ଅପରାଧ

ରାଉରକେଲା ଏସ୍‌ପିଙ୍କ ନାମରେ ଫେସବୁକ୍‌ରେ ଫେକ୍‌ ଆଇଡି ଖୋଲି ବନ୍ଧା ହେଲେ ନାବାଳକ

ରାଉରକେଲା ଅଫିସ,୧୬।୬: ରାଉରକେଲା ଏସ୍‌ପି କେ.ଶିବା ସୁବ୍ରମଣୀଙ୍କ ନାମରେ ଫେସ୍‌ବୁକରେ ଫେକ୍‌ ଆଇଡି ଖୋଲି ଲୋକଙ୍କୁ ବ୍ଲାକମେଲିଂ କରିବା ଜଣେ ନାବାଳକଙ୍କୁ ମହଙ୍ଗା ପଡ଼ିଛି। ଏହି ଘଟଣାରେ…

6 years ago

ରଜ ଖର୍ଚ୍ଚ ପାଇଁ ଟଙ୍କା ନ ଦେବାରୁ ମା’ଙ୍କୁ ଟାଙ୍ଗିଆରେ ହାଣିଲେ ପୁଅ

ରାଇସୁଆଁ,୧୬।୬(ଡି.ଏନ୍‌.ଏ.): ରଜ ପାଇଁ ଟଙ୍କା ନ ଦେବାରୁ ମା’ଙ୍କୁ ଟାଙ୍ଗିଆରେ ହାଣିଲେ ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୋପୀନାଥପୁର…

6 years ago

ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା: କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

ବାରିପଦା ଅଫିସ, ୧୫।୬: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା କରକଚିଆ ଗ୍ରାମରେ ସୋମବାର ଡହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ହତ୍ୟା ପରେ…

6 years ago

ଜୁଆଆଡ୍ଡାରେ ଚଢ଼ାଉ: ୩୦ ଗିରଫ, ୮୩ ହଜାର ଟଙ୍କା, ୮ବାଇକ୍‌ ଜବତ

ଛତ୍ରପୁର,୧୫ା୬(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ପକ୍ଷରୁ ଖଲ୍ଲିକୋଟ, ପୋଲସରା ଓ ଗାଙ୍ଗପୁର ଥାନା ଅଞ୍ଚଳରେ ରବିବାର ବିଳମ୍ବିତ ରାତିରେ ୩ଟି ଜୁଆ ଆଡ୍ଡା ଉପରେ ଚଢ଼ାଉ କରଯାଇଥିଲା। ସେଠାରୁ…

6 years ago

ଲୁଟ୍‌ ଘଟଣାରେ ୩ ଅଭିଯୁକ୍ତ ଗିରଫ: ଟଙ୍କା, ଗାଡ଼ି ଜବତ

ରଣପୁର, ୧୫।୬(ସ୍ବ.ପ୍ର.): ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳରେ ଗତ ୧୨ ତାରିଖରେ ଘଟିଥିବା ଲୁଟ୍‌ ଘଟଣାରେ ପୋଲିସ ସୋମବାର ୩ ଲୁଟେରାଙ୍କୁ ଗିରଫ କରିଛି। ସେମାନେ…

6 years ago

ମହିଳାଙ୍କ ବେକରୁ ସୁନା ଚେନ୍‌ ଝାମ୍ପିନେଲେ ଲୁଟେରା

ବ୍ରହ୍ମପୁର ଅଫିସ,୧୫।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାରେ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଦୈନିକ ୧୯ ଘଣ୍ଟା ଲକ୍‌ଡାଉନ ଘୋଷଣା କରାଯାଇଛି। ଏହାର ସୁଯୋଗ…

6 years ago

ମାଡ଼ର ପ୍ରତିଶୋଧ ହତ୍ୟାରେ

ରାସୋଳ, ୧୫।୬(ଡି.ଏନ.ଏ.) ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମୀ ଥାନା ଅନ୍ତର୍ଗତ କୁକୁଟା ଗ୍ରାମର ରାଜମିସ୍ତ୍ରି ବୁନୁ ବେହେରା (୪୦) ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାର ମୁଖ୍ୟ…

6 years ago

ଘରୁ ଟଙ୍କା, ସୁନା ଲୁଟିନେଇ ବ୍ୟବସାୟୀଙ୍କୁ ହତ୍ୟା: ଘଟଣାସ୍ଥଳରେ ପହଞ୍ଚିଲା ପୋଲିସ, ସାଇଣ୍ଟଫିକ୍‌ ଟିମ୍‌

ବ୍ରହ୍ମପୁର ଅଫିସ,୧୪।୬: ଗଞ୍ଜାମ ଜିଲା ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାଠାରେ ଥିବା ହେରିଟେଜ କ୍ଷୀର ଡିଲର ତଥା ବ୍ୟବସାୟୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

6 years ago

ରଜରେ ଫୁଟିଲା ଗୁଳି: ଖୋର୍ଦ୍ଧା ବଡ ଶବର ସାହିରେ ଯୁବକଙ୍କୁ ହତ୍ୟା

ଖୋର୍ଦ୍ଧା ଅଫିସ,୧୪।୬: ରଜରେ ଫୁଟିଲା ଗୁଳି। ଗୁଳିମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲା ସଦର ଥାନା ଅନ୍ତର୍ଗତ ଦଧିମାଛଗାଡିଆର ବଡ ଶବର ସାହି ସକାଳ…

6 years ago

ଶଟ୍‌ଡାଉନ୍‌ରେ ଗଞ୍ଜେଇ ଚାଲାଣ: ବୁଲେଟ୍‌ ସହ ଗଞ୍ଜେଇ ଜବତ, ୨ ଗିରଫ

ପାଟପୁର,୧୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଖପରାବାଡ଼ ନିକଟରେ ଶନିବାର ସକାଳେ ପାଟପୁର ପୋଲିସ ଚଢ଼ାଉ କରି ଏକ ବୁଲେଟ୍‌ ସହ ୨୯ କେଜି…

6 years ago