର ବିଳମ୍ବିତ ରାତିରେ ୩ ଜଣ ଯୁବକ ବାଇକ୍‌ରେ ଆସି ସୁନା…

2 years ago

ଠିକାଦାରଙ୍କୁ ଗୁଳିକରି ହତ୍ୟା

ଖୋର୍ଦ୍ଧା ଅଫିସ/ନିରାକାରପୁର,୧୯ା୬(ପ୍ରଭାତ ପାଣିଗ୍ରାହୀ/ମାନସ ଚନ୍ଦ୍ର ପଟ୍ଟନାୟକ): ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ବିଳମ୍ବିତ ରାତିରେ ଚଣ୍ଡେଶ୍ବର ଛକରେ ଜଣେ ଠିକାଦାରଙ୍କୁ ଗୁଳି…

2 years ago

ସ୍ତ୍ରୀଙ୍କୁ ଛାତରୁ ଠେଲିଦେଲେ ସ୍ବାମୀ, ଡାକ୍ତରଖାନାରେ ଭର୍ତ୍ତି

ଲକ୍ଷ୍ନୌ,୧୮ା୬: ଉତ୍ତରପ୍ରଦେଶର ଚିତ୍ରକୂଟରେ ଏକ ବିବାହ ସମାରୋହକୁ ବରଯାତ୍ରୀରେ ଆସିଥିବା ଯୁବତୀଙ୍କୁ ରଙ୍ଗ ଲଗାଇବା ପାଇଁ ସ୍ତ୍ରୀ ମନା କରିବାରୁ ସ୍ବାମୀ ରାଗରେ ସ୍ତ୍ରୀଙ୍କୁ ଛାତ ଉପରୁ…

2 years ago

ବ୍ୟବସାୟୀଙ୍କୁ ଡକାୟତି ଘଟଣାର ପର୍ଦ୍ଦାଫାଶ: ନଗଦ ୧ ଲକ୍ଷ ୧୨ ହଜାର ଟଙ୍କା ଜବତ, ୬ ଗିରଫ

କେସିଙ୍ଗା,୧୮ା୬(ତୁମେଶ୍ୱର ସାହୁ): କେସିଙ୍ଗାର ଜଣେ ବ୍ୟବସାୟୀ ଡକାୟତି ଘଟଣାରେ କେସିଙ୍ଗା ପୋଲିସକୁ ସଫଳତା ମିଳିଛି। ୬ଜଣ ଡକାୟତକୁ ଗିରଫ କରିବା ସହ ସେମାନଙ୍କଠାରୁ ୧ ଲକ୍ଷ ୧୨…

2 years ago

ଯୁବତୀଙ୍କୁ ହାତଗୋଡ଼ ବାନ୍ଧି ହତ୍ୟା

ପାଟନା,୧୭ା୬: ବିହାରର ଗୋପାଳଗଞ୍ଜରେ ଅପରାଧୀମାନେ ଜଣେ ଯୁବତୀଙ୍କୁ ହାତଗୋଡ଼ ବାନ୍ଧି ହତ୍ୟା କରିଛନ୍ତି। ଏହି ଘଟଣା ପରେ ଯୁବତୀଙ୍କୁ ଚିହ୍ନଟ କରାଯାଇ ପାରିନାହିଁ। ଅପରାଧୀମାନେ ତାଙ୍କ ମୁହଁକୁ…

2 years ago

ଦୁଇଭାଇଙ୍କୁ ବିବାହ କରି ୪ ଦିନରେ ସବୁ ଲୁଟିନେଲେ ଦୁଇ କନ୍ୟା

ଭୋପାଳ,୧୭ା୬: ମଧ୍ୟପ୍ରଦେଶର ଗ୍ବାଲିଅର୍‌ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଖବର ଜାଣିବାକୁ ମିଳିଛି। ଉତ୍ତରପ୍ରଦେଶର ଦୁଇ ଲୁଟେରା କନ୍ୟା ଗ୍ବାଲିଅରର ଦୁଇ ଭାଇଙ୍କୁ ବିବାହ କରିଥିଲେ। ୩ ଲକ୍ଷ…

2 years ago

ସାଢ଼େ ୪ ମାସରେ ୧୧ ପିସ୍ତଲ ଜବତ

ଢେଙ୍କାନାଳ,୧୬ା୬ (ରତନ ନାୟାର): କଥା କଥାରେ ଫୁଟୁଛି ଗୁଳି। ଅପରାଧୀମାନେ ଆପରାଧିକ କାର୍ଯ୍ୟ ଘଟାଇ ଛୁ’ ମାରୁଛନ୍ତି। ସେମାନେ କେଉଁଠାରୁ ଆସୁଛନ୍ତି, କୁଆଡ଼େ ଯାଉଛନ୍ତି ତାହାର ଟେର୍‌…

2 years ago

ଆନ୍ତଃରାଜ୍ୟ ଲୁଟେରାଙ୍କୁ ଧରିଲା ପୋଲିସ, ନଗଦ ୯୨ ହଜାର ଟଙ୍କା ଜବତ

ଗଞ୍ଜାମ,୧୫ା୬(ବିଦ୍ୟାଧର ସାହୁ): ରମ୍ଭା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ରାଜ୍ୟ ତଥା ଆନ୍ଧ୍ର ଓ ଓଡ଼ିଶାର ବିଭିନ୍ନ ଜିଲାରେ ଏଟିଏମ୍‌ଗୁଡିକରୁ ଲୁଟୁଥିଲେ। ବୁଧବାର ରମ୍ଭା ଥାନା…

2 years ago

ପୁଅର ଠେଙ୍ଗାମାଡ଼ରେ ବାପା ମୃତ, ମା’ ଗୁରୁତର

ଦେବଗଡ଼,୧୨ା୬(ଡି.ଏନ୍‌.ଏ.): ପୁଅର ଠେଙ୍ଗା ମାଡ଼ରେ ବାପାଙ୍କର ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଲଇମୁରା ଥାନା ଅନ୍ତର୍ଗତ ଭାଲୁଗୁହା ଗ୍ରାମରେ।…

2 years ago