ଅପରାଧ

କାକଟପୁର ଥାନା ଅଧିକାରୀଙ୍କ କ୍ୱାର୍ଟରରୁ ଚୋରି

ପୁରୀ ଅଫିସ, ୧୩।୬: ପୁରୀରେ ଦୀର୍ଘ ଦିନ ପରେ ପୁଣି ସକ୍ରିୟ ହୋଇଛନ୍ତି ସିନ୍ଧି ଚୋର। ଶୁକ୍ରବାର ରାତିରେ କ୍ଲର୍କ ରୋଡ୍‌ରେ ଥିବା କାକଟପୁର ଥାନା ଅଧିକାରୀ…

6 years ago

ରାଜଧାନୀରେ ରାଜମିସ୍ତ୍ରୀଙ୍କୁ କାଠଫାଳିଆରେ ପିଟି ହତ୍ୟା: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ରାଜଧାନୀର ଚନ୍ଦ୍ରଶେଖରପୁର କଲ୍ୟାଣମଣ୍ଡପ ପଛପଟ ବସ୍ତିରେ ଜଣେ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ରାଜମିସ୍ତ୍ରୀ ରାହାସ ବେହେରା। ପୋଲିସ…

6 years ago

ପୋଲିସ କ୍ୟାଣ୍ଟିନରେ ମହିଳାଙ୍କୁ ଗଣବଳାତ୍କାର, ହତ୍ୟା ମାମଲା: ଏସ୍‌ପିଙ୍କୁ ରିପୋର୍ଟ ମାଗିଲେ ମହିଳା କମିଶନ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ମାଲକାନଗିରି ସଦର ମହକୁମା ପୋଲିସ କ୍ୟାଣ୍ଟିନରେ ଜଣେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲାରେ ରାଜ୍ୟ ମହିଳା କମିଶନ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

6 years ago

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧଳାପଥର ଏଏସ୍‌ଆଇ

ଖୋର୍ଦ୍ଧା ଅଫିସ,୧୧ା୭ : ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଧଳାପଥର ଏଏସ୍‌ଆଇ ଅଶୋକ କୁମାର ପଣ୍ଡା ଲାଞ୍ଚ ନେବା ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ…

6 years ago

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପାଟଣାଗଡ଼ ଡିଏଫ୍‌ଓ

ପାଟଣାଗଡ଼, ୧୦।୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ କେନ୍ଦୁପତ୍ର ଡିଏଫ୍‌ଓ ପ୍ରଣବ ମହାନ୍ତି ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ତାଙ୍କୁ ଗିରଫ…

6 years ago

ଭଉଣୀ ଘରକୁ ଯାଉଥିବା ବେଳେ ଯୁବକଙ୍କୁ ଗୁଳିମାଡ଼

ସୋନପୁର,୮।୬(ନି.ପ୍ର.): ସୁବର୍ଣ୍ଣପୁର ଜିଲା ତରଭା ଥାନା ଚୁଡ଼ାଖାଇ ପାହାଡ଼ ରାସ୍ତା ନିକଟରେ ସୋମବାର ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଛି । ସେ ହେଲେ ବ୍ରାହ୍ମଣୀ ନିକଟସ୍ଥ ଭୁରାଟ…

6 years ago

୨୮ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ଜଣେ ଗିରଫ

କଟକ ଅଫିସ,୮।୬: କଟକ ଜଗତପୁରସ୍ଥିତ ପୀରବଜାରଠାରେ ସୋମବାର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨୭୫ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ…

6 years ago

ବୈତରଣୀ ନଦୀ ପୋଲରୁ ବୋଲେରୋ ବୋଝେଇ ଶାଳ ଚୌକାଠ ଜବତ: ୨ ଗିରଫ

ପାଟଣା,୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ମୁଖ୍ୟାଳୟ ବୈତରଣୀ ନଦୀ ପୋଲ ନିକଟରୁ ଏକ ଶାଳ ଚୌକାଠ ବୋଝେଇ ବୋଲେରୋ ଗାଡିକୁ ସୋମବାର ଭୋରରୁ…

6 years ago

ଖୋର୍ଦ୍ଧା ଜେଲ୍‌ରେ ବେଧଡ଼କ ଚାଲିଛି ଧଳା ଜହର କାରବାର: ଭିଡିଓ ଭାଇରାଲ

ଖୋର୍ଦ୍ଧା ଅଫିସ,୬।୬ : ଖୋର୍ଦ୍ଧା ଜେଲ ପାଲଟିଛି ଧଳା ଜହର କାରବାରର ପେଣ୍ଠସ୍ଥଳୀ। ଜେଲ କର୍ତ୍ତୃପକ୍ଷଙ୍କ ଜାଣତରେ ଚାଲିଛି ଏହି କାରବାର। ଏନେଇ ଏକ ଭିଡିଓ ସୋସିଆଲ…

6 years ago

ଜମି ପାଇଁ ଦାଦା-ଖୁଡ଼ୀଙ୍କୁ ହତ୍ୟା, କୁଅରେ ଫିଙ୍ଗିଲେ: ପୁତୁରା ଅଟକ

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି,୬ା୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ବିରିପାଲି ପଞ୍ଚାୟତ କୁଟୁରାବେଡା ଗାଁରେ ପାରିବାରିକ ଜମି ବିବାଦକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି । ଜମିଲାଗି ନିଜର…

6 years ago