ଅପରାଧ

ଫୋନ୍‌ରେ ଗପୁଥିଲେ ସ୍ବାମୀ, ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ସ୍ତ୍ରୀ; ଆଉ ତା’ ପରେ…

ଓ୍ବାଶିଂଟନ,୨୮ା୫: ମୋବାଇଲ ବ୍ୟବହାରକୁ ନେଇ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହେବା ସାଧାରଣ ଘଟଣା। ମାତ୍ର ଆମେରିକାରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଜାଣିଲେ ଆଶ୍ଚର୍ଯ୍ୟ…

3 years ago

ବିବାହର ପ୍ରଥମ ରାତିରେ ସ୍ବାମୀଙ୍କ ଆଖି ସାମ୍ନାରେ ସ୍ତ୍ରୀଙ୍କୁ ଗଣବଳାତ୍କାର, ଆଉ ତା’ ପରେ…

ଇସଲାମାବାଦ,୨୮ା୫: ପାକିସ୍ତାନରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୨ ବର୍ଷୀୟା ନବ ବିବାହିତାଙ୍କୁ ବିବାହର ପ୍ରଥମ ରାତିରେ ସ୍ବାମୀଙ୍କ ଆଖି ସାମ୍ନାରେ ୪…

3 years ago

ପୂର୍ବ ଶତ୍ରୁତାରୁ ଗଣ୍ଡଗୋଳ: ଦୁଇ ବାଇକ୍‌ ସମେତ ଗୋଟିଏ ମାରୁତି ଜାଳିଦେଲେ ଆକ୍ରମଣକାରୀ

ବାଲେଶ୍ୱର ଅଫିସ,୨୪ା୫: ବାଲେଶ୍ୱର ଜିଲା ଖଇରା ବ୍ଲକ ତୁଟ ଗ୍ରାମର କୈଳାସ ଜେନାଙ୍କ ସହିତ ସେହି ଗ୍ରାମର ଶଙ୍କର୍ଷଣ ଜେନା ଓ ବଂଶୀଧର ଜେନାଙ୍କ ସହିତ ଦୀର୍ଘ…

3 years ago

୮ ବର୍ଷ ପରେ ପୀଡ଼ିତାଙ୍କ ଫୋନ୍‌କୁ ଆସିଲା ବଳାତ୍କାରୀଙ୍କ ପକ୍ଷରୁ ମେସେଜ୍‌, ଏଥିରେ ଲେଖାଥିଲା…

ଓ୍ବାଶିଂଟନ,୨୪ା୫: ଆମେରିକାର ପେନାସିଲେବ୍‌ନିଆରେ ରହୁଥିବା ୨୩ ବର୍ଷୀୟା ଶାନନ ନିଜ ବୟଫ୍ରେଣ୍ଡଙ୍କ ସହ ଛୁଟି କାଟିବାକୁ ଯାଇଥିଲେ। ଏହି ସମୟରେ ଶାନନ ତାଙ୍କର ଫେସ୍‌ବୁକ୍‌ ଖୋଲିଥିଲେ। ଏଥିରୁ…

3 years ago

ମାରଣାସ୍ତ୍ର ଦେଖାଇ ହାଇଓ୍ବା ସହ ଚାଳକଙ୍କୁ ଅପହରଣ: ୫ ଗିରଫ, ଜଣେ ଫେରାର

ବଡ଼ବିଲ,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନାଞ୍ଚଳ ଏକ ପାର୍କିଂରୁ ହାଇଓ୍ବା ଟ୍ରକ ସହ ଚାଳକଙ୍କୁ ଅପହରଣ କରାଯିବା ସହ ମାଡ଼ମାରି ତାଙ୍କ ମୋବାଇଲ ଏବଂ ନଗଦ ୭…

3 years ago

ଜମିବାଡ଼ିକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ, ଜଣେ ମୃତ

ବଲାଙ୍ଗୀର ଅଫିସ,୧୬।୫: ବଲାଙ୍ଗୀର ଜିଲା ସଇଁତଳା ଥାନା କୁମ୍ଭାରୀ ଗ୍ରାମରେ ଜମିବାଡ଼ି କଳହକୁ ନେଇ ଶନିବାର ରାତିରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ଜଣାପଡ଼ିଛି। ଦୁଇ ଗୋଷ୍ଠୀ ମଧ୍ୟରେ…

3 years ago

ହସ୍ପିଟାଲରେ ଲାଞ୍ଚ ମାଗିବା ଘଟଣା: ଏସ୍‌ଡିଏମ୍‌ଓଙ୍କ ବଦଳି, ଆଟେଣ୍ଡାଣ୍ଟ ନିଲମ୍ବିତ

ବଲାଙ୍ଗୀର ଅଫିସ,୧୦।୫: ହସ୍ପିଟାଲ ଭିତରେ ଲାଞ୍ଚ ମାଗିବା ଘଟଣାର ଭିଡିଓ ଭାଇରାଲ ପରେ ବଲାଙ୍ଗୀର ସିଡିଏମ୍‌ଓ ପାଟଣାଗଡ଼ ଉପଖଣ୍ଡ ହସ୍ପିଟାଲର ଏସ୍‌ଡିଏମ୍‌ଓ ଡା. ବାଚସ୍ପତି ଦାଶ ଓ…

3 years ago

କୋଟି କୋଟି ଲୁଟୁଛନ୍ତି ସାଇବର ଠକ

ଭୁବନେଶ୍ୱର,୭।୫(ବ୍ୟୁରୋ): ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ ଲୋକେ ଚେତୁ ନାହାନ୍ତି। ପୋଲିସ କେବଳ ମାମଲା ରୁଜୁ କରି ଚୁପ୍‌ ବସୁଥିବାରୁ ରାଜ୍ୟରେ ସାଇବର ଠକ ମାତୁଛନ୍ତି। ଲୋକଙ୍କୁ…

3 years ago

ବୟଫ୍ରେଣ୍ଡଙ୍କ ସହ କଥା ହେଉଥିବା ସମୟରେ ଧରା ପଡ଼ିଲେ ଯୁବତୀ, ଆଉ ତା’ ପରେ…

କାବୁଲ,୩୦।୪: କୌଣସି ଯୁବତୀ ଜଣେ ଯୁବକଙ୍କ ସହ ଫୋନ୍‌ରେ କଥା ହେବା ଅପରାଧ ନୁହେଁ। ମାତ୍ର ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଜାଣିଲେ ଆଶ୍ଚର୍ଯ୍ୟ…

3 years ago

ଭିଜିଲାନ୍ସ ଜାଲରେ ତହସିଲଦାର

ରାଇକିଆ,୨୯।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ତହସିଲଦାର ଚକ୍ରଧର ପାଢ଼ୀ ଭିଜିଲାନ୍ସ ଜାଲରେ ଧରା ପଡ଼ିଛନ୍ତି। ସେ ଏକ ପଥର ବୋଝେଇ ଟ୍ରାକ୍ଟରକୁ ଛାଡ଼ିବା ପାଇଁ ୪୦ ହଜାର…

3 years ago