ଅପରାଧ

ରାଜଧାନୀରେ ବଡ଼ ଧରଣର ଆଇଟି ରେଡ୍‌, ୨ କୋଟିରୁ ଅଧିକ ଟଙ୍କା ଜବତ

ଭୁବନେଶ୍ୱର,୯ା୫: ରାଜଧାନୀରେ ଗୁରୁବାର ବଡ଼ ଧରଣର ଆଇଟି ରେଡ୍‌ ହୋଇଛି। ପୁରୁଣ ପୋଷ୍ଟ ଅଫିସ୍‌ ଲେନ୍‌ ବୁଦ୍ଧେଶ୍ୱରୀ କଲୋନୀରେ ଥିବା ଏକ ଫ୍ଲେକ୍ସ ପ୍ରିଣ୍ଟ ମିଡିଆ ହାଉସ୍‌…

2 years ago

ସୂଚନାଦାତା ସନ୍ଦେହରେ ଯୁବକଙ୍କୁ ମାଓବାଦୀଙ୍କ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁରରେ ମାଓବାଦୀମାନେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି। ଗୁରୁତର ଅବସ୍ଥାରେ ଆହତ ବ୍ୟକ୍ତିଙ୍କୁ ସୁରକ୍ଷା କର୍ମୀମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ସୂଚନା…

2 years ago

ଭୁବନେଶ୍ୱର ବିମାନବନ୍ଦରରୁ ୨ କୋଟିରୁ ଅଧିକ ମୂଲ୍ୟର ସୁନା ଜବତ

ଭୁବନେଶ୍ୱର,୮ା୫: ଭୁବନେଶ୍ବର ବିମାନବନ୍ଦରରୁ ବୁଧବାର ୩ କେଜିରୁ ଊଦ୍ଧର୍‌ବ ସୁନା ଜବତ କରାଯାଇଛି। କେନ୍ଦ୍ରୀୟ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ୩.୭୭ କେଜି ସୁନା ଜବତ କରିଛି। ଏହି…

2 years ago

ଛେଳି ଚୋରିକୁ ନେଇ ମହାଭାରତ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବୁଦାମୂଳେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୁଣ୍ଟୁଣୀ,୮ା୫(ସଚ୍ଚିଦାନନ୍ଦ ପଣ୍ଡା): ଛେଳି ଚୋରିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅନ୍ୟ କେତେକ ଯୁବକ ମରଣାନ୍ତକ ଆକ୍ରମଣ କରି ମୁମୂର୍ଷୁ ଅବସ୍ଥାରେ ଖୁଣ୍ଟୁଣୀ ଡାକ୍ତରଖାନା ପଛପଟ ବୁଦାମୂଳେ…

2 years ago

ଟ୍ରାନ୍ସପୋର୍ଟ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତ ଲୁଟିନେଲେ ୧୪ ଲକ୍ଷ ଟଙ୍କା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଜାମୁଡ଼ିହା ନିକଟରେ ସୋମବାର ପୂର୍ବାହ୍ନରେ ଏନ୍‌ଏଚ ୪୯ରେ ଆଜି ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀର ଦୁଇ ଜଣ କର୍ମଚାରୀଙ୍କ…

2 years ago

କର୍ନାଟକ ସେକ୍ସ ସ୍କାଣ୍ଡାଲରେ ଏଚ୍‌.ଡି ରେଭନ୍ନା ଗିରଫ

ବେଙ୍ଗାଲୁରୁ,୪ା୫: କର୍ନାଟକ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍‌ ବିଧାୟକ ଏଚ୍‌.ଡି. ରେଭନ୍ନାଙ୍କୁ ଏସ୍‌ଆଇଟି ଶନିବାର ଗିରଫ କରିଛି। ରେଭନ୍ନାଙ୍କ ଘରେ କାମ କରୁଥିବା…

2 years ago

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି…

2 years ago

ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା

ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦) ମଙ୍ଗଳବାର…

2 years ago

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ ବଚସାରୁ…

2 years ago

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ ଜଣେ…

2 years ago