ଅପରାଧ

ଖୋର୍ଦ୍ଧା ଆର୍‌ଟିଓ ଅଫିସରୁ ୨ ଦଲାଲ ଗିରଫ: ୧୦୦ ଡ୍ରାଇଭିଂ ଲାଇସେନ୍ସ ଆବେଦନ ଫର୍ମ, ୮୩ହଜାର ଟଙ୍କା ଜବତ

ଖୋର୍ଦ୍ଧା ଅଫିସ,୨ା୧୦: ଦଲାଲ ଦମନ ଅଭିଯାନରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ୨ ଜଣ ଦଲାଲଙ୍କୁ ମଙ୍ଗଳବାର ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସେମାନେ…

6 years ago

ଅଣ୍ଡା ବ୍ୟବସାୟୀଙ୍କଠାରୁ ଲକ୍ଷାଧିକ ଲୁଟ୍‌

କେନ୍ଦୁଝର, ୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା କୃଷକ ବଜାର ନିକଟରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଅଣ୍ଡା ବ୍ୟବସାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି। ଲୁଟ୍‌ର ଶିକାର ବ୍ୟବସାୟୀ…

6 years ago

ତେଲିସାହି ପଡ଼ିଆ ଫାଙ୍କା ଗୁଳିଚାଳନା ଘଟଣା: ଚାଲିଛି ନାରୁଆଙ୍କ ଅପରାଧ ପୃଷ୍ଠଭୂମି ଯାଞ୍ଚ

ପୁରୀ ଅଫିସ, ୧ା୧୦: ଟାଉନ ଥାନା ଅଧୀନ ତେଲିସାହି ପଡ଼ିିଆରେ ଗତ ଅଗଷ୍ଟ ମାସରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳି ଚାଳନା ଘଟଣାର ଗୋଟିଏ ପରେ…

6 years ago

୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବାଣପୁର ବ୍ଲକ ଜେଇ

ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକର କନିଷ୍ଠଯନ୍ତ୍ରୀ(ଜେଇ) ଦୁର୍ଗା ପ୍ରସାଦ ଦଳେଇ ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭୁବନେଶ୍ୱର ଭିଜିଲାନ୍ସ ହାତରେ ସୋମବାର ଧରା…

6 years ago

କନ୍ତଳବାଇ ବାପ, ପୁଅଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ଅଜୀବନ କାରାଦଣ୍ଡଦେଶ

ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ ୨ୟ ଦିଲୀପ କୁମାର ବିଶ୍ୱାଳଙ୍କ କୋର୍ଟରେ ଟାଙ୍ଗୀ ଥାନା ଭୁଷଣ୍ଡପୁର ଫାଣ୍ଡି କନ୍ତଳବାଇ ଗଁାର ବାପ,ପୁଅଙ୍କ ହତ୍ୟା ଉଦ୍ୟମର…

6 years ago

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ୧୦ ବର୍ଷ ଜେଲ

ଚମ୍ପୁଆ, ୩୦ା୯(ଡି.ଏନ.ଏ.)-ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରାଯାଇଥିଲା । ସେହି ମାମଲାର ବିଚାର କରି ଚମ୍ପୁଆ ଅତିରିକ୍ତ ଜିଲା ଦୌରାଜଜ ଅଭିଯୁକ୍ତ ଦୋଳ ଗୋବିନ୍ଦ ବାରିକଙ୍କୁ ଦୋଷୀସାବ୍ୟସ୍ତ…

6 years ago

ନର୍ସ ନୀହାରିକା ହତ୍ୟା ଘଟଣା : ହତ୍ୟାକାଣ୍ଡ ଘଟିଥିବା କୋଠରି ସିଲ୍‌

କଟକ ଅଫିସ,୩୦ା୯: ନର୍ସ ନୀହାରିକା ପାତ୍ର ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତ ପ୍ରେମିକ ରାଜା ଓରଫ କିଶୋର ଚନ୍ଦ୍ର ଆଞ୍ଚଲଙ୍କୁ ଗିରଫ କରିଛି। ହେଲେ ଏହି ହତ୍ୟା…

6 years ago

୫ଜଣ ଆନ୍ତଃ ଜିଲା ଡକାୟତ ଗିରଫ ଟଙ୍କା, ୬ ମୋବାଇଲ, ୩ ମୋଟରସାଇକେଲ ଜବତ

ଖଡିଆଳ,୩୦।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ପୋଲିସ ୫ଜଣ ଆନ୍ତଃଜିଲା ଡକାୟତଙ୍କୁ ଗିରଫ କରିଛି । ଏଥିସହ ସେମାନଙ୍କଠାରୁ ୪୨୧୧ ଟଙ୍କା ସମେତ ୬ଟି ମୋବାଇଲ ଫୋନ ଓ…

6 years ago

ଓ୍ବାର୍ଡସଭ୍ୟଙ୍କୁ ଭୁଜାଲିରେ ହାଣି ହତ୍ୟା

ଛେଣ୍ଡିପଦା/ବନ୍ତଳା, ୩୦।୯ (ସ୍ବ.ପ୍ର./ଡି.ଏନ.ଏ.) ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଅନ୍ତୁଳିଆ ଗ୍ରାମରେ ରବିବାର ଏକ ହତ୍ୟାକାଣ୍ଡ ଘଟିଛି। ସାତକୋଶିଆ ଭାଜପା ମଣ୍ଡଳ ଅନୁସୂଚିତ ଜାତି ଓ ଜନଜାତି ମୋର୍ଚ୍ଚା…

6 years ago

ପୂର୍ବଶତ୍ରୁତାରୁ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ

ଜଟଣୀ,୨୯।୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପାଞ୍ଚଗାଁ ବଜାରରେ ରବିବାର ଜଣେ ଯୁବକଙ୍କ ଉପରେ ସଂଘବଦ୍ଧ ଆକ୍ରମଣ କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର…

6 years ago