ବଲାଙ୍ଗୀର ଅଫିସ,୨୪।୧: ବଲାଙ୍ଗୀର ଜିଲା କୁଡ଼ାସାହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ରାତିରେ ଗ୍ରାମର ଉଜ୍ଜ୍ୱଳ ସାହୁଙ୍କ ଘର ଆଗରେ ଏକ ବୋଲେରୋ ରହିଥିଲା।…
ସୁନ୍ଦରଗଡ଼,୨୩।୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ମାର୍ଖୀପଡ଼ା ହରଡ଼ ବିଲ ମଧ୍ୟରୁ ଗୁରୁବାର ଜଣେ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ…
କଟକ ଅଫିସ,୨୨।୧: ବଲାଙ୍ଗୀର ଜିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ବୁଧବାର ଅନ୍ତରୀଣ ଜାମିନ ମିଳିଛି।…
ରାସୋଳ,୨୨।୧(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ରାସୋଳ ଥାନା କଲୋନୀ ସାହିରେ ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ମହିଳା ହେଲେ ଆରତୀ ସାହୁ(୧୭)।…
କଟକ ଅଫିସ,୨୨।୧: ମର୍କତନଗର ଥାନା ପୋଲିସ ବୁଧବାର ଜଣେ ବ୍ୟବସାୟୀଙ୍କଠାରୁ ଜାଲ ନୋଟ ଜବତ କରିଛି। ବ୍ୟବସାୟୀ ଜଣକ ସେକ୍ଟର -୯ରେ ଥିବା ଏସ୍ବିଆଇ ଶାଖାରେ ୧…
ଭୁବନେଶ୍ୱର/କଟକରୋଡ,୨୨।୧(ବ୍ୟୁରୋ/ ଡି.ଏନ୍.ଏ.): ଭୁବନେଶ୍ୱର ଝାରପଡ଼ା ସ୍ବତନ୍ତ୍ର ଜେଲରେ ପୁଣି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଅର୍ଥତତ୍ତ୍ୱ ଚିଟ୍ଫଣ୍ଡ ସଂସ୍ଥାର ମୁଖ୍ୟ ପ୍ରଦୀପ ସେଠୀ। ସେ ଶୌଚାଳୟରେ ଇନଭର୍ଟର ତାର…
କୋରୁକୋଣ୍ଡା,୨୧ା୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଓରକେଲ ଥାନା ସୋରଲୁକୋଣ୍ଡାଠାରୁ ଏମ୍ଭି ୫୧ ମୁଖ୍ୟ ରାସ୍ତାରୁ ସୋମବାର ରାତିରେ ପୋଲିସ ୮୪ଟି ବସ୍ତାରେ ଥିବା ୧,୬୯୨ କିଲୋ ୬୦୦ ଗ୍ରାମ…
ବଲାଙ୍ଗୀର ଅଫିସ, ୨୧।୧- ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଚୁଲିଫୁଙ୍କା ଗାଁରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ସମ୍ପର୍କୀୟ କାକାଙ୍କୁ କୂଅ ଭିତରକୁ ଠେଲି ପୁତୁରା ହତ୍ୟା…
ଭୁବନେଶ୍ୱର,୨୦।୧(ବ୍ୟୁରୋ):ମଦ ପିଇବା ପାଇଁ ଟଙ୍କା ମାଗି ମା’ଓ ଭଉଣୀଙ୍କୁ ହାଣିବା ଘଟଣାରେ ଏୟାରଫିଲ୍ଡ ଥାନା ପୋଲିସ ଅଭିଯୁକ୍ତ ଶଙ୍କର୍ଷଣ ନାୟକ(୩୫)ଙ୍କୁ ଗିରଫ କରିଛି। ସେ ସୁନ୍ଦରପଦା ମଣ୍ଡପସାହିରେ…