ଅପରାଧ

ଭିଜିଲାନ୍ସ ଜାଲରେ କେଲେଙ୍ଗାପାଲି ପିଇଓ

ବରଗଡ଼ ଅଫିସ,୨୫।୧- ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ କେଲେଙ୍ଗାପାଲି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ( ପିଇଓ) ଉମେଶ କୁମାର ସେଠଙ୍କ ବାସଭବନରେ ସୋମବାର ସକାଳେ ଭିଜିଲାନ୍ସ ପକ୍ଷରୁ…

5 years ago

ସ୍ଥାଣୁତା ବଢ଼ାଉଛି ବାଳଅପରାଧ

ଭୁବନେଶ୍ୱର,୨୫।୧(ବ୍ୟୁରୋ): କୋମଳ ହୃଦୟରେ ବସା ବାନ୍ଧୁଛି ନିଷ୍ଠୁରତା। ନାବାଳକ ମନରେ ବୃଦ୍ଧି ପାଉଛି ଅପରାଧପ୍ରବଣତା। ଯେଉଁ ହାତରେ ଦେଶ ଗଢ଼ିବାକୁ କଲମ ଧରିବା କଥା, ସେହି ହାତ…

5 years ago

ପାର୍ଟଟାଇମ ଚାକିରି ନାଁରେ ଆସୁଛି ଏସ୍‌ଏମ୍‌ଏସ୍‌: ଜାଲରେ ଫସୁଛନ୍ତି ଶିକ୍ଷିତ ବେକାରି

ଭୁବନେଶ୍ୱର,୨୪।୧(ବ୍ୟୁରୋ): ସାରା ଦେଶରେ ଅନଲାଇନ ଠକେଇ ମୁଣ୍ଡ ବ୍ୟଥା ପାଲଟିଛି। ସାଇବର ଠକ ଘରେ ବସି ନୂଆ ନୂଆ ତରିକାରେ ଲୋକଙ୍କୁ ଠକୁଛନ୍ତି। ମୋବାଇଲ୍‌ ଓ ଇଣ୍ଟରନେଟ୍‌…

5 years ago

ମନ୍ଦିର ଦାନହୁଣ୍ଡି ଚୋରି କରି ନଦୀ ବାଲିରେ ପୋତିଦେଲେ ଦୁର୍ବୃତ୍ତ

ସୋରଡ଼ା,୨୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ାସ୍ଥିତ ପଞ୍ଚାନନ ହୁଣ୍ଡିକୁ ଶୂକ୍ରବାର ରାତିରେ ଦୁର୍ବୃତ୍ତମାନେ ଚୋରି କରି ନେଇଥିବା ଶନିବାର ସକାଳେ ମନ୍ଦିର ପୂଜକ ଯାଇ ଦେଖିଥିଲେ। ଏନେଇ ପରିଚାଳନା…

5 years ago

ବୋହୂଙ୍କୁ ଶ୍ୱଶୁରଙ୍କ ବଳାତ୍କାର ଉଦ୍ୟମ

ନିଶ୍ଚିନ୍ତକୋଇଲି,୨୨।୧(ସ୍ବ.ପ୍ର.) : କଟକ ଜିଲା ମାହାଙ୍ଗା ଥାନା ଅଧିନସ୍ଥ ହଳଦିଆ ପଞ୍ଚାୟତ ଇଟାମୁଣ୍ଡୁଲି ଗ୍ରାମରେ ଜଣେ ବୋହୂଙ୍କୁ ଶ୍ୱଶୁର ବଳାତ୍କାର ଉଦ୍ୟମ କରିବା ଥାନାରେ ଅଭିଯୋଗ ହୋଇଛି।…

5 years ago

ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ

ଦିଗପହଣ୍ଡି,୨୧ା୧(ଡି.ଏନ.ଏ.):  ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗଁାରେ ଘରେପଶି ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ନେଇ ମହିଳା ଜଣକ ଗୁରୁବାର ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି…

5 years ago

ପୋଖରୀ ହୁଡ଼ାରେ ପଡ଼ି ରହିଛି ବୃଦ୍ଧ ଦମ୍ପତିଙ୍କ ମୃତଦେହ: ପହଞ୍ଚିଲା ଭୋଗରାଇ ପୋଲିସ

ବାଲେଶ୍ୱର ଅଫିସ,୨୧।୧: ବାଲେଶ୍ୱର ଜିଲା ଭୋଗରାଇ ଥାନା ଅନ୍ତର୍ଗତ ଫୁଲ୍‌ବଣି ଗ୍ରାମର ପୋଖରୀ ହୁଡ଼ାରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ଶାନ୍ତି ମଣ୍ଡଳ,…

5 years ago

ସ୍ତ୍ରୀଙ୍କୁ ଲୁଚି ଗର୍ଲଫ୍ରେଣ୍ଡଙ୍କୁ ଦୋସା ଖୁଆଇବାକୁ ନେଇଥିଲେ ଯୁବ ଇଞ୍ଜିନିୟର, ପରେ ଯାହା ଘଟିଲା…

ଲକ୍ଷ୍ନୌ,୨୦।୧: ଉତ୍ତରପ୍ରଦେଶର ବାନ୍ଦାରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବ ଇଞ୍ଜିନିୟର ସ୍ତ୍ରୀଙ୍କୁ ଲୁଚି ଗର୍ଲଫ୍ରେଣ୍ଡଙ୍କୁ ଦୋସା ଖୁଆଇବା ଭାରି ପଡ଼ିଛି। ଏଥିରେ…

5 years ago

ଯୁବକଙ୍କୁ ଆକ୍ରମଣ କରି ଟଙ୍କା, ସୁନା ଲୁଟ୍‌

ଭୁବନେଶ୍ୱର,୨୦।୧(ବ୍ୟୁରେ): ରାଜଧାନୀ ରାଜପଥରେ ରାତିରେ ମାତୁଛନ୍ତି ଲୁଟେରା। ସୋମବାର ବିଳମ୍ବିତ ରାତିରେ ଜଣେ ଖବରଦାତାଙ୍କୁ ଆକ୍ରମଣ କରିବା ସହ ତାଙ୍କଠାରୁ ମୋବାଇଲ୍‌ ଫୋନ୍‌, ୫ହଜାର ଟଙ୍କା ଓ…

5 years ago

୩୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଅତିରିକ୍ତ ତହସିଲଦାର

ଢେଙ୍କାନାଳ ଅଫିସ, ୧୯।୧: ଢେଙ୍କାନାଳ ସଦର ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲକ୍ଷ୍ମଣ ମାଙ୍କଡ଼ା ପଥର ଚାଲାଣ…

5 years ago