ଅପରାଧ

ବଧୂହତ୍ୟା ଉଦ୍ୟମ ଅଭିଯୋଗ, ଶ୍ୱଶୁର ଅଟକ

କୁଆମରା,୨୮।୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁନଗର ବ୍ଲକ ଅନ୍ତର୍ଗତ ସାଇଁକୂଳା ପଞ୍ଚାୟତରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳାଙ୍କୁ ଶାଶୁଘର ଲୋକେ ପୋଡ଼ି ମାରିଦେବାକୁ ଉଦ୍ୟମ…

4 years ago

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ କେ. ମୋହନ ପାତ୍ର

ନବରଙ୍ଗପୁର,୨୭।୧୨(ବି.ପ୍ର.): ଉମରକୋଟ ଗ୍ରାମୀଣ ପାନୀୟ ଜଳ ଯୋଗାଣ ଓ ପରିମଳ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ କେ. ମୋହନ ପାତ୍ର ୩୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

4 years ago

ପ୍ରେମିକଙ୍କ ସହ ମିଶି ସୁପାରି ଦେଇ ସ୍ବାମୀଙ୍କୁ ହତ୍ୟା, ଅଭିଯୁକ୍ତ ସ୍ତ୍ରୀଙ୍କ ସହ ୪ ଗିରଫ

ବଣାଇ, ୨୭।୧୨ (ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଥାନା ଅନ୍ତର୍ଗତ କେନ୍ଦ୍ରୀକଳା ନିକଟରେ ସଂଘଟିତ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୋଲିସ। ଗତ ୧୯ ତାରିଖରେ ବଣାଇ ଅଞ୍ଚଳର…

4 years ago

ଭିଜିଲାନ୍ସ ଜାଲରେ ଉଦ୍ୟାନ ବିଭାଗ ମାଳି, ୪ ସ୍ଥାନରେ ଚାଲିଛି ଏକକାଳୀନ ଚଢ଼ାଉ

ଉଦଳା,୨୭।୧୨(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲା ଉଦଳା ଉଦ୍ୟାନ ବିଭାଗ ମାଳି ଉଦ୍ଧବ ବେହେରା। ଶୁକ୍ରବାର ଉଦ୍ଦବଙ୍କ ୪ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ଟିମ୍‌ ଏକକାଳୀନ…

4 years ago

ବ୍ୟବସାୟୀଙ୍କଠାରୁ ଲୁଟେରା ଝାମ୍ପିନେଲେ ଦେଢ଼ ଲକ୍ଷ ଟଙ୍କା

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୨୭।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀରୋଡ୍‌ସ୍ଥିତ ଆଲ୍ହାବାଦ ବ୍ୟାଙ୍କ ଶାଖା ସମ୍ମୁଖରୁ ଶୁକ୍ରବାର ପୂର୍ବାହ୍ନରେ କଳା ପଲସରରେ ଆସି ଜଣେ ବ୍ୟବସାୟୀଙ୍କଠାରୁ ଦୁଇ ଲୁଟେରା…

4 years ago

ଅନିଲ ଜେନା ହତ୍ୟା ମାମଲା: ହତ୍ୟାକାରୀଙ୍କୁ ଖୋଜୁ ଖୋଜୁ ଧରାପଡ଼ିଲେ ଖଣି ମାଫିଆ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଆଳୁ ଖୋଳୁ ଖୋଳୁ ମହାଦେବ ବାହାରିବା ପରି ଫେରାର ହତ୍ୟାକାରୀଙ୍କୁ ଖୋଜୁ ଖୋଜୁ ଧରାପଡିଲେ ଜଣେ ଖଣି ମାଫିଆ। ସେ ହେଲେ ଖୋର୍ଦ୍ଧା କୁମାରବସ୍ତ ଅଞ୍ଚଳର…

4 years ago

ଏୟାରପୋର୍ଟ ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଅଟକ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ଏୟାରପୋର୍ଟ ଥାନା ଅଞ୍ଚଳରେ ଜଣେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ପୋଲିସ ନାବାଳିକାଙ୍କ ଡାକ୍ତରୀ ମାଇନା କରିବା…

4 years ago

୪୦ ଗ୍ରାମ ବ୍ରାଉନସୁଗାର, ୧.୧୦ ଲକ୍ଷ ଟଙ୍କା ଜବତ

ଖୋର୍ଦ୍ଧା ଅଫିସ, ୨୫ ।୧୨: ଖୋର୍ଦ୍ଧା ଜିଲା ଜଟଣୀ ଥାନା ପୋଲିସ ଓ କୁଇକ୍‌ ଆକ୍ସନ ଟିମ୍‌ ପକ୍ଷରୁ ଚଢ଼ାଉ କରାଯାଇ ବୁଧବାର କୁଦୁପୁର ଛକରୁ ୪୦…

4 years ago

ବେଆଇନ ଗଞ୍ଜେଇ ଚାଲାଣ: କାର୍‌ ଜବତ, ୨ଅଟକ

ପଟାଙ୍ଗି,୨୫।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟାଙ୍ଗି ପୋଲିସ ବୁଧବାର ଏକ ଗଞ୍ଜେଇ ବୋଝେଇ କାର୍‌ (ଓଡି୧୦ଏଲ୍‌୫୭୨୧)କୁ ଜବତ କରିଛି। ଏଥିରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଅଟକ ରଖି ପୋଲିସ…

4 years ago

କାଜୁ ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଠାବ, ହତ୍ୟା ସନ୍ଦେହ

ମହାକାଳପଡ଼ା, ୨୫।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ଥାନା ଅନ୍ତର୍ଗତ ପେଟଛେଲା ପଞ୍ଚାୟତର ବି.ବି. କଲୋନୀ କାଜୁ ଜଙ୍ଗଲରେ ବୁଧବାର ଝୁଲନ୍ତା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଠାବ…

4 years ago