ଅପରାଧ

ଖୋର୍ଦ୍ଧା ଅବକାରୀ ବିଭାଗର ଚଢ଼ାଉ: ୧୮ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୨୦।୧୨: ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ବାଘମାରୀ ଥାନାର କୋଟପଲ୍ଲା ଛକରେ ଶୁକ୍ରବାର ଚଢ଼ାଉ କରାଯାଇ ୧୮ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ବ୍ରାଉନସୁଗାର ବିକ୍ରି…

6 years ago

ଦୁର୍ଦ୍ଦାନ୍ତ ସାଗର ପରିଡା ଏନ୍‌ଏସ୍‌ଏରେ ବୁକ୍‌: ତାଙ୍କ ନାମରେ ରହିଛି ୧୬ରୁ ଊର୍ଦ୍ଧ୍ୱ ମାମଲା

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ଜେଲରେ ଥିବା ଦୁର୍ଦ୍ଦାନ୍ତ ସାଗର ପରିଡାଙ୍କୁ କମିଶନରେଟ ପୋଲିସ ଏନ୍‌ଏସ୍‌ଏରେ ବୁକ୍‌ କରିଛି। ତାଙ୍କ ନାମରେ ୧୬ରୁ ଊର୍ଦ୍ଧ୍ୱ ମାମଲା ରହିଛି। ବିଶେଷକରି ବୋମା ମାଡ଼,…

6 years ago

ଜେଲ୍‌ ଗଲେ ବିଡିଏ ସେକ୍ସନ ଅଫିସର

କଟକ ଅଫିସ,୨୦।୧୨: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିଷମେଣ୍ଟ) ବିଭୂତି ଭୂଷଣ ରାୟଙ୍କୁ ଗୁରୁବାର ଗିରଫ କରି କୋର୍ଟଚାଲାଣ କରାଯାଇଥିଲା। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ…

6 years ago

ସାଢେ ତିନିବର୍ଷ ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ଅଭିଯୁକ୍ତ ଯୁବକଙ୍କୁ ଫାଶୀ ଦଣ୍ଡାଦେଶ

କେନ୍ଦୁଝର,୧୯।୧୨(ସ୍ବ.ପ୍ର): ସାଢ଼େ ତିନିବର୍ଷର ଶିଶୁକନ୍ୟାକୁ ବଳାତ୍କାର ଓ ହତ୍ୟା ମାମଲାରେ ଗୁରୁବାର ସ୍ଥାନୀୟ ଜିଲା ଦୌରାଜଜ୍‌ କୋର୍ଟ ଜଣେ ଅଭିଯୁକ୍ତ ଯୁବକଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଯୁବକ…

6 years ago

ଯୁବକଙ୍କ ତଣ୍ଟି କାଟିବା ପରେ ପଥରରେ ଛେଚି ହତ୍ୟା

ବଣାଇଁ,୧୯।୧୨(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ କେନ୍ଦ୍ରୀକଳା ନିକଟରେ ଗୁରୁବାର ସକାଳେ ଜଣେ ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ମିଳିବା ପରେ ପୋଲିସ ପକ୍ଷରୁ ତଦନ୍ତ…

6 years ago

ବରପାଲି ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଚୋରି ଘଟଣାରୁ ବନ୍ଧୁଙ୍କୁ ହତ୍ୟା କରିଥିଲେ ସାଙ୍ଗ

ବରଗଡ଼ ଅଫିସ,୧୮।୧୨- ବରଗଡ଼ ଜିଲା ବରପାଲି ଜଗନ୍ନାଥ ନଗରରେ ଗତ ୧୩ ତାରିଖରେ ଘଟିଥିବା ହତ୍ୟାକାଣ୍ଡ ଉପରୁ ପରଦା ହଟିଛି। ଚୋରି ଘଟଣାକୁ କେନ୍ଦ୍ର କରି ଦୁଇ…

6 years ago

ଭିଜିଲାନ୍ସ ଜାଲରେ ବିଡିଏ ଅଧିକାରୀ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଭିଜିଲାନ୍ସ ଜାଲରେ ବିଡିଏ ଅଧିକାରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଡିଏ ସେକ୍ସନ ଅଫିସର ବିଭୂତି ଭୂଷଣ ରାୟଙ୍କ ୫ଟି ସ୍ଥାନରେ ଭୁବନେଶ୍ୱର ଭିଜିଲାନ୍ସ…

6 years ago

ଜୁଆ ଆଡ୍ଡାରେ ଚଢ଼ାଉ, ୩ ଗିରଫ

ପାଲଲହଡା,୧୭।୧୨(ଡି.ଏନ.ଏ.)- ପାଲଲହଡା ଥାନା ବଡ଼ଝାର ଗ୍ରାମ ନିକଟ କୁକୁଡ଼ା ଲଢେଇପଡାରେ ଜୁଆ ଆଡ୍ଡା ଚାଲିଥିବାବେଳେ ପାଲଲହଡା ପୋଲିସ ଚଢ଼ାଉ କରି ୩ ଜଣଙ୍କୁ ଗିରଫ କରିଛି। ଏଥିସହିତ…

6 years ago

ବନ୍ଧୁ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍‌

ଜୟପୁର,୧୭ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ଦୌରାଜଜ୍‌ ବିମଳ ଚାନ୍ଦ ମଙ୍ଗଳବାର ଏକ ହତ୍ୟା ମାମଲାର ଶୁଣାଣି କରି ବନ୍ଧୁ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ବୋରିଗୁମ୍ମା…

6 years ago

କକାଙ୍କୁ ହତ୍ୟା ଘଟଣା, ଅଭିଯୁକ୍ତ ପୁତୁରା ଗିରଫ

ରୂପ୍‌ସା, ୧୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଥାନା ପଳାସିଆ ଗ୍ରାମର ଭାଗବତ ମହାପାତ୍ରଙ୍କୁ ହତ୍ୟା ଅଭିଯୋଗରେ ପୋଲିସ ତାଙ୍କ ପୁତୁରା ଦୀନବନ୍ଧୁ ମହାପାତ୍ରଙ୍କୁ ମଙ୍ଗଳବାର ଗିରଫ କରିଛି। ସୋମବାର…

6 years ago