ଅପରାଧ

ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ଜଗତ୍‌ସିଂହପୁର କୋର୍ଟରେ ପ୍ରଥମ ଫାଶୀ ଦଣ୍ଡାଦେଶ

ଜଗତ୍‌ସିଂହପୁର ଅଫିସ,୧୦।୯: ଜଗତ୍‌ସିଂହପୁର ଜିଲା ଏରସମା ଥାନା ଗଡ଼ହରିପୁରରେ ୨୦୧୮ ମାର୍ଚ୍ଚ ମାସରେ ଜନୈକା ନାବାଳୀକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ ମଙ୍ଗଳବାର…

6 years ago

ରାଜଧାନୀରୁ ୨ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

କଟକ ରୋଡ଼,୧୦।୯(ଡି.ଏନ୍‌.ଏ): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ମଙ୍ଗଳବାର ରାଜଧାନୀ କିଟ୍‌ ଛକରେ ଚଢ଼ାଉକରି ଜଣେ ବ୍ରାଉନ୍‌ସୁଗାର ବ୍ୟବବସାୟୀଙ୍କୁ ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର…

6 years ago

ସମ୍ବଲପୁରରେ ଏନ୍‌କାଉଣ୍ଟର୍‌: କୁଖ୍ୟାତ ଅପରାଧୀ ତ୍ରିଦେବ ଆହତ

ସମ୍ବଲପୁର,୧୦ା୯(ବ୍ୟୁରୋ): ସମ୍ବଲପୁର ପୋଲିସ ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ତ୍ରିଦେବ ବାଗ(୨୫) ମଙ୍ଗଳବାର ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି । ଆହତ ଅବସ୍ଥାରେ ତାଙ୍କୁ…

6 years ago

ମଦ୍ୟପ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ

ତାଳଚେର,୧୦।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଅନ୍ତର୍ଗତ ବଲଣ୍ଡା ଗୁରୁଦ୍ୱାର ଅଞ୍ଚଳରେ ଏକ ଅଭାନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

6 years ago

ପୁରୀରେ ଡବଲ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ବିଶୁ, ଟିକି ଆହତ

ପୁରୀ ଅଫିସ,୧୦।୯: ପୁରୀରେ ଡବଲ ଏନ୍‌କାଉଣ୍ଟର ହୋଇଛି। ସୋମବାର ଦୁଇଟି ପୃଥକ ସ୍ଥାନାରେ ଏନ୍‌କାଉଣ୍ଟର ହୋଇଥିବା ବେଳେ ୨ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ସେମାନେ ହେଲେ…

6 years ago

ବୃଦ୍ଧ ଦମ୍ପତିଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର

ପାଟଣା,୮।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣି ଘାଟି ପଞ୍ଚାୟତ ଗୁଧିରାମପଡ଼ା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ବୃଦ୍ଧ ଦମ୍ପତି ଘର…

6 years ago

ନକଲି ମଦ କାରଖାନା ଠାବ, ୪ ଅଟକ

ଦିଗପହଣ୍ଡି,୭ା୯(ଡି.ଏନ୍‌.ଏ.)- ଦିଗପହଣ୍ଡି ପୋଲିସ ଶନିବାର ରାତି ପ୍ରାୟ ସାଢ଼େ ୯ଟାରେ କୈଠଖଣ୍ଡି ପଞ୍ଚାୟତ ବିରପାଟଣା ଗ୍ରାମ ନିକଟ ଏକ କୁକୁଡ଼ା ଫାର୍ମ ଭିତରେ ଚାଲିଥିବା ନକଲି ବିଦେଶୀ…

6 years ago

ଖୋଜାପଲ୍ଲୀରେ ଗୁଳିମାଡ଼, କାରଣ ଅସ୍ପଷ୍ଟ

ଖଲ୍ଲିକୋଟ,୭।୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଖୋଜାପଲ୍ଲୀ ଗ୍ରାମରେ ଶନିବାର ସନ୍ଧ୍ୟାରେ ପୂର୍ବ ଶତ୍ରୁତାରୁ ଗୁଳିମାଡ଼ ହୋଇଛି। ଏଥିରେ ଗ୍ରାମର ନୀଳକଣ୍ଠ ପରିଡ଼ା (୩୬) ଗୁରୁତର ଆହତ…

6 years ago

ସ୍ବାସ୍ଥ୍ୟକେନ୍ଦ୍ରରୁ ବାଇକ୍‌ ଚୋରି ଘଟଣା: ଜେଲ ଗଲେ ୩ ଅଭିଯୁକ୍ତ

ରୂପ୍‌ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରୁ ଜଣେ ସ୍ବାସ୍ଥ୍ୟ ପରିଦର୍ଶକଙ୍କ ବାଇକ୍‌ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି…

6 years ago

ରୁପା ଅଳଙ୍କାର ଚୋରି ଘଟଣା: ୬ କେଜି ରୁପା ଉଦ୍ଧାର, ୩ ଗିରଫ

ବ୍ରହ୍ମପୁର ଅଫିସ, ୭।୯: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ମାଲସେନାପେଟା ସାହିରେ ଥିବା ଶ୍ରୀସାଇ ରିଫାଇନେରୀ ଏବଂ ରୁପା ଅଳଙ୍କାର ଦୋକାନରୁ ହୋଇଥିବା ଚୋରି ଘଟଣାର…

6 years ago