ଅପରାଧ

ଆନ୍ତଃରାଜ୍ୟ ହାଇଓ୍ବା, ଜେସିବି ଚୋର ଗ୍ୟାଙ୍ଗ ଠାବ

ଭୁବନେଶ୍ୱର,୧୩।୩ (ବ୍ୟୁରୋ): ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ଜିଲାରୁ ଜେସିବି ଓ ହାଇଓ୍ବା ଟ୍ରକ ଚୋରି କରୁଥିବା ଆନ୍ତଃରାଜ୍ୟ ଚୋରି ଗ୍ୟାଙ୍ଗକୁ ଠାବ କରିଛି କମିଶନରେଟ ପୋଲିସ।…

6 years ago

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ ସୁଗାର ଜବତ: ୨ ଛାତ୍ର ସମେତ ୩ ଗିରଫ

ଭୁବନେଶ୍ୱର,୧୩।୩ (ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ନିଶା କାରବାର ବଢ଼ି ଚାଲିଥିବାବେଳେ ସେଥିରେ ଛାତ୍ରଙ୍କ ସମ୍ପୃକ୍ତି ନଜରକୁ ଆସୁଛି। ବୁଧବାର ରାତିରେ ପିପିଲି ଅଞ୍ଚଳରୁ ୨ଜଣ ଛାତ୍ର…

6 years ago

ଧାର ଟଙ୍କା ମାଗିବାକୁ ଯାଇ ବଳାତ୍କାରର ଶିକାର ହେଲେ ମହିଳା: ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୧୨।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ଜଣେ ମହିଳା ତାଙ୍କ ପଡ଼ିଶା ଘରକୁ ଧାର ଦେଇଥିବା ଟଙ୍କା ମାଗିବାକୁ ଯାଇ ବଳାତ୍କାରର ଶିକାର ହୋଇଥିବା ଗୁରୁବାର…

6 years ago

ମାମୁଘରେ ମସ୍ତିଷ୍କ ବିକୃତ ପୁତୁରାର ଉନ୍ମତ୍ତକାଣ୍ଡ, ମାଉସୀଙ୍କୁ କୁରାଢ଼ିରେ ହାଣି ହତ୍ୟା

ରାଇରଙ୍ଗପୁର,୧୨।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବହଳଦା ଥାନା ଅନ୍ତର୍ଗତ ଦଲଡ଼ିହା ଗ୍ରାମରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗ୍ରାମରେ ଥିବା ନିଜ ମାମୁ ଘରକୁ…

6 years ago

ଅଧାବାଟରୁ ବରଙ୍କୁ ଉଠାଇ ନେଲା ପୋଲିସ, ମଙ୍ଗୁଳା ରହିଲେ କନ୍ୟା

ଆଠଗଡ଼,୧୨।୩(ସ୍ବ.ପ୍ର.): କଟକ ଜିଲା ବାଙ୍କି ଥାନା ଅନ୍ତର୍ଗତ କଦଳୀବାଡ଼ି ଗ୍ରାମରେ ଜମିଜମା ଗଣ୍ଡଗୋଳକୁ ନେଇ ୨୦୧୮ ଫେବୃୟାରୀ ୭ ତାରିଖରେ ଏକ ହତ୍ୟାକାଣ୍ଡ ଘଟିଥିଲା। ଉକ୍ତ ହତ୍ୟାକାଣ୍ଡରେ…

6 years ago

ହତ୍ୟା କରି ପୋତିଦେଲେ: ମାଟି ତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର କଲା ତିହିଡ଼ି ପୋଲିସ

ତିହିଡ଼ି,୧୨।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ଥାନା ଅଧୀନ କୋହ୍ଲ ଗ୍ରାମରୁ ନିଖୋଜ ହୋଇଥିବା ଜଣେ ଯୁବକଙ୍କ ମୃତଦେହକୁ ଗୁରୁବାର ପୂର୍ବାହ୍ନରେ ତିହିଡି ପୋଲିସ ଉଦ୍ଧାର କରିଛି। ପିରହାଟ…

6 years ago

ମଦ ଦୋକାନ ଆଗରେ ଗଣ୍ଡଗୋଳ: ଆକ୍ରମଣରେ ୨ ପୋଲିସ ଅଧିକାରୀ ସମେତ ୭ ଗୁରୁତର

ବାହାନଗା, ୧୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁରଠାରେ ଥିବା ଏକ ସରକାରୀ ମଦ ଦୋକାନ ଆଗରେ ମଙ୍ଗଳବାର ଅପରାହ୍ନରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଗଣ୍ଡଗୋଳରେ…

6 years ago

ବ୍ରାଉନ୍‌ସୁଗାର ବିକି ୨ଜଣ ବନ୍ଧା ହେଲେ

ଖୋର୍ଦ୍ଧା ଅଫିସ,୧୦।୩: ବ୍ରାଉନ୍‌ସୁଗାର ବିକ୍ରି କରୁଥିବା ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ମଙ୍ଗଳବାର ୨ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ଉକ୍ତ ଥାନା ଅଧୀନ…

6 years ago

ହୋଲିରେ ପୋଲିସର ଚଢାଉ: ୪ ଲକ୍ଷ ଟଙ୍କାର ମଦ ଜବତ, ୫ ଗିରଫ

ଆନନ୍ଦପୁର, ୧୦।୩(ସ୍ବ.ପ୍ର.)-ହୋଲିରେ ସ୍ବଚ୍ଛତା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସ୍ବତନ୍ତ୍ର ସ୍କ୍ବାଡ କରାଯାଇ ଚୋରା ମଦ ବ୍ୟବସାୟୀଙ୍କ ଘରେ ଏବଂ ମଦ ବିକ୍ରି ସ୍ଥାନରେ ଚଢାଉ…

6 years ago

ଜାଲ ନୋଟ କାରବାର: ୨ଜଣଙ୍କୁ ଗିରଫ କଲା ଆଦର୍ଶ ଥାନା ପୋଲିସ

ଖୋର୍ଦ୍ଧା ଅଫିସ,୧୦।୩: ଜାଲ ନୋଟ କାରବାର ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ମଙ୍ଗଳବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସଠାରୁ ମିଳିଥିବା ସୂଚନାନୁଯାୟୀ, ଗତ କିଛିଦିନ…

6 years ago