କଟକ ଅଫିସ, ୭ା୧- ଅଢେଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲିଅନ୍ତା ଥାନା ଅଧୀନ କାକରୁଦ୍ରପୁର ସେବା ସମବାୟ ସମିତି ସମ୍ପାଦକ ହେମନ୍ତ…
ଛତ୍ରପୁର,୭।୧(ଡି.ଏନ.ଏ)-ଗଞ୍ଜାମ ଜିଲା ଛତ୍ରପୁର ସବ୍ଜେଲ ପାଚେରି ଡେଇଁ ସୋମବାର ସନ୍ଧ୍ୟାରେ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତ ୨୪ ଘଣ୍ଟା ପରେ ମଙ୍ଗଳବାର ସନ୍ଧ୍ୟାରେ ଧରାପଡ଼ିଛନ୍ତି। ସେ ହେଲେ…
ଭୁବନେଶ୍ୱର,୬ା୧(ବ୍ୟୁରୋ): ନିଶା ମାଫିଆଙ୍କୁ ଟାର୍ଗେଟ କରିଥିବା କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍କୁ ଆଉଏକ ସଫଳତା ମିଳିଛି। ରାଜ୍ୟରେ ସକ୍ରିୟ ଥିବା ବଡ଼ ବ୍ରାଉନସୁଗାର ର଼୍ୟାକେଟକୁ ଠାବ କରିଛି। ଗୋଟିଏ ରାତିରେ…
ଭୁବନେଶ୍ୱର,୬ା୧(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ସମେଇ ଗାଡିଆ ଅଞ୍ଚଳରେ ଅଳିଆ ପକାଇବାକୁ କେନ୍ଦ୍ରକରି ଦୁଇ ପରିବାର ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପରିବାରର ଭୁଜାଲି ଓ ରଡ଼୍ ଆକ୍ରମଣରେ…
କଟକ ରୋଡ୍,୬ା୧(ଡି.ଏନ.ଏ.): ଭୁବନେଶ୍ୱରର ଏକ ଲଜିଂରେ ଜଣେ ଅବସରପ୍ରାପ୍ତ ରେଲଓ୍ବେ କର୍ମଚାରୀଙ୍କୁ ତଣ୍ଟିକାଟି ହତ୍ୟା ଘଟଣାର ସୁରାକ ପାଇଛି କମିଶନରେଟ ପୋଲିସ। ଏହି ଘଟଣାରେ ସମ୍ପୃକ୍ତି ଥିବା…
ଭୋଗରାଇ,୫।୧(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରେ ମହିଳାଙ୍କ ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିବା ୩ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଭିଡିଓ ଉତ୍ତୋଳନ ସମୟରେ ଗ୍ରାମବାସୀ ସେମାନଙ୍କୁ କାବୁ…
ଭୁବନେଶ୍ୱର,୫।୧(ବ୍ୟୁରୋ): ନୟାପଲ୍ଲୀ ଥାନା ବେହେରାସାହିସ୍ଥିତ କ୍ରିଷ୍ଣା ଟାଓ୍ବାର ନିକଟ ଏକ ପରିତ୍ୟକ୍ତ କୂଅରୁ ଜଣେ ମିଠା ବ୍ୟବସାୟୀଙ୍କ ମୃତଦେହକୁ ପୋଲିସ ଶନିବାର ଉଦ୍ଧାର କରିଛି। ମୃତ ଯୁବକ…
ପୁରୀ ଅଫିସ, ୫।୧: ବ୍ରହ୍ମଗିରି ଅଞ୍ଚଳରେ ଜଣେ ଯୁବକଙ୍କଠାରୁ ୫.୩ ଗ୍ରାମ ବ୍ରାଉନସୁଗାର ଜବତ କରିଛି ପୋଲିସ। ବ୍ରାଉନସୁଗାର କାରବାର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସେ…
କେନ୍ଦୁଝର,୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅଞ୍ଚଳରେ ୬ଷ୍ଠ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକାଙ୍କୁ ଶୁକ୍ରବାର ଗଣବଳାତ୍କାର ପାଇଁ ହାଟରୁ ନିଆଯାଉଥିବା ବେଳେ ବାଟରେ ଗାଡ଼ି ଦୁର୍ଘଟଣା…
ଜୟପୁର,୪।୧(ନି.ପ୍ର.): କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ବାମୁଣି ଗାଁ ନୂଆଗୁଡ଼ାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାତ୍ର ୩ ଶହ ଟଙ୍କା ପାଇଁ ସ୍ତ୍ରୀଙ୍କୁ…