ଅପରାଧ

କାଠ ବୋଝେଇ ଟ୍ରାକ୍ଟର ଜବତ: ଜଣେ ଗିରଫ

ଠାକୁରମୁଣ୍ଡା, ୩୧।୩ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅନ୍ତର୍ଗତ ନୋଦା ଗ୍ରାମରୁ ବୁଧବାର ଏକ ଶାଳ କାଠ ବୋଝେଇ ଟ୍ରାକ୍ଟର ଜବତ ହୋଇଛି।…

5 years ago

ହେଲମେଣ୍ଟ, ମାସ୍କ ଚେକିଂ ବେଳେ ପୋଲିସ ମାଡ଼ରେ ଯୁବକଙ୍କ ମୁଣ୍ଡ ଫାଟିଲା; କନଷ୍ଟେବଳ ନିଲମ୍ବିତ, ଡ୍ରାଇଭର କାର୍ଯ୍ୟରୁ ପ୍ରତ୍ୟାହାର

ଠାକୁରମୁଣ୍ଡା, ୩୦।୩ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ପୋଲିସର ଏକ ଅମାନୁଷିକତା ଘଟଣା ପଦାକୁ ଆସିଛି। ହେଲମେଣ୍ଟ ଓ ମାକ୍ସ ଚେକିଂ ସମୟରେ ପୋଲିସର ଲାଠି ମାଡରେ…

5 years ago

କୁକୁଡ଼ା ଫାର୍ମ ତଳେ ଅଣ୍ଡରଗ୍ରାଉଣ୍ଡ ଡିପୋ: ବିପୁଳ ପରିମାଣର ମଦ ଜବତ, ଜଣେ ଅଟକ

ଅନୁଗୋଳ ଅଫିସ, ୨୯।୩: ଅନୁଗୋଳ ଜିଲା ଜରାସିଂହା ଗ୍ରାମରେ ରବିବାର ସନ୍ଧ୍ୟାରେ ସ୍ପେଶାଲ ସ୍କାର୍ଡ ପୋଲିସ ଚଢ଼ାଉକରି ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ…

5 years ago

ରହସ୍ୟ ହୋଇଗଲା ଝରାଫୁଲଙ୍କ ମୃତ୍ୟୁ: ୨ ମାସ ବିତିଯାଇଛି, ହେଲେ…

ରସୁଲପୁର,୨୮ା୩ (ଡି.ଏନ୍‌.ଏ.): ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ଛାତ୍ରୀ ଝରାଫୁଲ ନାୟକ(୨୨)ଙ୍କ ସନ୍ଦେହଜନକ ମୃତ୍ୟୁକୁ ୨ ମାସ ବିତିଯାଇଛି। ହେଲେ ଝରାଫୁଲଙ୍କ ମୃତ୍ୟୁ କିପରି…

5 years ago

ସୂଚନା ଅଧିକାର କର୍ମୀ ସର୍ବେଶ୍ୱରଙ୍କୁ ବୋମାମାଡ଼, ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଯାଜପୁର ଅଫିସ୍‌, ୨୮ା୩: ଯାଜପୁର ଜିଲାର ବିଭିନ୍ନ ଦୁର୍ନୀତି ପ୍ରସଙ୍ଗ ଉଠାଇ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି), ହାଇକୋର୍ଟ, ଲୋକାୟୁକ୍ତ ଓ ବିଭିନ୍ନ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହୋଇଥିବା…

5 years ago

ପ୍ରେମିକଙ୍କୁ ଧରିବା ପାଇଁ ୬ ଘଣ୍ଟା ଖଟ ତଳେ ଲୁଚିଥିଲେ ମହିଳାଙ୍କ ସ୍ବାମୀ, ଆଉ ତା’ ପରେ…

ବେଙ୍ଗାଲୁରୁ,୨୭।୩: ବେଙ୍ଗାଲୁରୁରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ପ୍ରେମିକଙ୍କୁ ଧରିବା ପାଇଁ ଖଟ ତଳେ ଦୀର୍ଘ ୬ ଘଣ୍ଟା ଲୁଚି ରହିଥିଲେ। ପରେ ଏଥିରେ ସେ ସଫଳ…

5 years ago

ଲୁଟେରା ଗ୍ୟାଙ୍ଗ୍‌ର ୬ ଗିରଫ

କଟକ ଅଫିସ,୨୬।୩: ମଧୁପାଟଣା ଥାନା ପୋଲିସ ଏକ ଲୁଟେରା ଗ୍ୟାଙ୍ଗ୍‌ର ୬ଜଣଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪ ବନ୍ଧୁକ, ୮ ଗୁଳି, ୬ ମୋବାଇଲ ଫୋନ୍‌,…

5 years ago

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ୩ ଥାନାରେ ଅଟକ, ଗିରଫ ଦାବିରେ ରାସ୍ତା ଅବରୋଧ

ବାହାନଗା,୨୩।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡ଼ା ଥାନା ଗୋପାଳପୁର ଫାଣ୍ଡି ଅଧୀନ କଲ୍ୟାଣୀ ପଞ୍ଚାୟତ ଅରଳା ଗ୍ରାମର ଜଣେ ଯୁବକଙ୍କୁ ସୋମବାର ସନ୍ଧ୍ୟାରେ ମରଣାନ୍ତକ ଆକ୍ରମଣ…

5 years ago

ରାଜଧାନୀରେ ଗଣବଳାତ୍କାର ଅଭିଯୋଗ: ଘରେ ଛାଡିଦେବେ କହି ଅପହରଣ କରିନେଇ…

ଭୁବନେଶ୍ୱର, ୨୧ା୩(ବ୍ୟୁରୋ): ରାଜଧାନୀରେ ଜଣେ ମହିଳା ଗଣବଳାତ୍କାରର ଶିକାର ହୋଇଛନ୍ତି। ଗତ ଫେବୃୟାରୀ ମାସରେ ଏହି ଘଟଣା ଘଟିଥିଲେ ମଧ୍ୟ ପୀଡିତା ଜଣକ ନ୍ୟାୟ ପାଇଁ ପୋଲିସ…

5 years ago

ପଟ୍ଟାମୁଣ୍ଡାଇ ସହରରେ ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି

ପଟ୍ଟାମୁଣ୍ଡାଇ,୨୦।୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ୧୧ ନଂ. ୱାର୍ଡରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଯୋଗୁ ସହରରେ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଯାହାକୁ…

5 years ago