ଅପରାଧ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପୂର୍ବତନ କୃଷି କର୍ମଚାରୀଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ

ସରଣ୍ଡା/ସୁନ୍ଦରଗଡ଼,୫।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଚକୁଳି ଫାର୍ମର ପୂର୍ବତନ କୃଷି କର୍ମଚାରୀ(ଓଭରସିଅର) ଫକୀର କର୍ଣ୍ଣଙ୍କ ବାସଭବନ ଉପରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।…

6 years ago

ବେଆଇନ ମଦ କାରବାର: ୧୯୩ ଲିଟର ମଦ ଜବତ, ୮ ଗିରଫ

ଛତ୍ରପୁର, ୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଚାଲିଥିବା ବେଆଇନ ମଦ କାରବାର ହେଉଥିବା ନେଇ ଗୁରୁବାର ସନ୍ଧ୍ୟାରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୭ଜଣଙ୍କୁ…

6 years ago

ପିଆଜ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ଖୋର୍ଦ୍ଧା ଅଫିସ,୪।୬: ଖୋର୍ଦ୍ଧା ଜିଲା ୫୭ ନଂ ଜାତୀୟ ରାଜପଥ ସଦର ଥାନା ଅଞ୍ଚଳରୁ ଗୁରୁବାର ଅପରାହ୍ନରେ ଏକ ପିଆଜ ଟ୍ରକ୍‌ରୁ ୭ କୁଇଣ୍ଟାଲ ଗଞ୍ଜେଇ ଜବତ…

6 years ago

ଠେଙ୍ଗାରେ ପିଟିପିଟି ସାଙ୍ଗକୁ ହତ୍ୟା କଲେ ସାଙ୍ଗ

କୁଆଁରମୁଣ୍ଡା,୪ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ତଲସେରା ଗ୍ରାମର ପ୍ରହ୍ଲାଦ ଲାଖୁଆ(୪୩)ଙ୍କୁ ସେହି ଗ୍ରାମର ରଞ୍ଜିତ୍‌ ପ୍ରଧାନ(୪୦) ବୁଧବାର ରାତିରେ ପିଟିପିଟି ହତ୍ୟା କରିଥିବା ନେଇ…

6 years ago

ଭିଜିଲାନ୍ସ ଜାଲରେ ବାଲିଅନ୍ତା ତହସିଲର ଡାଟା ଏଣ୍ଟ୍ରି ଅପରେଟର, ତହସିଲଦାର ଅଟକ

ଭୁବନେଶ୍ୱର,୪।୬(ବ୍ୟୁରୋ): ଭିଜିଲାନ୍ସ ଜାଲରେ ବାଲିଅନ୍ତା ତହସିଲର ଡାଟାଏଣ୍ଟ୍ରି ଅପରେଟର ଧନେଶ୍ୱର ସାହୁ। ଏକ ଜମିଜମା ମାମଲା ପାଇଁ ଧନେଶ୍ୱର ୧ ଲକ୍ଷ ୨୦ହଜାର ଟଙ୍କା ନେଉଥିଲେ। ଏହି…

6 years ago

୨୩ ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

ବରଗଡ଼ ଅଫିସ,୪ା୬: ବରଗଡ଼ ଜିଲା ସୋହେଲା ଥାନା ପୋଲିସ ବୁଧବାର ସନ୍ଧ୍ୟାରେ ୨୩ ଗ୍ରାମ ୩୭୦ ମିଲିଗ୍ରାମ ବ୍ରାଉନସୁଗାର ଜବତ କରିବା ସହିତ ୨ଜଣଙ୍କୁ ଗିରଫ କରିଛି।…

6 years ago

୨୦ କୁଇଣ୍ଟାଲ ଚୋରା ସ୍କ୍ରାପ୍‌ ସହ ପିକ୍‌ଅପ ଜବତ: ଜଣେ ଗିରଫ

ବଡ଼ବିଲ,୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୌର କାର୍ଯ୍ୟାଳୟ ନିକଟ ରେଳ ଫାଟକ କଡ଼ରୁ ବଡ଼ବିଲ ପୋଲିସ ବୁଧବାର ସକାଳେ ଏକ ଚୋରା ସ୍କ୍ରାପ୍‌ ବୋଝେଇ ପିକ୍‌ଅପ ଜବତ…

6 years ago

ମହିଳାଙ୍କୁ ଅଟୋରେ ଅପହରଣ ପରେ ଅସଦାଚରଣ ଘଟଣା: କନ୍‌ଷ୍ଟେବଳ ସମେତ ୩ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ): ଖାକିରେ ପୁଣି ଲାଗିଲା ଦାଗ। ମହିଳାଙ୍କୁ ଥାନାରେ ଛାଡ଼ି ଦେବାକୁ କହି ଖଣ୍ଡଗିରି ପିସିଆର କନ୍‌ଷ୍ଟେବଳ ଓ ତାଙ୍କର ଦୁଇ ସହଯୋଗୀ ଅଟୋରେ ଅପହରଣ କରିବା…

6 years ago

ରେଙ୍ଗାଲି ଗ୍ରାମରେ ବନ ବିଭାଗର ଚଢାଉ : ଟ୍ରାକ୍ଟର ସହ ବିପୁଳ ପରିମାଣର କାଠ ଜବତ

ଲୋଇସିଂହା, ୨।୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବନ ରେଞ୍ଜ ଅନ୍ତର୍ଗତ ଆଗଲପୁର ବ୍ଲକ ରେଙ୍ଗାଲି ଗ୍ରାମରେ ବନ ବିଭାଗ ଚଢାଉ କରି ବିପୁଳ ପରିମାଣର କାଠ, ସାଇଜ…

6 years ago

ରାଜଧାନୀରୁ ୧ କୋଟିର ବ୍ରାଉନ୍‌ସୁଗାର ଜବତ: ୨ ଗିରଫ

ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଖଣ୍ଡଗିରି ଆଇଗିଣିଆ ୧୬ ନଂ. ଜାତୀୟ ରାଜପଥ ନିକଟରୁ ମଙ୍ଗଳବାର କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ୨ ନିଶା ବେପାରୀଙ୍କୁ ଗିରଫ କରିଛି। ଏମାନଙ୍କ…

6 years ago