ଅପରାଧ

ନିଶ୍ଚିନ୍ତକୋଇଲି ପୋଲିସର ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ ଆହତ

ନିଶ୍ଚିନ୍ତକୋଇଲି, ୩।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ପୋଲିସ ଶନିବାର ବିଳମ୍ବିତ ରାତିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ(ଲିପୁ)ଙ୍କୁ ଏନକାଉଣ୍ଟର କରିଛି। ତାଙ୍କ ବାମ ଗୋଡରେ…

2 years ago

ଷ୍ଟାଫ୍‌ କଲୋନୀରୁ ସୁନାଗହଣା ଲୁଟ୍‌ ଘଟଣା: ସିକ୍ୟୁରିଟି ଅଟକ

ଗଞ୍ଜାମ,୨ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ସହର ନିକଟସ୍ଥ ଗ୍ରାସୀମ କମ୍ପାନୀ ଷ୍ଟାଫ୍‌ କଲୋନୀରେ ଦୀର୍ଘଦିନ ହେବ ରହି ଆସୁଥିବା ସନଟେକ କମ୍ପାନୀ ପରିଚାଳକ ହିମାଂଶୁ ମିଶ୍ରଙ୍କ କ୍ୱାର୍ଟର୍ସରୁ ୮…

2 years ago

ଘରୁ ଟଙ୍କା ନେଇଗଲେ କାମବାଲି, ସିସିଟିଭି ଫୁଟେଜ୍‌ ଭାଇରାଲ୍‌

ଭୁବନେଶ୍ୱର,୩୦।୧୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଲକ୍ଷ୍ମୀସାଗାର ଥାନା ଅନ୍ତର୍ଗତ ଝାରପଡ଼ା ଜଗନ୍ନାଥନଗରରେ ଜଣଙ୍କ ଘରୁ କାମବାଲି ଟଙ୍କା ଚୋରି କରିଛନ୍ତି। ମହିଳା ଜଣକ ମାଲିକଙ୍କ ବେଡ୍‌ରୁମ୍‌ରେ ଥିବା ଆଲ୍‌ମିଲାରର…

2 years ago

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ୍‌ କୋର୍ଟ ଶୁକ୍ରବାର ଏକ ୧୩ ବର୍ଷ ବୟସ୍କା ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଚତୁର୍ଭୁଜ ପାତ୍ର (୨୫)ଙ୍କୁ…

2 years ago

ଦମ୍ପତିଙ୍କୁ ମାରଣାସ୍ତ୍ର ଦେଖାଇ ଟଙ୍କା ଲୁଟ୍‌, ୪ ଜଣଙ୍କୁ ବାନ୍ଧିଲା ପୋଲିସ

ଛତ୍ରପୁର,୨୩ା୧୧(ଦିଲ୍ଲୀପ ସାମଲ): ମା’ ଉଜ୍ଜ୍ୱଳେଶ୍ୱରୀ ମନ୍ଦିର ନିକଟ ରାଜପଥରେ ଦମ୍ପତିଙ୍କୁ ମାରଣାସ୍ତ୍ର ଦେଖାଇ ଟଙ୍କା ଲୁଟ୍‌ କରିଥିବା ଘଟଣାରେ ୪ ଅଭିଯୁକ୍ତଙ୍କୁ ଧରିଛି ପୋଲିସ। ଅଭିଯୁକ୍ତଙ୍କଠାରୁ ଲୁଟ୍‌…

2 years ago

ଜୁଆଆଡ୍ଡାରେ ଚଢ଼ାଉ: ନଗଦ ୪୫ ହଜାର ଟଙ୍କା ଜବତ, ୫ ଗିରଫ

ଗୋପାଳପୁର,୧୮ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ପୋଲିସ ଏକ ଜୁଆଆଡ୍ଡାରେ ଚଢ଼ାଉ କରି ୫ ଜୁଆଡ଼ିଙ୍କୁ କାବୁ କରିବା ସହ ନଗଦ ୪୫ ହଜାରରୁ ଊର୍ଦ୍ଧ୍ୱ…

2 years ago

ମାର୍ବଲ ମିସ୍ତ୍ରୀଙ୍କଠାରୁ ଲୁଟ୍‌, ପୋଲିସ ଗୋଡ଼ାଇବାରୁ ୩ ବାଇକ୍‌ ଛାଡ଼ି ୪ ଦୁର୍ବୃତ୍ତ ଫେରାର

ସୋରଡ଼ା,୧୫ା୧୧(ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ଦାରିଙ୍ଗବାଡ଼ି ଘାଟି ରାସ୍ତାରେ ଡକାୟତ ଦଳ ସକ୍ରିୟ ହେଉଥିବା ଅନୁମାନ କରାଯାଉଛି। ବୁଧବାର ଅପରାହ୍ନରେ ବ୍ରହ୍ମପୁର ହରିଡ଼ାଖଣ୍ଡି ନିକଟ ଚାଞ୍ଚଡ଼ାପଲ୍ଲୀ…

2 years ago

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

ଫୁଲବାଣୀ,୧୫ା୧୧(ରାକେଶ କୁମାର ରାଉତ): ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ବୁଧବାର ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ବିଚାର କରି…

2 years ago

ଗାଁରେ ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରୁଥିଲେ ବାପ-ପୁଅ, ବାନ୍ଧିଲା ପୋଲିସ

ଗୋପାଳପୁର,୧୫ା୧୧(ନବୀନରାଜ ଆଚାରୀ): ଗଞ୍ଜାମ ଜିଲା ଅଧିନସ୍ଥ ଗୋଳନ୍ଥରା ଥାନା ଅନ୍ତର୍ଗତ ଆମ୍ବପୁର ଗ୍ରାମରେ ଦେଶୀ ବନ୍ଧୁକ ଧରି ଆତଙ୍କ ସୃଷ୍ଟି କରିବା ମାମଲାରେ ସ୍ଥାନୀୟ ପୋଲିସ ବାପ-ପୁଅ…

2 years ago

ଫ୍ଲିପ୍‌କାର୍ଟ ଅଫିସରେ ପଶି ଦୁର୍ବୃତ୍ତମାନେ ବନ୍ଧୁକମୁନରେ ଲୁଟିନେଲେ ଟଙ୍କା ବାକ୍ସ

କଟକ,୧୩ା୧୧: ମୁଖା ପିନ୍ଧି ଦୁଇ ଦୁର୍ବୃତ୍ତ ଫ୍ଲିପ୍‌କାର୍ଟ ଅଫିସରେ ପଶି ବନ୍ଧୁକମୁନରେ ଟଙ୍କା ବାକ୍ସ ଲୁଟିନେଇଛନ୍ତି। ଏପରି ଘଟଣା କଟକ ଜିଲା ଆଠଗଡ଼ ଥାନା ଅନ୍ତର୍ଗତ ଅଶୋକନଗର…

2 years ago