ଅପରାଧ

ଶ୍ୱଶୁର ଘରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ଭଦ୍ରକ ଅଫିସ,୨୫ା୫ ଭାଇ ବାହାଘରକୁ ସ୍ବାମୀଙ୍କୁ ନେଇ ସାଥୀରେ ଆସିଥିଲେ ଭଉଣୀ। ଭଲରେ ଖାଇପିଇ ରାତିରେ ସ୍ତ୍ରୀ-ସ୍ବାମୀ ଶୋଇଥିଲେ। କିନ୍ତୁ ରାତିରେ ଉଭୟଙ୍କ ମଧ୍ୟରେ କ’ଣ ଘଟିଲା…

12 months ago

ସ୍ତ୍ରୀଙ୍କୁ ହାଣି ମୁଣ୍ଡଗଣ୍ଡି ଅଲଗା କରିଦେଲେ ସ୍ବାମୀ

ପାରଳାଖେମୁଣ୍ଡ/କାଶୀନଗର,୨୫ା୫(ଡି.ଏନ୍‌.ଏ.): ପାରିବାରିକ କଳହରୁ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ମୁଣ୍ଡଗଣ୍ଡି ଅଲଗା କରିଦେଇଛନ୍ତି ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା କାଶୀନଗର ବ୍ଲକ ଅନ୍ତର୍ଗତ…

12 months ago

ଗାଇସିଲେଟ ଥାନା ଆଇଆଇସିଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୨୨ା୫: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ସକାଳୁ ଭିଜିଲାନ୍ସ ପକ୍ଷରୁ ବରଗଡ଼ ଜିଲା ଗାଇସିଲେଟ ଥାନା ଆଇଆଇସି ବୀରବର ଭଗତଙ୍କ ବାସଭବନରେ ଚଢ଼ାଉ…

12 months ago

ଶିଶୁକନ୍ୟାଙ୍କୁ ବଳାତ୍କାର

ଢେଙ୍କାନାଳ ଅଫିସ, ୨୨ା୫: ଢେଙ୍କାନାଳ ଜିଲା ଗଁଦିଆ ଥାନା ବଣିଆପଡ଼ା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ୮ବର୍ଷର ଭାଇ ସମ୍ମୁଖରୁ ୬ବର୍ଷର ଭଉଣୀଙ୍କୁ ବଳପୂର୍ବକ ଉଠାଇ…

12 months ago

ଚୋର ସନ୍ଦେହରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ପୁରୁଷୋତ୍ତମପୁର,୧୮ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡ଼ିଘାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ବାଡ଼ିପଟେ ଶବ୍ଦ ହୋଇଥିଲା।…

1 year ago

୫୦୦ ଟଙ୍କା ଭତ୍ତା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ ବିଏସ୍‌ଏସ୍‌ଓ, ଧରିଲା ଭିଜିଲାନ୍ସ

ବେଗୁନିଆପଡ଼ା,୧୭ା୫(ଡି.ଏନ୍‌.ଏ.): ୫୦୦ ଟଙ୍କା ଭତ୍ତା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ବିଏସ୍‌ଏସ୍‌ଓ। ବାର୍ଦ୍ଧକ୍ୟ ଭତ୍ତା କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ବିଏସ୍‌ଏସ୍‌ଓଙ୍କୁ…

1 year ago

ଗର୍ଭବତୀଙ୍କୁ କିରୋସିନ ଢାଳି ନିଆଁ ଲଗାଇଦେଲେ ପୂଜକ

ଭୁବନେଶ୍ୱର,୧୫।୫ (ବ୍ୟୁରୋ): ମନ୍ଦିର ପୂଜକଙ୍କ ଅମାନବୀୟ କାଣ୍ଡ। ଜଣେ ବିବାହିତା ଗର୍ଭବତୀ ମହିଳାଙ୍କୁ ପ୍ରେମରେ ଫସାଇ ପାଖରେ ରଖିଲେ। ଏବେ କୌଣସି କାରଣରୁ ତାଙ୍କ ଦେହରେ କିରୋସିନ…

1 year ago

ଓଡ଼ିଶାରେ ପାକିସ୍ତାନ ଲିଙ୍କ୍‌, ତଥ୍ୟ ଦେଇ ବନ୍ଧାହେଲେ ୩

ଭୁବନେଶ୍ୱର/ନୟାଗଡ଼,୧୪ା୫(ବ୍ୟୁରୋ/ଡି.ଏନ୍‌.ଏ.): ଓଟିପି ଶେୟାରିଂ ସ୍କାମ୍‌ ନେଇ ଏସ୍‌ଟିଏଫ୍‌ ଚଢ଼ାଉ କରି ନୟାଗଡ଼ର ପଠାଣୀ ସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ ଯାଜପୁରର ସୌମ୍ୟ ପଟ୍ଟନାୟକଙ୍କୁ ଗିରଫ…

1 year ago

ମହିଳା ବିଷ ପିଇ ମୃତ୍ୟୁ ଘଟଣା: ସ୍ବାମୀ କୋର୍ଟ ଚାଲାଣ

କୋକସରା,୧୩ା୫(ଡି.ଏନ୍‌.ଏ.): ବିଷ ପିଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ମୃତ ଝିଅଙ୍କ ବାପା ପରୀକ୍ଷିତ ନାଏକ କୋକସରା ଥାନାରେ ଜ୍ବାଇଁ ଘାସିରାମଙ୍କ ନାଁରେ ଝିଅକୁ…

1 year ago

ମୁଁ ତୁମ ବୋହୂକୁ ହତ୍ୟା କରିଛି, ଖୋଜିବ ଯଦି ଖୋଜି ପାର

ଭୋପାଳ,୧୩ା୫: ମୁଁ ତୁମ ବୋହୂକୁ ହତ୍ୟା କରିଛି, ଯଦି ତୁମେ ପାରିବ ତେବେ ଖୋଜ! ତାଙ୍କ ବୋହୂଙ୍କ ହତ୍ୟାକାରୀ ପୁଅ ବୋଲି ଭାବି ବୃଦ୍ଧଙ୍କ ଆତ୍ମା ଥରି…

1 year ago